ଭୁବନେଶ୍ୱର (ସମୀର ରଞ୍ଜନ ନାୟକ) :ବାତ୍ୟା ‘ଦାନା’ର କ୍ଷୟକ୍ଷତି ଆକଳନ କରିବା ପାଇଁ ଆସିଥିବା ଆନ୍ତଃ-ମନ୍ତ୍ରାଳୟ କେନ୍ଦ୍ରୀୟ ଟିମ୍ ଆଜି ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଲୋଚନା କରିଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରାଳୟର ଯୁଗ୍ମ ସଚିବ ଶ୍ରୀ…
Category: ଖୋର୍ଦ୍ଧା
ଡିଜି ସମ୍ମିଳନୀ ଆୟୋଜନ ସମ୍ପର୍କରେ କ୍ଷେତ୍ର ପରିଦର୍ଶନ କଲେ ଆଇନ ମନ୍ତ୍ରୀ
ଭୁବନେଶ୍ୱର (ସମୀର ରଞ୍ଜନ ନାୟକ ) : ଆସନ୍ତା ନଭେମ୍ବର ୨୯ ତାରିଖରେ ଡିଜି ସମ୍ମିଳନୀ ପାଇଁ ମାନନୀୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡ଼ିଶା ଗସ୍ତ ପରିପ୍ରେକ୍ଷୀରେ ଆଜି ମାନ୍ୟବର ମନ୍ତ୍ରୀ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର…
ପ୍ରଚଣ୍ଡ ଶୀତରେ ଥରିବ ଓଡ଼ିଶା, ବଢିବ ତାପମାତ୍ରା
ଭୁବନେଶ୍ୱର (ସମୀର ରଞ୍ଜନ ନାୟକ ): ଆଗାମୀ ୨ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । କିନ୍ତୁ ପରବର୍ତ୍ତୀ ୩ଦିନ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। କନ୍ଧମାଳ, କୋରାପୁଟ, କଳାହାଣ୍ଡି ଏବଂ…
ଜାନୁଆରୀ ୧ ସୁଦ୍ଧା ଶେଷ ହେବ ରତ୍ନ ଭଣ୍ଡାର ମରାମତି କାମ ଆଇନ ମନ୍ତ୍ରୀ
ଭୁବନେଶ୍ୱର (ସମୀର ରଞ୍ଜନ ନାୟକ):ଦିନେ କି ଦୁଇ ଦିନ ମଧ୍ୟରେ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାମ । ଜାନୁଆରୀ ୩୧ ସୁଦ୍ଧା ଶେଷ ହେବ ରତ୍ନଭଣ୍ଡାର ମରାମତି କାମ ବୋଲି କହିଛନ୍ତି ଆଇନ୍ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।ସେ ଆହୁରି ମଧ୍ୟ…
ଖୋର୍ଦ୍ଧା ଜିଲ୍ଲାରେ ଆୟୋଜିତ ହେଉଥିବା ଦୁଇ ଦିନିଆ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା 2024 ସମାପ୍ତ
ଖୋର୍ଦ୍ଧା (ସମୀର ରଞ୍ଜନ ନାୟକ):ଖୋର୍ଦ୍ଧା ଜିଲ୍ଲାରେ ଆୟୋଜିତ ହେଉଥିବା ଦୁଇ ଦିନିଆ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା 2024 ଏକ ପ୍ରିତୀକର ଢଙ୍ଗରେ ସମାପ୍ତ ହୋଇଥିଲା ଏବଂ ଦ୍ୱିତୀୟ ଦିନରେ ଏକ ହଜାରରୁ ଅଧିକ କୃଷକ ଅଂଶଗ୍ରହଣ କରିଥିଲେ। ମତ୍ସ୍ୟ ଚାଷ…
ନିର୍ଦ୍ଧାରିତ ସମୟରେ ପ୍ରକଳ୍ପଗୁଡିକୁ ଶେଷ କରିବା ଆମର ପ୍ରାଥମିକତା : ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର/ପୁରୀ (ସମୀର ରଞ୍ଜନ ନାୟକ )ଆଜି ନିମାପଡା ବ୍ଲକ କନଫରେନ୍ସ ହଲରେ ଆୟୋଜିତ ନିର୍ବାଚନ ମଣ୍ଡଳୀ ସ୍ତରୀୟ ଉନ୍ନୟନ କମିଟିର ତ୍ରୈମାସିକ ସମୀକ୍ଷା ବୈଠକରେ ଯୋଗଦେଇଥିଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା । ବୈଠକରେ ବିଭିନ୍ନ ବିଭାଗରେ କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପଗୁଡିକର…
ଗୋବିନ୍ଦପୁର (ପରିଛଳ)ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ
ଭୁବନେଶ୍ୱର (ସମୀର ରଞ୍ଜନ ନାୟକ ) :ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଭିନବ ପ୍ରୟାସ-ରାଜ୍ୟ ସରକାରଙ୍କ ତରଫରୁ ଜିଲ୍ଲାପାଳ ଙ୍କ ଅଭିଯୋଗ ଶୁଣାଣି ବ୍ଲକ ସ୍ତରରେ ହେଉଥିବା ବେଳେ, ପଞ୍ଚାୟତ ସ୍ତରରେ ରେ ସରକାରୀ ଯୋଜନାକୁ ଆହୁରି ଲୋକାଭିମୁଖୀ କରିବା ପାଇଁ ଖୋର୍ଦ୍ଧା ଜିଲ୍ଲାପାଳ…
ଜାନୁଆରି ଶେଷ ସୁଦ୍ଧା ସରିବ ରତ୍ନଭଣ୍ଡାର ଗଣତିମଣତି: ପୃଥ୍ବୀରାଜ ହରିଚନ୍ଦନ
ଭୁବନେଶ୍ୱର (ସମୀର ରଞ୍ଜନ ନାୟକ ): ରତ୍ନଭଣ୍ଡାର ଗଣତିମଣତି ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, କାର୍ତ୍ତିକ ମାସରେ ଭକ୍ତଙ୍କ ପ୍ରବଳ ଭିଡ଼ ହେତୁ ଏଏସଆଇ ରତ୍ନଭଣ୍ଡାରର ମରାମତି କାମ କରିପାରିନଥିଲା। ହେଲେ ଏବେ…
ଆଇନ ମନ୍ତ୍ରୀଙ୍କ ବଡ ସୂଚନା ; କହିଲେ ତୁରନ୍ତ ମେଘନାଦ ପାଚେରୀର କାମ ହେବ
ପୁରୀ/ଭୁବନେଶ୍ୱର (ରିପୋର୍ଟ – ସମୀର ରଞ୍ଜନ ନାୟକ ): ଶ୍ରୀମନ୍ଦିର ରକ୍ଷଣାବେକ୍ଷଣରେ ଗୁରୁତର ଅବହେଳା ଦେଖିବାକୁ ମିଳିଛି। ସିଂହଦ୍ବାର ସମ୍ମୁଖରେ ଲଙ୍ଗୁଳି ମଠ ଧୂନିକୁଣ୍ଡଠାରୁ ରାମଦୟା ପରିଷଦ ପର୍ଯ୍ୟନ୍ତ ପ୍ରାୟ ୫୦ରୁ ୬୦ ଫୁଟ ଓସାରରେ ମେଘନାଦ ପାଚେରିରେ ଏକାଧିକ ସ୍ଥାନରେ…
ବାତ୍ୟା ପ୍ରଭାବ ; ପରିବା ବଜାରରେ ମହଙ୍ଗା ମାଡ଼,ମନ୍ତ୍ରୀ କଲେ ସମସ୍ତଙ୍କ ସହଯୋଗ ଆବଶ୍ୟକ
ଭୁବନେଶ୍ୱର (ରିପୋର୍ଟ – ସମୀର ରଞ୍ଜନ ନାୟକ ):ରାଜ୍ୟରେ ପର୍ଯ୍ୟାପ୍ତ ପରିଣାମରେ ଖାଦ୍ୟ ସାମଗ୍ରୀ ମହଜୁଦ ଅଛି। ବାତ୍ୟା ‘ଦାନା’ର ସବୁ ପ୍ରକାର ପରିସ୍ଥିତିକୁ ସାମ୍ନା କରିବା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି। ଏଭଳି ମନ୍ତବ୍ୟ ରଖିଛନ୍ତି ରାଜ୍ୟ ଖାଦ୍ୟ ଯୋଗାଣ…