ବଅଁରପାଳ ବରିଷ୍ଠ ନାଗରିକ କଲ୍ୟାଣ ସଙ୍ଘ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ଅନୁଗୋଳ/ବଅଁରପାଳ(ଅଜିତ କୁମାର ଭୋଇ): ବରିଷ୍ଠ ନାଗରିକ କଲ୍ୟାଣ ସଙ୍ଘ ଆନକୂଲ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କର “ମାଆଙ୍କ ପାଇଁ ଗଛଟିଏ”ଯୋଜନାର ଆହ୍ୱାନ କ୍ରମେ ନୂଆହତା ଶିବ ମନ୍ଦିର ପରିସରରେ ବିଭିନ୍ନ ପ୍ରକାର ଫୁଲ, ଫଳ ଓ ଔଷଧୀୟ ବୃକ୍ଷର ଚାରା ରୋପଣ କରାଯାଇଥିଲା, ଏହି…

ୱାଗନର କାର ଧକ୍କାରେ ଚାଳକ ଗୁରୁତ୍ତର ଭାବେ ଆହତ

ଅନୁଗୋଳ(ଅଜିତ କୁମାର ଭୋଇ): ବଅଁରପାଳ ଥାନା ନୂଆହତା ଦେଇ ଯାଇଥିବା ୫୫ନମ୍ବର ବାଇପାସ ଜାତୀୟ ରାଜପଥରେ ଏକ ୱାଗନର କାର ଧକ୍କାରେ ଜଣେ ଚାଳକ ଗୁରୁତ୍ତର ଭାବେ ଆହତ ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଭର୍ତି ହୋଇଛନ୍ତି ।ସୂଚନା ଅନୁଯାୟୀ ଆଜି…

ଶାବଳଭଙ୍ଗା ଗ୍ରାମ ରାସ୍ତା ଉପରେ ହାତୀ ପଲ; ଯାତାୟାତ ବାଧାପ୍ରାପ୍ତ

ଅନୁଗୋଳ (ଅଜିତ କୁମାର ଭୋଇ): (ଅଜିତ୍ କୁମାର ଭୋଇ) ବ୍ଲକ ସଦର ଥାନା ଅନ୍ତର୍ଗତ ଶାବଳଭଙ୍ଗା ଗ୍ରାମ ରାସ୍ତା ଉପରେ ମଙ୍ଗଳବାର ସକାଳ ସାତଟା ବେଳେ ହାତୀ ପଲ ଦେଖିବାକୁ ମିଳିଛି। ମିଳିଥିବା ଖବର ଅନୁସାରେ ଅନୁଗୋଳ ସଦର ଥାନା ଅନ୍ତର୍ଗତ…

ରାଜ୍ୟ ନିର୍ବାଚନ ଆୟୁକ୍ତଙ୍କ ଅନୁଗୋଳ ଜିଲ୍ଲା ଗସ୍ତ

ଅନୁଗୋଳ (ଅଜିତ କୁମାର ଭୋଇ): ଆଜି ପୂର୍ବାହ୍ନରେ ରାଜ୍ୟ ନିର୍ବାଚନ ଆୟୁକ୍ତ ଶ୍ରୀ ମଧୁସୁଦନ ପାଢୀ ଅନୁଗୋଳ ଜିଲ୍ଲା ଗସ୍ତରେ ଆସି ଆସନ୍ତା ତ୍ରି-ସ୍ତରୀୟ ପଞ୍ଚାୟତରାଜ ନିର୍ବାଚନ ସମ୍ପର୍କରେ ସର୍କିଟ ହାଉସ୍ ସମ୍ମିଳନୀ କକ୍ଷଠାରେ ସମୀକ୍ଷା କରିଥିଲେ । ଏହି ସମୟରେ…

ଗର୍ଭସ୍ଥ ଶିଶୁର ଲିଙ୍ଗ ନିରୁପଣ ସମ୍ପର୍କୀତ ଜିଲ୍ଲାସ୍ତରୀୟ ପରାମର୍ଶଦାତା କମିଟି ବୈଠକ

ଅନୁଗୋଳ (ଅଜିତ କୁମାର ଭୋଇ) : ଜିଲ୍ଲାରେ ଚାଲୁଥିବା ଅଲଟ୍ରାସାଉଣ୍ଡ କ୍ଲିନିକ ଗୁଡିକରେ ପି.ସି ଆଣ୍ଡ ପି.ଏନ.ଡି.ଟି ଆଇନର ସଠିକ କାର୍ଯ୍ୟକାରିତାକୁ ନେଇ ଆଜି ଅପରାହ୍ନରେ ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ୍ ଅଖତରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ…

ଜାତୀୟ ସ୍ତରର ପଲ୍ଲିଶ୍ରୀ ମେଳା ୨୦୨୫ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଅନୁଗୋଳ (ଅଜିତ କୁମାର ଭୋଇ): ଜାତୀୟ ସ୍ତରର ପଲ୍ଲିଶ୍ରୀ ମେଳା ୨୦୨୫ ନିମନ୍ତେ ପ୍ରସ୍ତୁତି ବୈଠକ ଆଜି ଅପରାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ୍ ଅଖତରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପ୍ରଶାସନ ଓ ଓରମାସ୍‌ର…

ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ

ଅନୁଗୋଳ ( ଅଜିତ୍ କୁମାର ଭୋଇ) : ଗଡସନ୍ତ୍ରୀସ୍ଥିତ ନେହେରୁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗଡ଼ସନ୍ତ୍ରୀ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଅଛି।ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟର ଅଧ୍ୟକ୍ଷ ସୌଦାମିନୀ ବଦୀୟ ଶୁଭାରମ୍ଭ କରିଥିଲେ। ଏହି ଶୋଭାଯାତ୍ରାରେ ବିଦ୍ୟାଳୟର ଅଧ୍ୟାପକ…

ମୁଖ୍ୟ ଜ଼ିଲ୍ଲା ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ

ଅନୁଗୁଳ (ଅଜିତ କୁମାର ଭୋଇ): ଆଜି ଜ଼ିଲ୍ଲା ତାଲିମ କେନ୍ଦ୍ରଠାରେ ମୁଖ୍ୟ ଜ଼ିଲ୍ଲା ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା: ମଦନ ମୋହନ ପ୍ରଧାନ ଙ୍କ ଅଧ୍ୟକ୍ଷତା ରେ ଜିଲ୍ଲା ସ୍ତରୀୟ ଔଷଧ ଓ ଯନ୍ତ୍ରପାତି ଯୋଗାଣ ପ୍ରକ୍ରିୟା ସମୀକ୍ଷା…

ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ଅନୁଗୋଳ (ଅଜିତ କୁମାର ଭୋଇ): ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ବଅଁରପାଳ ବ୍ଳକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଆରକ୍ଷୀ ଅଧୀକ୍ଷକ ରାହୁଳ ଜୈନ ଯୋଗ…

ଅନୁଗୋଳରେ ସୁଭଦ୍ରା ଯୋଜନାର ୩ୟ କିସ୍ତି ପ୍ରଦାନ

ଅନୁଗୋଳ (ଅଜିତ କୁମାର ଭୋଇ) : ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝି କୋରାପୁଟ ଜିଲ୍ଲାର ଜୟପୁର ଠାରେ ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ରାଜ୍ୟର କୋଟିଏରୁ ଊର୍ଦ୍ଧ୍ବ ହିତାକାରୀଙ୍କୁ ସୁଭଦ୍ରା ଯୋଜନାର ୩ୟ କିସ୍ତି ପ୍ରଦାନ କରିଛନ୍ତି…

error: Content is protected !!
Powered by Joinchat