ଭୁବନେଶ୍ବର (ସମୀର ରଞ୍ଜନ ନାୟକ):ରାତି ଅଧରେ ରାଜଧାନୀରେ ପୁଣି ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଅପରାଧୀ ଦୀପକ କୁମାରକୁ ଏନକାଉଣ୍ଟର ହୋଇଛି। ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ବର ବରଗଡ଼ରେ ଏନକାଉଣ୍ଟର ହୋଇଛି। ଦୀପକର ବାମ ଗୋଡ଼ରେ ଗୁଳି ବାଜିଛି । ତାକୁ ଗୁରୁତର ଅବସ୍ଥାରେ…
Category: ଖୋର୍ଦ୍ଧା
ରାଜ୍ୟର ବିଭିନ୍ନ ଶୈବପୀଠରେ ଧୂମ୍ ଧାମରେ ପାଳିତ ହେଉଛି ମହା ଶିବରାତ୍ରୀ
ଭୁବନେଶ୍ୱର:(ସମୀର ରଞ୍ଜନ ନାୟକ )ଶିବରାତ୍ରୀ ପାଇଁ ରାଜଧାନୀ ଭୁବନେଶ୍ୱରରେ ଟ୍ରାଫିକ କଟକଣା ଜାରି ହୋଇଛି। ଜାଗର ପାଇଁ ଲିଙ୍ଗରାଜ ମନ୍ଦିରରେ ଭିଡ଼ ଜମିବା ନେଇ କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।ମହାଶିବରାତ୍ରୀ ନେଇ ଗତ ମଙ୍ଗଳବାର ଦିନ ଲିଙ୍ଗରାଜ ମନ୍ଦିର…
ଖୋର୍ଦ୍ଧା ଜିଲା ମହୋତ୍ସବ, ପଲ୍ଲୀଶ୍ରୀ ମେଳା ଓ ପୁସ୍ତକ ମେଳା ଉଦଘାଟିତ
ଭୁବନେଶ୍ୱର (ସମୀର ରଞ୍ଜନ ନାୟକ) : ଓରମାସ୍ (ପଞ୍ଚାୟତରାଜ ଓ ପାନୀୟ ଜଳ ବିଭାଗ), ଓଡ଼ିଶା ସରକାର ଓ ଜିଲ୍ଲା ପ୍ରଶାସନ ଆନୁକୁଲ୍ୟରେ ଖୋର୍ଦ୍ଧା ଜିଲା ମହୋତ୍ସବ, ପଲ୍ଲୀଶ୍ରୀ ମେଳା ଓ ପୁସ୍ତକ ମେଳା ଉଦଘାଟିତ ହୋଇଯାଇଛି। ହାବେଳୀ ପଡ଼ିଆ ରେ…
ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଠାରେ ବିକଶିତ ଗାଁ, ବିକଶିତ ଓଡ଼ିଶା ଯୋଜନାର ରାଜ୍ୟସ୍ତରୀୟ ଶୁଭାରମ୍ଭ
ଭୁବନେଶ୍ୱର (ସମୀର ରଞ୍ଜନ ନାୟକ ) ଖୋର୍ଦ୍ଧାରେ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି । ଏହାକୁ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଓଡ଼ିଶା ସରକାରଙ୍କ ପକ୍ଷରୁ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ପାଇଁ…
୬୩ କଲେଜ ଅଧ୍ୟକ୍ଷଙ୍କ ଦରମା ବନ୍ଦ କଲା ଉଚ୍ଚଶିକ୍ଷା ବିଭାଗ
ଭୁବନେଶ୍ୱର (ସମୀର ରଞ୍ଜନ ନାୟକ): ୬୩ କଲେଜ ଅଧ୍ୟକ୍ଷଙ୍କ ଦରମା ବନ୍ଦ କରିଛି ଉଚ୍ଚଶିକ୍ଷା ବିଭାଗ । ତାଗିଦ ସତ୍ତ୍ବେ କଲେଜ ଆକାଉଣ୍ଟ ଅପଡେଟ କରି ନ ଥିବାରୁ ଏପରି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଚଳିତ ମାସଠାରୁ ଅନିର୍ଦ୍ଦିଷ୍ଟ ସମୟ ଯାଏ ଦରମା…
ସଡ଼କ ନିରାପତ୍ତା ସମ୍ପର୍କୀୟ ସଚେତନତା ରାଲି ଆୟୋଜିତ
ଭୁବନେଶ୍ୱର (ସମୀର ରଞ୍ଜନ ନାୟକ ): ବାଣପୁରରେ ଏକ ସଡ଼କ ନିରାପତ୍ତା ସଚେତନା ରାଲି ଅନୁଷ୍ଠିତ ହୋଇ ଯାଇଛି l ଏହି ରାଲି ରେ ବାଣପୁର ପୋଲିସ, ଗୋଦାବାରୀଶ ମହାବିଦ୍ୟାଳୟ ର ଛାତ୍ର ଛାତ୍ରୀ, ଆରଟିଓ ବିଭାଗ ଏବଂ ଏମଭିଆଇ ଅଧୀକାରୀ…
ଜିଲ୍ଲାସ୍ତରୀୟ ବକ୍ସି ଜଗବନ୍ଧୁ ଶ୍ରାଦ୍ଧ ଦିବସ
ଖୋର୍ଦ୍ଧା (ସମୀର ରଞ୍ଜନ ନାୟକ) : ଆଜି ଜିଲ୍ଲାସ୍ତରୀୟ ବକ୍ସି ଜଗବନ୍ଧୁ ଶ୍ରାଦ୍ଧ ଦିବସ ଉପଲକ୍ଷେ ସ୍ଥାନୀୟ ବିଜେବି ଉଚ୍ଚ ବିଦ୍ୟାଳୟ ପରିସର ସ୍ଥିତ ବକ୍ସି ଜଗବନ୍ଧୁଙ୍କ ପ୍ରତିମୂର୍ତି ରେ ସକାଳ ୧୦ ଘଣ୍ଟାରେ ମାଲ୍ୟାର୍ପଣ କରାଯାଇଛି । ପରେ ଉକ୍ତ…