ସ୍ୱାସ୍ଥ୍ୟସମିତି ତାଲିମ ଗୃହରେ ଫାଇଲେରିଆ ରୋଗ ନିୟନ୍ତ୍ରଣ ପାଇଁ ସଚେତନତା ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ଜିଲ୍ଲା ସ୍ୱାସ୍ଥ୍ୟ ସମିତି ତାଲିମ ଗୃହ ଠାରେ ଫାଇଲେରିଆ ରୋଗ ନିୟନ୍ତ୍ରଣ ପାଇଁ ଜିଲ୍ଲାର ୪ଟି ବ୍ଲକ ର ସ୍ୱୟଂ ସହାୟିକା ଗୋଷ୍ଠୀ ମହାସଂଘ ର ସଭାପତି ଓ ସମ୍ପାଦକ ମାନଙ୍କୁ ନେଇ ଆଗାମୀ ଅଗଷ୍ଟ…

ସୁବର୍ଣ୍ଣପୁର ଜିଲ୍ଲା ଭଏସ ଅଫ ମିଡ଼ିଆ ପକ୍ଷରୁ ନୂତନ ଜିଲ୍ଲାପାଳଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ୟୁନିଟ ଭଏସ ଅଫ ମିଡ଼ିଆ ତରଫରୁ ନୂତନ ଜିଲ୍ଲାପାଳ ଡଃ ନୃପରାଜ ସାହୁ ଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ କରି ସ୍ବାଗତ ସ୍ୱମର୍ଦ୍ଧନା କରା ଯାଇଛି l ଜିଲ୍ଲାପାଳ ଙ୍କୁ ଭେଟି ସୋନପୁର…

ସାଧାରଣ ଜନତା ବେଶରେ ଜିଲ୍ଲା ସଦର ଡାକ୍ତରଖାନାର ସ୍ଥିତି ପରଖିଲେ ଜିଲ୍ଲାପାଳ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ମୂଖ୍ୟ ଚିକିତ୍ସାଳୟକୁ ସାଧାରଣ ଲୋକଙ୍କ ବେଶରେ ଜିଲ୍ଲାପାଳ ନୃପରାଜ ସାହୁ ପରିଦର୍ଶନ କରିଛନ୍ତି । ନିଜ ସରକାରୀ ଗାଡିକୁ ଦୂରରେ ରଖି ସଧାରଣ ଲୋକ ଭଳିଆ ଚାଲି ଚାଲି ମେଡ଼ିକାଲ ପରିସର ର…

ଭାରତ ବିକାଶ ପରିଷଦ ସୋନପୁର ତରଫରୁ କେନ୍ଦୀୟ ବିଦ୍ୟାଳୟରେ ବୃକ୍ଷ ରୋପଣ ଅନୁଷ୍ଠିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ):ଭାରତ ବିକାଶ ପରିଷଦ ସୋନପୁର ତରଫ ରୁ କେନ୍ଦୀୟ ବିଦ୍ୟାଳୟ ସୋନପୁର ଠାରେ ବୃକ୍ଷ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି lଏହି କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁର ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଡ଼. ନୃପରାଜ ସାହୁ ବୃକ୍ଷ ରୋପଣ କରି…

ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲଙ୍କ ଅଷ୍ଟମ ଶ୍ରାଦ୍ଧଦିବସ ପାଳିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ଓଡିଶାର ସାହିତ୍ୟ,ସଂସ୍କୃତି ଓ ଐତିହାସିକ ଗବେଷଣାରେ ସ୍ୱର୍ଗତ ଡ.ସଦାନନ୍ଦ ଅଗ୍ରୱାଲଙ୍କ ଯଥେଷ୍ଟ ଅବଦାନ ରହିଛି। ତାଙ୍କର ଗବେଷଣା ଲବ୍ଧଜ୍ଞାନ ତାଙ୍କୁ ଅମର କରି ରଖିଛି। ପ୍ରାରମ୍ଭିକ ଜୀବନରେ ଉଚ୍ଚଶିକ୍ଷାରୁ ବଞ୍ଚିତ ହୋଇଥିଲେ ହେଁ ତାଙ୍କର ଅଧ୍ୟବସାୟ…

ତହଁକ ସାହିତ୍ୟ ସଂସଦ ଏବଂ ୠମୁକୁ ଝୁମାନା ଅନୁଷ୍ଠାନର ଝଁକେର କବିତା ଉତ୍ସବ ଅନୁଷ୍ଠିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସେଲେଡି ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ଠାରେ ତହଁକ୍ ସାହିତ୍ୟ ସଂସଦ ଏବଂ ରୁମକୁଝୁମାନା ଅନୁଷ୍ଠାନର ମିଳିତ ଆନୁକୂଲ୍ୟରେ ଝଁକେର୍ କବିତା ଉଛବ୍ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କବି…

ବରିଷ୍ଠ ସାମ୍ବାଦିକ ରାଜ କୁମାର ମାହାଣା ଙ୍କ ବିୟୋଗ ରେ ଶ୍ରଦ୍ଧାଞ୍ଜଳୀ ସଭା ଅନୁଷ୍ଟିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ଅଜଣା ଗାଡି ଧକ୍କାରେ ଅକାଳ ବିୟୋଗ ଘଟିଥିବା ତରଭା ର ପ୍ରମେୟ ପ୍ରତିନିଧି ତଥା ସୁବର୍ଣ୍ଣପୁର ଜିଲ୍ଲା ର ବରିଷ୍ଠ ସାମ୍ୱାଦିକ ରାଜ କୁମାର ମାହାଣା ଙ୍କ ସ୍ମୁତି ଉଦ୍ଦେଶ୍ୟରେ ସୋନପୁର ଜିଲ୍ଲା ଶାହା ଗେଷ୍ଟ୍…

ଅଜଣା ଗାଡି ଧକ୍କାରେ ତରଭାର ବରିଷ୍ଠ ସାମ୍ବାଦିକ ରାଜ କୁମାର ମାହାଣାଙ୍କ ବିୟୋଗ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ଆଜି ସକାଳ ଭୋର ୫.୩୦ ମି ରେ ଖବର କାଗଜ ବିତରଣ ବେଳେ ଏକ ଅଜଣା ଗାଡ଼ି ଧକ୍କାରେ ସୁବର୍ଣ୍ଣପୁର ଜିଲ୍ଲା ର ତରଭା ବ୍ଲକ ର ବରିଷ୍ଠ ସାମ୍ବାଦିକ (ପ୍ରମେୟ ପ୍ରତିନିଧି )…

ମାୟାବର୍ହା ହାଇସ୍କୁଲ ରେ କାରଗିଲ ବିଜୟ ଦିବସ ପାଳିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହ୍। ଠାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ. ରବିଚନ୍ଦ୍ର ପଶାୟତଙ୍କ ସଭାପତିତ୍ବରେ ୨୬ ବର୍ଷ ପୂର୍ବେ ଭାରତର ପାକିସ୍ତାନ ଉପରେ ବିଜୟର ସ୍ମୃତିଚାରଣ ପୂର୍ବକ…

କଂଗ୍ରେସର ୧୨ଘଣ୍ଟିଆ ଓଡିଶା ବନ୍ଦ : ସୁବର୍ଣ୍ଣପୁରରେ ବନ୍ଦ ସମ୍ପୂର୍ଣ୍ଣ ସଫଳ, ଜୀବନଯାତ୍ରା ଠପ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ବାଲେଶ୍ୱର ଫକୀର ମୋହନ କଲେଜ ର ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାକୁ ନେଇ ଓଡ଼ିଶା ପ୍ରଦେଶ କଂଗ୍ରେସ ପକ୍ଷରୁ ୧୨ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପରିପ୍ରେକ୍ଷୀରେ ଆଜି ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଏହାକୁ…

error: Content is protected !!