କେନ୍ଦୁଝର/ଯୋଡ଼ା (ପ୍ରଦୀପ କୁମାର ମହନ୍ତ) : ଯୋଡ଼ା ପୌରପାଳିକା ଅନ୍ତର୍ଗତ ଯୋଡ଼ା ଥାନା ପାଖରେ ଅବସ୍ଥିତ ଏକ ଜନସେବା କେନ୍ଦ୍ରରେ ଗତ ରାତିରେ ଚୋରି ହୋଇଥିବା ନେଇ ସୂଚନା ମିଳିଛି। ସୂଚନା ଅନୁସାରେ କିଛି ଦୁବୃର୍ତ୍ତ ବିଗତ ରାତ୍ରୀ ସମୟରେ ଜନସେବା…
Category: କେନ୍ଦୁଝର
ଚମ୍ପୁଆରେ ଖାଦ୍ୟ ନିରାପତ୍ତା ଅଧିକାରୀଙ୍କ ଚଢାଉ
କେନ୍ଦୁଝର/ଚମ୍ପୁଆ (ପ୍ରଦୀପ ମହାନ୍ତ):ଚମ୍ପୁଆ ବିଜ୍ଞାପିତ ଅଞ୍ଚଳ ପରିଷଦଠାରେ ଆଜି କେନ୍ଦୁଝର ଖାଦ୍ୟ ନିରାପତ୍ତା ଅଧିକାରୀଙ୍କ ଏକ ମିଳିତ୍ତ ଚଢାଉ ଅନୁଷ୍ଠିତ ହୋଇଥିଲା । ଏଥିରେ ୧୨୫୦୦ଟଙ୍କା ଜୋରିମାନା ଆଦାୟ କରାଯାଇଥିଲା । କେନ୍ଦୁଝର ଖାଦ୍ୟ ନିରାପତ୍ତା ଅଧିକାରୀ ଜିତେନ୍ଦ୍ର କୁମାର ମହାନ୍ତ,…
ଚମ୍ପୁଆ ଶିଶୁ ବିଦ୍ୟାମନ୍ଦିରରେ ବାର୍ଷିକ ଉତ୍ସବ
କେନ୍ଦୁଝର/ଚମ୍ପୁଆ (ପ୍ରଦୀପ ମହାନ୍ତ): ଚମ୍ପୁଆ ସ୍ଥାନୀୟ ଶିଶୁ ବିଦ୍ୟାମନ୍ଦିରରେ ଆଜି ୪୧ତମ ବାର୍ଷିକ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ଚମ୍ପୁଆ ଉପଜିଲ୍ଲାପାଳ ଉମାକାନ୍ତ ପରିଡା, ସମ୍ମାନିତ ଅତିଥିଭାବେ ଉପଖଣ୍ଡ ଆରକ୍ଷୀ ଅଧିକାରୀ ରସ୍ମିରଞ୍ଜନ ସାହୁ,…
ଚମ୍ପୁଆରେ ଗଜସାଥି ଦକ୍ଷତା ବୣଦ୍ଧି ତାଲିମ ଶିବିର ଅନୁଷ୍ଠିତ।
କେନ୍ଦୁଝର/ଚମ୍ପୁଆ (ପ୍ରଦୀପ ମହାନ୍ତ):ଚମ୍ପୁଆ ବନାଞ୍ଚଳ ତରଫରୁ ଚମ୍ପୁଆ ଧରଣୀ ଧର ନଗର ଭବନ ଠାରେ ବନାଞ୍ଚଳ ସ୍ତରୀୟ ବନ ସୁରକ୍ଷା ସମିତି ସମନ୍ନୟ ବୈଠକ ଓ ଗଜସାଥି ଦକ୍ଷତା ବୣଦ୍ଧି ତାଲିମ ଶିବିର ଅନୁଷ୍ଠିତ ହେଇଯାଇଛି l ଚମ୍ପୁଆ ରେଞ୍ଜ ଅଧିକାରୀ…
ଚମ୍ପୁଆ କୋର୍ଟ ରେ ୪ର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ
କେନ୍ଦୁଝର/ଚମ୍ପୁଆ (ପ୍ରଦୀପ ମହାନ୍ତ) :ଚମ୍ପୁଆ କୋର୍ଟ ପରିସରରେ ତାଲୁକ୍ ଆଇନ୍ ସେବା କମିଟି ପକ୍ଷରୁ ୪ର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଅଛି। ତାଲୁକ୍ ଆଇନ୍ ସେବା କମିଟିର ଅଧ୍ୟକ୍ଷ ତଥା ଅତିରିକ୍ତ ଜିଲ୍ଲା ଦୌରାଜଜ୍ ପ୍ରଣୟ କୁମାର ଦାସଙ୍କ ଅଧ୍ୟକ୍ଷତାରେ…
ଚିମିଳାରେ ସାଂସଦ ଖେଳ ମହୋତ୍ସବ
କେନ୍ଦୁଝର/ଚମ୍ପୁଆ (ପ୍ରଦୀପ କୁମାର ମହନ୍ତ): ଚିମିଳା ଖେଳପଡିଆଠାରେ ଚମ୍ପୁଆ ନିର୍ବାଚନ କ୍ଷେତ୍ର ସ୍ତରୀୟ ସାଂସଦ ଖେଳ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ କେନ୍ଦୁଝର ସାଂସଦ ଅନନ୍ତ ଚରଣ ନାୟକ ଯୋଗଦାନ କରି ଖେଳକୁଦକୁ ଆନୁଷ୍ଠାନିକ ଭାବେ ଉଦଘାଟନ…
ଚମ୍ପୁଆ ଶିଶୁ ମନ୍ଦିରରେ ଜେଜେବାପା ଜେଜେମାଆ ସମ୍ମିଳନୀ ଅନୁଷ୍ଠିତ
ଚମ୍ପୁଆ(ପ୍ରଦୀପ ମହାନ୍ତ): ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରଠାରେ ଜେଜେବାପା ଜେଜେମାଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଅଛି । ଏହି ଅବସରରେ ମୁଖ୍ୟ ଅତିଥିଭାବେ ବିଦ୍ୟାଳୟ ପରିଚାଳନା ସମିତିର ଉପସଭାପତି ସୁରେଶ ଚନ୍ଦ୍ର ମହାନ୍ତ ଯୋଗଦେଇ ସମସ୍ତ ପ୍ରକାରର ଶିକ୍ଷା ଠାରୁ ଜେଜେବାପା…
ଅନ୍ତର୍ଜାତୀୟ ପାରା-ବ୍ୟାଡମିଣ୍ଟନ ଖେଳାଳିଙ୍କୁ ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ କିଟ୍ ପ୍ରଦାନ
କେନ୍ଦୁଝର/ବଡ଼ବିଲ (ସୀତାରାମ ଦୀକ୍ଷିତ): ଜିନ୍ଦଲ ଷ୍ଟିଲର ସାମାଜିକ ସଂସ୍ଥା ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ପାରା-ବ୍ୟାଡମିଣ୍ଟନ ଖେଳାଳି ଶ୍ରୀ ବିଭାସିନ୍ଧୁ ବାରିକଙ୍କୁ ବ୍ୟାଡମିଣ୍ଟନ କିଟ୍ ପ୍ରଦାନ କରାଯାଇଛି। ଯୋଡ଼ା ଖଣି ମଣ୍ଡଳର ଉପ ନିର୍ଦ୍ଦେଶକ ଶ୍ରୀ ଦୀନେଶ ଅଗ୍ରଓ୍ୱାଲ ଏହି କିଟ୍…
ବଡ଼ବିଲରେ ଅବୈଧ ନିର୍ମାଣ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ
କେନ୍ଦୁଝର/ବଡ଼ବିଲ(ସୀତାରାମ ଦୀକ୍ଷିତ): ବଡ଼ବିଲ ପୌରପାଳିକାରେ ଆଜି ପ୍ରଶାସନ ପକ୍ଷରୁ ଅବୈଧ ନିର୍ମାଣ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ହୋଇଛି। ସରକାରୀ ଜମି ଉପରେ ହୋଇଥିବା ଅବୈଧ ନିର୍ମାଣକୁ ଜେସିବି ଲଗାଇ ଭାଙ୍ଗି ଦିଆଯାଇଛି । ଏହି କାର୍ଯ୍ୟକ୍ରମ କେବଳ ଏକ-ଦୁଇ ଦିନର ପ୍ରକ୍ରିୟା…
ସପ୍ତଶକ୍ତି ସଙ୍ଗମ ଆୟୋଜନ
କେନ୍ଦୁଝର/ବଡ଼ବିଲ(ସୀତାରାମ ଦୀକ୍ଷିତ): ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର, ବଡବିଲବଡବିଲ, ତାରିଖ ୮ ନଭେମ୍ବର ୨୦୨୫ : ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର, ବଡବିଲରେ “ସପ୍ତଶକ୍ତି ସଙ୍ଗମ” ନାମକ ଅର୍ଥପୂର୍ଣ୍ଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଦିବା ୨ଘଣ୍ଟାରୁ ୫ଘଣ୍ଟା ପର୍ଯ୍ୟନ୍ତ ଚାଲିଥିବା ଏହି କାର୍ଯ୍ୟକ୍ରମରେ…
