ଅନୁଗୋଳ (ଅଜିତ କୁମାର ଭୋଇ): ଆଜି ପୂର୍ବାହ୍ନରେ ରାଜ୍ୟ ନିର୍ବାଚନ ଆୟୁକ୍ତ ଶ୍ରୀ ମଧୁସୁଦନ ପାଢୀ ଅନୁଗୋଳ ଜିଲ୍ଲା ଗସ୍ତରେ ଆସି ଆସନ୍ତା ତ୍ରି-ସ୍ତରୀୟ ପଞ୍ଚାୟତରାଜ ନିର୍ବାଚନ ସମ୍ପର୍କରେ ସର୍କିଟ ହାଉସ୍ ସମ୍ମିଳନୀ କକ୍ଷଠାରେ ସମୀକ୍ଷା କରିଥିଲେ । ଏହି ସମୟରେ…
Category: ଅନୁଗୁଳ
ଗର୍ଭସ୍ଥ ଶିଶୁର ଲିଙ୍ଗ ନିରୁପଣ ସମ୍ପର୍କୀତ ଜିଲ୍ଲାସ୍ତରୀୟ ପରାମର୍ଶଦାତା କମିଟି ବୈଠକ
ଅନୁଗୋଳ (ଅଜିତ କୁମାର ଭୋଇ) : ଜିଲ୍ଲାରେ ଚାଲୁଥିବା ଅଲଟ୍ରାସାଉଣ୍ଡ କ୍ଲିନିକ ଗୁଡିକରେ ପି.ସି ଆଣ୍ଡ ପି.ଏନ.ଡି.ଟି ଆଇନର ସଠିକ କାର୍ଯ୍ୟକାରିତାକୁ ନେଇ ଆଜି ଅପରାହ୍ନରେ ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ୍ ଅଖତରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ…
ଜାତୀୟ ସ୍ତରର ପଲ୍ଲିଶ୍ରୀ ମେଳା ୨୦୨୫ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ଅନୁଗୋଳ (ଅଜିତ କୁମାର ଭୋଇ): ଜାତୀୟ ସ୍ତରର ପଲ୍ଲିଶ୍ରୀ ମେଳା ୨୦୨୫ ନିମନ୍ତେ ପ୍ରସ୍ତୁତି ବୈଠକ ଆଜି ଅପରାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ୍ ଅଖତରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପ୍ରଶାସନ ଓ ଓରମାସ୍ର…
ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ
ଅନୁଗୋଳ ( ଅଜିତ୍ କୁମାର ଭୋଇ) : ଗଡସନ୍ତ୍ରୀସ୍ଥିତ ନେହେରୁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗଡ଼ସନ୍ତ୍ରୀ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଅଛି।ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟର ଅଧ୍ୟକ୍ଷ ସୌଦାମିନୀ ବଦୀୟ ଶୁଭାରମ୍ଭ କରିଥିଲେ। ଏହି ଶୋଭାଯାତ୍ରାରେ ବିଦ୍ୟାଳୟର ଅଧ୍ୟାପକ…
ମୁଖ୍ୟ ଜ଼ିଲ୍ଲା ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ
ଅନୁଗୁଳ (ଅଜିତ କୁମାର ଭୋଇ): ଆଜି ଜ଼ିଲ୍ଲା ତାଲିମ କେନ୍ଦ୍ରଠାରେ ମୁଖ୍ୟ ଜ଼ିଲ୍ଲା ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା: ମଦନ ମୋହନ ପ୍ରଧାନ ଙ୍କ ଅଧ୍ୟକ୍ଷତା ରେ ଜିଲ୍ଲା ସ୍ତରୀୟ ଔଷଧ ଓ ଯନ୍ତ୍ରପାତି ଯୋଗାଣ ପ୍ରକ୍ରିୟା ସମୀକ୍ଷା…
ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ
ଅନୁଗୋଳ (ଅଜିତ କୁମାର ଭୋଇ): ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ବଅଁରପାଳ ବ୍ଳକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଆରକ୍ଷୀ ଅଧୀକ୍ଷକ ରାହୁଳ ଜୈନ ଯୋଗ…
ଅନୁଗୋଳରେ ସୁଭଦ୍ରା ଯୋଜନାର ୩ୟ କିସ୍ତି ପ୍ରଦାନ
ଅନୁଗୋଳ (ଅଜିତ କୁମାର ଭୋଇ) : ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝି କୋରାପୁଟ ଜିଲ୍ଲାର ଜୟପୁର ଠାରେ ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ରାଜ୍ୟର କୋଟିଏରୁ ଊର୍ଦ୍ଧ୍ବ ହିତାକାରୀଙ୍କୁ ସୁଭଦ୍ରା ଯୋଜନାର ୩ୟ କିସ୍ତି ପ୍ରଦାନ କରିଛନ୍ତି…
ଓ.ପି ଜିନ୍ଦଲ ଫୁଟବଲ କପ୍ ଉଦଘାଟିତ: ଆଠମଲ୍ଲିକକୁ ହରାଇ ଝାରସୁଗୁଡ଼ା ବିଜୟୀ
ଅନୁଗୁଳ(ଅଜିତ କୁମାର ଭୋଇ) : ଉଦଘାଟନୀ ମୁକାବିଲାରେ ରୋମାଞ୍ଚକର ଲଢ଼େଇ । ଓ.ପି ଜିନ୍ଦଲ ଫୁଟବଲ ଟୁର୍ଣ୍ଣାମେଂଟର ଉଦଘାଟନୀ ମ୍ୟାଚରେ ଆଠମଲ୍ଲିକ ଦଳକୁ ପରାସ୍ତ କରି ଝାରସୁଗୁଡ଼ା ଦଳ ବିଜୟୀ ହୋଇଛି । ନିର୍ଦ୍ଧାରିତ ସମୟ ମଧ୍ୟରେ ଉଭୟ ଦଳ ଗୋଟିଏ…
ଶିକ୍ଷକ ପଦବୀ ପୂରଣ ଦାବିରେ ଅଭିଭାବକ ଓ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ
ଅନୁଗୋଳ (ଅଜିତ କୁମାର ଭୋଇ): ବ୍ଲକ ଅନ୍ତର୍ଗତ ପୋକତୁଙ୍ଗା ନୋଡ଼ାଲ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ପଦବୀ ପୂରଣ ଦାବିରେ ଆଜି ଶତାଧିକ ଛାତ୍ରଛାତ୍ରୀ ଏବଂ ଅଭିଭାବକଗଣ ବିଦ୍ୟାଳୟ ସମ୍ମୁଖରେ ବସି ଧାରଣା ଦେଇଥିଲେ ।ମୁଖ୍ୟତଃ ବିଦ୍ୟାଳୟରେ ନବମ ଓ ଦଶମ ଶ୍ରେଣୀ…
ଚନ୍ଦନକାଠ ଜବତ ୨ଗିରଫ
ଅନୁଗୋଳ/ତାଳଚେର(ଅଜିତ କୁମାର ଭୋଇ): ଗତ ଗୁରୁବାର ଦିନ ବିଶେଷ ସୂତ୍ରରୁ ତାଳଚେର ଟାଉନ ପୋଲିସ୍ ଖବର ପାଇ ସୁନା ଖଣି ଗ୍ରାମର ଭାଗିରଥି ମହାରଣା ଓ ତାଙ୍କ ପୁତ୍ର ପିଙ୍କୁ ମହାରଣା ଚନ୍ଦନକାଠ ଚୋରୀକରି ବେଆଉନଭାବେ ଘର ଭିତରେ ରଖିଥିଲେ ଓ…
