୬ଲକ୍ଷ, ୮୦ହଜାର ଟଙ୍କାର ହେରୋଇନ୍ ଜବତ

ଅନୁଗୋଳ (ଅଜିତ କୁମାର ଭୋଇ) : ତାଳଚେର ଟାଉନ ଥାନା ଠାରୁ ମାତ୍ର ୨କିମି ଦୂର ଗତକାଲି କୌଣସି ସୂତ୍ରରୁ ଖବର ପାଇ ତାଳଚେର ଅବକାରୀ ନିରୀକ୍ଷକ ଉମାକାନ୍ତ ସ୍ୱାଇଁଙ୍କ ନେତୃତ୍ୱରେ ଚଢ଼ାଉ କରାଯାଇ ତାଳଚେର ଅଙ୍ଗାରୁଆ ଶନିବାର ସାପ୍ତାହିକ ହାଟ…

ବଅଁରପାଳ ବ୍ଲକ୍ କାର୍ଯ୍ୟାଳୟ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ

ଅନୁଗୋଳ (ଅଜିତ କୁମାର ଭୋଇ) : ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ୍ କାର୍ଯ୍ୟାଳୟ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ବ୍ଲକ ଚେୟାରମ୍ୟାନ ବିଜୟ କୁମାର ନାଥ, ଜିଲ୍ଲା ପରିଷଦ ସଭ୍ୟା ମୀରା ଗଡ଼ନାୟକ, ଜିଲ୍ଲା…

ଅନଗୁଳ ଜିଲ୍ଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ୨୦୨୫ ମହସମାରୋହ ରେ ଅନୁଷ୍ଠିତ

ଅନଗୁଳ (ଅଜିତ କୁମାର ଭୋଇ): ଅନୁଗୋଳ ଜିଲ୍ଲା ବିଜୁ ମଇଦାନ ଠାରେ ଜିଲ୍ଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ୨୦୨୫ ମହସମାରୋହ ରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମରେ ମାନ୍ୟବର ଅନୁଗୋଳ ବିଧାୟକ ଶ୍ରୀ ପ୍ରତାପ ଚନ୍ଦ୍ର ପ୍ରଧାନ, ମାନ୍ୟବର ପାଳଲହଡା…

ଅନୁଗୋଳ ମହୋତ୍ସବ ନେଇ ସାମ୍ବାଦିକ ସମିଳନୀ ଅନୁଷ୍ଠିତ

ଅନୁଗୋଳ (ଅଜିତ କୁମାର ଭୋଇ) : ସର୍କିଟ ହାଉସ ସଭା କକ୍ଷରେ ଅନୁଗୋଳ ମହୋତ୍ସବ ନେଇ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଥିଲା। ଏହି ସାମ୍ବାଦିକ ସମ୍ମିଳନୀରେ ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରିତିମୟ ଯୋଗ ଦେଇ ମହୋତ୍ସବର ବିଭିନ୍ନ ପ୍ରସ୍ତୁତି…

ଉଦଘାଟନୀ ଉତ୍ସବରେ ମୂଖ୍ୟଅତିଥି ଭାବେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଅନଗୁଳ (ଅଜିତ କୁମାର ଭୋଇ) ଆଗାମୀ ଏପ୍ରିଲ୍ ୨୬ ତାରିଖ ରେ ଅନୁଗୁଳ ମହୋତ୍ସବ ର ଉଦଘାଟନୀ ଉତ୍ସବ ରେ ମୂଖ୍ୟଅତିଥି ଭାବେ ଯୋଗଦେବାକୁ ନେଇ ଓଡ଼ିଶାର ମାନ୍ଯବର ମୂଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଙ୍କୁ ଭୁବନେଶ୍ବର ଲୋକସେବା ଭବନରେ…

ଅନୁଗୁଳ ଜିଲ୍ଲା ସଂସ୍କୃତି ବିଭାଗ ଓ ଜିଲ୍ଲା ସଂସ୍କୃତି ପରିଷଦ ଆନୁକୂଲ୍ୟରେ ମଶାଲ ଶୋଭାଯାତ୍ର

ଅନୁଗୋଳ (ଅଜିତ କୁମାର ଭୋଇ) :ଚଳିତ ମାସ ୨୬ ତାରିଖରୁ ୨୮ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଜିଲ୍ଲା ମହୋତ୍ସବ ଆୟୋଜନ ହେବାକୁ ଥ‌ିବା ବେଳେ ଆଜି ଜିଲ୍ଲା ସଂସ୍କୃତି ବିଭାଗ ଓ ଜିଲ୍ଲା ସଂସ୍କୃତି ପରିଷଦର ପୌରହିତ ରେ ମହୋତ୍ସବ…

ତାଳଚେର ରାଜା ସାହେବ ଶ୍ରୀ ରାଜେନ୍ଦ୍ର ଚନ୍ଦ୍ର ବୀରବର ହରିଚନ୍ଦନ ଦେଵଙ୍କ ପରଲୋକ

ଅନୁଗୋଳ (ଅଜିତ କୁମାର ଭୋଇ) : ମା ହିଙ୍ଗୁଳାଙ୍କ ଆଦ୍ୟ ସେବକ ଓ ତାଳଚେର ରାଜା ତଥା ସମାଜସେବୀ ରାଜେନ୍ଦ୍ର ଚନ୍ଦ୍ର ବୀରବର ହରିଚନ୍ଦନ ଦେବଙ୍କ ସୋମବାର ଅପରାହ୍ଣରେ ପରଲୋକ ହୋଇଯାଇଛି। ରାୟପୁରର ଏକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ…

ଅନୁଗୋଳ ଠାରେ ଖେଲୋ ଇଣ୍ଡିଆ କେନ୍ଦ୍ର ଖୋ-ଖୋର ଶୁଭ ଉନ୍ମୋଚନ

ଅନୁଗୋଳ (ଅଜିତ କୁମାର ଭୋଇ) : ପିଏମ ଶ୍ରୀ ଅନୁଗୋଳ ସରକାରୀ ଉଚ୍ଚ ବିଦ୍ୟାଳୟ ଅନୁଗୋଳ ଠାରେ ଖେଲୋ ଇଣ୍ଡିଆ କେନ୍ଦ୍ର ଖୋ-ଖୋ ର ମାନ୍ୟବର କ୍ରୀଡ଼ାମନ୍ତ୍ରୀ ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ସୂରଜ ଙ୍କ ଦ୍ଵାରା ଶୁଭ ଉନ୍ମୋଚନ ଜିଲ୍ଲା କାର୍ଯ୍ୟାଳୟ ଠାରେ…

ବିଧାନସଭା ସ୍ତରୀୟ ସକ୍ରିୟ ସଦସ୍ୟ ସମ୍ମିଳନୀ ଅନୁଷ୍ଠିତ

ଅନୁଗୋଳ(ଅଜିତ କୁମାର ଭୋଇ) : ବିଧାନସଭା ସ୍ତରୀୟ ସକ୍ରିୟ ସଦସ୍ୟ ସମ୍ମିଳନୀରେ ଅନୁଗୁଳର ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ପ୍ରତାପ ଚନ୍ଦ୍ର ପ୍ରଧାନ ଅନୁଗୁଳ ଜିଲ୍ଲା ବିଜେପି ସଭାପତି ଶ୍ରୀଯୁକ୍ତ ଯଯାତି ପଟ୍ଟନାୟକ, ବିଜେପି ନେତା ଶ୍ରୀଯୁକ୍ତ ଦିଲୀପ ପ୍ରଧାନ ଓ ଅନ୍ୟ…

ଚଳିତ ମାସ ୨୬ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ ଅନୁଗୋଳ ଜିଲ୍ଲା ମହୋତ୍ସବ

ଅନୁଗୋଳ (ଅଜିତ କୁମାର ଭୋଇ) : ଚଳିତ ମାସ ୨୬ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଅନୁଗୋଳ ଷ୍ଟାଡିୟମ ଠାରେ ଜିଲ୍ଲା ମହୋତ୍ସବ ଆୟୋଜନ କରାଯିବ। ଜିଲ୍ଲା ମହୋତ୍ସବ ପୂର୍ବରୁ ମଶାଲ ଶୋଭାଯାତ୍ରା ଚଳିତ ମାସ ୨୨ତାରିଖରେ…

error: Content is protected !!