ବିକଶିତ କୃଷି ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ର ଶୁଭାରମ୍ଭ

କେନ୍ଦୁଝର/ଚମ୍ପୁଆ (ପ୍ରଦୀପ ମହାନ୍ତ):ଚମ୍ପୁଆ ବ୍ଲକର ହୁଞ୍ଜପଶି ଓ ଚିମିଳା ଠାରେ ବିକଶିତ କୃଷି ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇ ଯାଇଛି। ହୁଞ୍ଜପଶି ଓ ଚିମିଳା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ ମଞ୍ଜୁଲତା ନାୟକ, ବ୍ଲକ…

ଚମ୍ପୁଆ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସହରୀ ୨.୦ ର ଶୁଭାରମ୍ଭ

କେନ୍ଦୁଝର/ଚମ୍ପୁଆ (ରିପୋର୍ଟ – ପ୍ରଦୀପ ମହାନ୍ତ) :ଚମ୍ପୁଆ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସହରୀ ୨.୦ ର ଶୁଭାରମ୍ଭ ନିମନ୍ତେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳା ଟିକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ର ଅଧ୍ୟକ୍ଷ…

କେନ୍ଦୁଝର ଜିଲ୍ଲା ମୁଖ୍ୟ ଡ଼ାକ୍ତରଖାନାରେ ବୟସ୍କ ଓ ଦିବ୍ୟାଙ୍ଗ ଔଷଧ ବିତରଣ କାଉଣ୍ଟର ବନ୍ଦ ହେଲା

କେନ୍ଦୁଝର (ଦଶରଥ ବାରିକ): କେନ୍ଦୁଝର ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଉପରେ ପଡୋଶୀ ଜିଲ୍ଲା ମାନଙ୍କର ଅନେକ ବ୍ଲକ୍ ଓ ଝାଡ଼ଖଣ୍ଡ ରାଜ୍ୟର ଲୋକେ ନିର୍ଭର କରନ୍ତି। ତେଣୁ ଏହି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସବୁବେଳେ ରୋଗୀ ଗହଳି ଲାଗି ରହିଥାଏ। କିନ୍ତୁ…

ପର୍ଶଳା ଠାରେ ଚବିଶ ପ୍ରହର ଅଖଣ୍ଡ ନାମଯଜ୍ଞ

କେନ୍ଦୁଝର/ଚମ୍ପୁଆ (ପ୍ରଦୀପ କୁମାର ମହାନ୍ତ):ଚମ୍ପୁଆ ବ୍ଲକ ଅନ୍ତର୍ଗତ ପର୍ଶଳା ଗ୍ରାମ ରେ ଚବିଶ ପ୍ରହର ନାମ ସଂକୀର୍ତ୍ତନ କମିଟି ଆନୁକୂଲ୍ୟ ରେ ଅନୁଷ୍ଠିତ ଚବିଶ ପ୍ରହର ଅଖଣ୍ଡ ନାମଯଜ୍ଞ ଆଜି ଉଦଯାପିତ ହୋଇଯାଇଛି। ଗତ ଗୁରୁବାର ଦିନ ନିକଟସ୍ଥ ଅରଡେଇ ନଦୀରୁ…

ଚୋରା ମଦ ବିକ୍ରି ଖବର ପ୍ରକାଶ କରିବାରୁ ଖବରଦାତାଙ୍କୁ ଆକ୍ରମଣ

କେନ୍ଦୁଝର/ପାଟଣା(ଦଶରଥ ବାରିକ): ଚୋରାମଦ ବିକ୍ରି କରୁଥିବା ଭାଇରାଲ ଭିଡିଓ କୁ ନେଇ ଖବର ପ୍ରକାଶ କରିଥିବାରୁ ଆମ ଖବର ଦାତାଙ୍କୁ ଆକ୍ରମଣ କରିଥିବା ପାଟଣା ଥାନାରେ ଅଭିଯୋଗ ହୋଇଛି।ଏଠାରେ ସୂଚନା ଥାଉକି ଗତ ଏପ୍ରିଲ ୧୨ ତାରିଖରେ ଏରେଣ୍ଡେଇର ବିଦ୍ୟୁତ ପ୍ରଭା…

ଓଡ଼ିଶା କନିଷ୍ଠ ବାଳିକା ଦଳରେ କେନ୍ଦୁଝରରୁ ୫ ଜଣ

କେନ୍ଦୁଝର (ସୀତାରାମ ଦୀକ୍ଷିତ) : ଚଳିତ ଏପ୍ରିଲ ୩୦ ରୁ ମେ ୫ ତାରିଖ ଯାଏ କର୍ଣ୍ଣାଟକର ଶ୍ରୀରଙ୍ଗାପାଟନମ ଠାରେ ହେବାକୁ ଥିବା ୩୯ ତମ ଜାତୀୟ କନିଷ୍ଠ ବାଳିକା ଚମ୍ପିଆନସିପରେ ଭାଗ ନେବାପାଇଁ ୨୭ ତାରିଖ ଓଡ଼ିଶା ଦଳ କର୍ଣ୍ଣାଟକ…

ଆନ୍ତଃ ବିଶ୍ଵବିଦ୍ୟାଳୟ କ୍ରୀଡ଼ା ପ୍ରତିଯୋଗିତାର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର(ସୀତାରାମ ଦୀକ୍ଷିତ) ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝରର ଧରଣୀଧର ବିଶ୍ୱବିଦ୍ୟାଳୟ ଠାରେ ଆୟୋଜିତ ହୋଇଥିବା ଆନ୍ତଃ ବିଶ୍ଵବିଦ୍ୟାଳୟ କ୍ରୀଡ଼ା ପ୍ରତିଯୋଗିତାକୁ ଉଦ୍‍ଘାଟନ କରିଛନ୍ତି। ଉଦଘାଟନୀ ଉତ୍ସବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ, ଧରଣୀଧର…

୩୯ ତମ ସବ ଜୁନିୟର ବାଳକ ହ୍ୟାଣ୍ଡବଲ ଚମ୍ପିୟାନସିପ ରେ ମୁଖ୍ୟମନ୍ତ୍ରୀ ଯୋଗ ଦେଲେ

କେନ୍ଦୁଝର (ସୀତାରାମ ଦୀକ୍ଷିତ): ଦିନିକିଆ କେନ୍ଦୁଝର ଜିଲ୍ଲା ଗସ୍ତରେ ଆସିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି | ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଠାରୁ ହେଲିକ୍ୟାପଟର ଯୋଗେ ଆସି ଦିନ ୧୦.୪୦ ଟା ମିନିଟ ସମୟରେ ରିଜର୍ଭ ପୋଲିସ ଗ୍ରାଉଣ୍ଡ ଠାରେ ପହଞ୍ଚି ସେଠାରୁ…

ରେଡ଼କ୍ରସ ପକ୍ଷରୁ ବିଶ୍ୱ ସ୍ୱାସ୍ଥ୍ୟ ଦିବସ

କେନ୍ଦୁଝର/ଯୋଡ଼ା (ସୀତାରାମ ଦୀକ୍ଷିତ) ଭାରତୀୟ ରେଡ଼କ୍ରସ ସଂସ୍ଥା କେନ୍ଦୁଝର ଶାଖା ପକ୍ଷରୁ ସରକାରୀ ନର୍ସି ତାଲିମ କେନ୍ଦ୍ର ସଭାଗୃହ ରେ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି, ଅତିରିକ୍ତ ଜିଲ୍ଲାପାଳ ରବୀନ୍ଦ୍ର କୁମାର ପ୍ରଧାନ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଉତ୍ତମ…

କେନ୍ଦୁଝରରେ ସହିଦ ରାଜକିଶୋର ମୁଣ୍ଡାଙ୍କ ଶେଷକୃତ୍ୟ ସମ୍ପନ୍ନ

କେନ୍ଦୁଝର(ସୀତାରାମ ଦୀକ୍ଷିତ) , ଅରୁଣାଞ୍ଚଳ ପ୍ରଦେଶ ତାୱାଙ୍ଗ ଠାରେ ବିହାର ରେଜିମେଣ୍ଟର ଷଷ୍ଠ ବାଟାଲିୟନର ହାବିଲଦାର କେନ୍ଦୁଝର ସଦର ବ୍ଲକ ନୂଆଗାଁର ବୀର ପୁଅ ରାଜକିଶୋର ମୁଣ୍ଡା କର୍ତ୍ତବ୍ୟ ସମ୍ପାଦନ କରୁଥିବା ବେଳେ ଗତ ୨୯ ମାର୍ଚ୍ଚ ଦିନ ବୀରଗତି ପ୍ରାପ୍ତ…

error: Content is protected !!