ବିଦ୍ୟୁତ୍ ସଂଯୋଗ ବିଚ୍ଛିନ୍ନ: ସପ୍ତାହେ ହେଲା ରିମୁଳି ଡାକଘରରେ ଡାକସେବା ଠପ୍

ଚମ୍ପୁଆ/କେନ୍ଦୁଝର ( ପ୍ରଦୀପ ମହାନ୍ତ) : ଚମ୍ପୁଆ ବ୍ଲକ ଅନ୍ତର୍ଗତ ରିମୁଳି ଡାକଘରରେ ଦୀର୍ଘ ଏକ ସପ୍ତାହରୁ ଅଧିକ ସମୟ ଧରି ବିଦ୍ୟୁତ୍ ସଂଯୋଗ ବିଚ୍ଛିନ୍ନ ରହିଥିବାରୁ ଡାକସେବା ବ୍ୟାହତ ହୋଇଛି। ଏହା ଯୋଗୁଁ ଡାକଘରକୁ ଆସୁଥିବା ଜନସାଧାରଣ ବିଭିନ୍ନ ସେବା…

ମା’ ଗ୍ରାମ୍ୟଶ୍ରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ

କେନ୍ଦୁଝର/ଚମ୍ପୁଆ (ପ୍ରଦୀପ ମହାନ୍ତ) : ଚମ୍ପୁଆ ଉପଖଣ୍ଡ ଅନ୍ତର୍ଗତ ନାରଦପୁରସ୍ଥିତ ମା’ ଗ୍ରାମ୍ୟଶ୍ରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ନୂତନ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଥମ ବାର୍ଷିକ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଆଜି ଆନନ୍ଦମୟ ପରିବେଶରେ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର ଅଧ୍ୟକ୍ଷ ସନ୍ତୋଷ କୁମାର…

ବାରହା ଉପଦ୍ରବରେ ବ୍ୟାପକ ଫସଲ କ୍ଷତି : କ୍ଷତିପୂରଣ ଦାବିରେ ବନବିଭାଗର ଦ୍ୱାରସ୍ଥ ଚାଷୀ

କେନ୍ଦୁଝର/ଚମ୍ପୁଆ (ପ୍ରଦୀପ କୁମାର ମହନ୍ତ) : ଚମ୍ପୁଆ ବନାଞ୍ଚଳରେ ହାତୀ ଉପଦ୍ରବ ପରେ ଏବେ ବାରହା ଉପଦ୍ରବ ଚାଷୀଙ୍କ ଚିନ୍ତା ବଢ଼ାଇଛି। ବାରହା ପଲ ଜଙ୍ଗଲରୁ ବାହାରି ଚାଷଜମିରେ ପଶି ବ୍ୟାପକ ଭାବେ ମକା ଓ କନ୍ଦମୂଳ ଫସଲ ନଷ୍ଟ କରୁଥିବାରୁ…

ବାରହା ଉପଦ୍ରବରେ ବ୍ୟାପକ ଫସଲ କ୍ଷତି : କ୍ଷତିପୂରଣ ଦାବିରେ ବନବିଭାଗର ଦ୍ୱାରସ୍ଥ ଚାଷୀ ।

କେନ୍ଦୁଝର/ଚମ୍ପୁଆ (ପ୍ରଦୀପ କୁମାର ମହନ୍ତ) : ଚମ୍ପୁଆ ବନାଞ୍ଚଳରେ ହାତୀ ଉପଦ୍ରବ ପରେ ଏବେ ବାରହା ଉପଦ୍ରବ ଚାଷୀଙ୍କ ଚିନ୍ତା ବଢ଼ାଇଛି। ବାରହା ପଲ ଜଙ୍ଗଲରୁ ବାହାରି ଚାଷଜମିରେ ପଶି ବ୍ୟାପକ ଭାବେ ମକା ଓ କନ୍ଦମୂଳ ଫସଲ ନଷ୍ଟ କରୁଥିବାରୁ…

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ବିଦ୍ୟାଳୟସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ

କେନ୍ଦୁଝର/ଚମ୍ପୁଆ (ପ୍ରଦୀପ କୁମାର ମହନ୍ତ) : ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରଠାରେ ବିଦ୍ୟାଳୟସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଅଛି । ଏହି ଅବସରରେମୁଖ୍ୟଅତିଥିଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଲୋକନାଥ ଗୁଇଁ ଯୋଗଦେଇ ଭାରତୀୟବୈଜ୍ଞାନିକମାନଙ୍କର ବିଜ୍ଞାନ କ୍ଷେତ୍ରରେ ଅବଦାନ ବିଷୟରେ…

ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟରେ ଅବ୍ୟବସ୍ଥା : କର୍ମଚାରୀଙ୍କ ଦାୟିତ୍ୱହୀନତାକୁ ନେଇ ଅସନ୍ତୋଷ

କେନ୍ଦୁଝର/ଚମ୍ପୁଆ (ପ୍ରଦୀପ କୁମାର ମହନ୍ତ): ଚମ୍ପୁଆ ସବଡିଭିଜନ ଡାକ୍ତରଖାନାରେ ରୋଗୀସେବା କ୍ଷେତ୍ରରେ ବ୍ୟାପକ ଅନିୟମିତତା ଏବଂ କର୍ମଚାରୀମାନଙ୍କ ଦାୟିତ୍ୱହୀନତା ଦିନକୁ ଦିନ ବୃଦ୍ଧି ପାଉଥିବା ଅଭିଯୋଗ ହୋଇଛି। ହସ୍ପିଟାଲର କିଛି ଏନ୍.ଏ.ଏମ. ଦିଦି, ସୁରକ୍ଷା କର୍ମୀ ଏବଂ ସଫେଇ କର୍ମଚାରୀଙ୍କ କାର୍ଯ୍ୟଶୈଳୀକୁ…

ଶ୍ରୀବଳଦେବ ଜୀଉଙ୍କ ଘୋଷଯାତ୍ରା ଅନୁଷ୍ଠିତ

କେନ୍ଦୁଝର/ଚମ୍ପୁଆ : (ପ୍ରଦୀପ ମହାନ୍ତ)ଚମ୍ପୁଆରେ ଶ୍ରୀବଳଦେବ ଜୀଉଙ୍କ ଘୋଷଯାତ୍ରା ଭକ୍ତିମୟ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ଭୋର ସକାଳୁ ଚତୁର୍ଦ୍ଧା ମୂର୍ତ୍ତିଙ୍କର ସମସ୍ତ ନୀତିକାନ୍ତି ସମ୍ପନ୍ନ ହୋଇଥିଲା । କମିଟି ପକ୍ଷରୁ ପୂର୍ବ ପ୍ରସ୍ତୁତି ଅନୁସାରେ ପଳସା ମାମୁଁ ଘରୁ…

ପୋଷାକ ବଣ୍ଟନରେ ଅନିୟମିତତା ଅଭିଯୋଗ

କେନ୍ଦୁଝର/ଚମ୍ପୁଆ (ପ୍ରଦୀପ ମହାନ୍ତ) : ଚମ୍ପୁଆ ବ୍ଲକରେ ପୋଷାକ ବିତରଣରେ ପୁଣି ଅନିୟମିତତା ହୋଇଥିବା ଘଟଣା ସାମ୍ନାକୁ ଆସିଛି । ଚଳିତ ବର୍ଷ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରଥମ ଶ୍ରେଣୀ ରୁ ଅଷ୍ଟମ ଶ୍ରେଣୀ ପ୍ରାଥମିକ ଶିକ୍ଷା ବର୍ଗରେ ସରକାରଙ୍କ ପକ୍ଷରୁ…

ଚମ୍ପୁଆରେ ଶିକ୍ଷକଙ୍କ ମନମାନୀ , ବିଦ୍ୟାଳୟ ପାଲଟିଛି ‘ଧର୍ମଶାଳା’

କେନ୍ଦୁଝର/ଚମ୍ପୁଆ (ପ୍ରଦୀପ କୁମାର ମହନ୍ତ) : କେନ୍ଦୁଝର ଜିଲ୍ଲା ଚମ୍ପୁଆ ଶିକ୍ଷାମଣ୍ଡଳ ଅଧୀନରେ ଥିବା ଅନେକ ବିଦ୍ୟାଳୟରେ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ମନମାନୀ ଚରମ ସୀମାରେ ପହଞ୍ଚିଛି। ବିଦ୍ୟାଳୟର ନିୟମିତ ସମୟ ସାରଣୀକୁ ବେଖାତିର କରି ଶିକ୍ଷକମାନେ ନିଜ ଇଚ୍ଛାରେ ଆସିବା…

ଚମ୍ପୁଆ ଚନ୍ଦ୍ରଶେଖର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସଫଳତା

କେନ୍ଦୁଝର/ଚମ୍ପୁଆ(ପ୍ରଦୀପ କୁମାର ମହନ୍ତ): +୨ ବିଜ୍ଞାନ ଓ କଳାରେ ଚନ୍ଦ୍ରଶେଖର ମହାବିଦ୍ୟାଳୟର ଛାତ୍ର ଛାତ୍ରୀ ବେଶ୍ ସଫଳତା ହାସଲ କରିଛନ୍ତି ।ଚଳିତ ବର୍ଷ +୨ କଳା କ୍ଷେତ୍ରରେ ମୋଟ୍ ୨୬୪ ପିଲା ପରୀକ୍ଷା ପ୍ରଦାନ କରିଥିଲେ । ସେଥି ମଧ୍ୟରୁ ପ୍ରଥମ…

Powered by Joinchat