ଅନୁଗୋଳ (ଅଜିତ କୁମାର ଭୋଇ): ନେତାମନ୍ତ୍ରୀ ସମାଜସେବାରେ ନିୟୋଜିତ ହୋଇ ୫ବର୍ଷ ବିତେଇବା ପରେ ସେମାନେ ଲକ୍ଷାଧିକ ଟଙ୍କା ଦରମା ସହିତ ମୋଟାଅଙ୍କର ପେନସନ୍ ପାଇ ଆସୁଥିବା ବେଳେ ଶିକ୍ଷକ, ଶିକ୍ଷୟତ୍ରୀ ଦୀର୍ଘବର୍ଷ ବିଦ୍ୟାଳୟରେ ପାଠପଢ଼ାଇବା ଠାରୁ ଆରମ୍ଭ କରି ମଧ୍ୟାହ୍ନ…
Category: ରାଜ୍ୟ
ଏସୀୟ ଜୁନିଅର ଉସୁ ଚାମ୍ପିଅନସିପରେ ଜିନ୍ଦଲ ସ୍ପୋର୍ଟସ ହଷ୍ଟେଲର ଶ୍ୱେତାଙ୍କୁ ବ୍ରୋଞ୍ଜ
କେନ୍ଦୁଝର/ଯୋଡ଼ା(ସୀତାରାମ ଦୀକ୍ଷିତ) : ଚୀନରେ ଆୟୋଜିତ ଦ୍ୱାଦଶ ଏସୀୟ ଜୁନିଅର ଉସୁ ଚାମ୍ପିଅନସିପରେ ଚମତ୍କାର ପ୍ରଦର୍ଶନ କରିବା ସହ ୪୮ କେଜି ବର୍ଗରେ ବ୍ରୋଞ୍ଜ ପଦକ ଜିତି ଜିନ୍ଦଲ ସ୍ପୋର୍ଟସ ହଷ୍ଟେଲର ଶ୍ୱେତାରାଣୀ ମହାନ୍ତ ଦେଶ ପାଇଁ ଗୌରବ ଆଣିଛନ୍ତି। ଏହି…
ହାଇସ୍କୁଲ ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ) : ବୁଗୁଡା ବ୍ଲକ ଖୋଳଖାଳି ପଞ୍ଚାୟତ ଅନ୍ତର୍ଗତ ତାଳସାକର ମହାମାୟୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନୋଜ କୁମାର ଶତପଥୀ ଅବସର ଗ୍ରହଣ କରିଥିବା ବେଳେ ବିଦ୍ୟାଳୟ ପକ୍ଷରୁ ଶ୍ରୀ ଶତପଥୀଙ୍କୁ ଭବ୍ୟ ଅବସରକାଳୀନ ସମ୍ବର୍ଦ୍ଧନା…
ରାକ୍ଷୀପୂର୍ଣ୍ଣିମା ପାଇଁ ବୁଗୁଡ଼ା ଚଳଚଞ୍ଚଳ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଆଗକୁ ଆସୁଛି ରାକ୍ଷୀ ପୂର୍ଣ୍ଣିମା । ପ୍ରଭୁ ବଳଦେବ ଜିଉଙ୍କର ଜନ୍ମଦିନ ଶ୍ରାବଣ ପୂର୍ଣ୍ଣିମାରେ ପାଳନ ହେଉଥିବା ରକ୍ଷାବନ୍ଧନ ଉତ୍ସବ ଭାଇ-ଭଉଣୀଙ୍କ ମଧ୍ୟରେ ସ୍ନେହର ବନ୍ଧନକୁ ଆହୁରି ନିବିଡ଼ କରିଥାଏ । ରାକ୍ଷୀ ପୂର୍ଣ୍ଣିମା ଦିନ ଭଉଣୀମାନେ…
ତହଁକ ସାହିତ୍ୟ ସଂସଦ ଏବଂ ୠମୁକୁ ଝୁମାନା ଅନୁଷ୍ଠାନର ଝଁକେର କବିତା ଉତ୍ସବ ଅନୁଷ୍ଠିତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସେଲେଡି ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ଠାରେ ତହଁକ୍ ସାହିତ୍ୟ ସଂସଦ ଏବଂ ରୁମକୁଝୁମାନା ଅନୁଷ୍ଠାନର ମିଳିତ ଆନୁକୂଲ୍ୟରେ ଝଁକେର୍ କବିତା ଉଛବ୍ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କବି…
୬ ଜଣ କ୍ରୀଡା ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ) : ସ୍ଥାନୀୟ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧିନସ୍ଥ ବିଭିନ୍ନ ହାଇସ୍କୁଲର ଅବସରପ୍ରାପ୍ତ ୬ ଜଣ କ୍ରୀଡା ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ ଉତ୍ସବ ପଙ୍କଳବାଡି ଗ୍ରାମସ୍ଥ ଆର.ଏ.ହାଇସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୁଗୁଡା ବ୍ଲକ ଶାରୀରିକ…
ବରିଷ୍ଠ ସାମ୍ବାଦିକ ରାଜ କୁମାର ମାହାଣା ଙ୍କ ବିୟୋଗ ରେ ଶ୍ରଦ୍ଧାଞ୍ଜଳୀ ସଭା ଅନୁଷ୍ଟିତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ଅଜଣା ଗାଡି ଧକ୍କାରେ ଅକାଳ ବିୟୋଗ ଘଟିଥିବା ତରଭା ର ପ୍ରମେୟ ପ୍ରତିନିଧି ତଥା ସୁବର୍ଣ୍ଣପୁର ଜିଲ୍ଲା ର ବରିଷ୍ଠ ସାମ୍ୱାଦିକ ରାଜ କୁମାର ମାହାଣା ଙ୍କ ସ୍ମୁତି ଉଦ୍ଦେଶ୍ୟରେ ସୋନପୁର ଜିଲ୍ଲା ଶାହା ଗେଷ୍ଟ୍…
ଅଜଣା ଗାଡି ଧକ୍କାରେ ତରଭାର ବରିଷ୍ଠ ସାମ୍ବାଦିକ ରାଜ କୁମାର ମାହାଣାଙ୍କ ବିୟୋଗ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ଆଜି ସକାଳ ଭୋର ୫.୩୦ ମି ରେ ଖବର କାଗଜ ବିତରଣ ବେଳେ ଏକ ଅଜଣା ଗାଡ଼ି ଧକ୍କାରେ ସୁବର୍ଣ୍ଣପୁର ଜିଲ୍ଲା ର ତରଭା ବ୍ଲକ ର ବରିଷ୍ଠ ସାମ୍ବାଦିକ (ପ୍ରମେୟ ପ୍ରତିନିଧି )…
ଅନଗୁଳ ମାଟିର ଝିଅ ପ୍ରିୟଙ୍କା ପ୍ରିୟଦର୍ଶିନୀ ସାମଲଙ୍କୁ ଡକ୍ଟର ଅଫ୍ ଫିଲୋସଫି ଡିଗ୍ରୀ ପ୍ରାପ୍ତ
ଅନୁଗୋଳ (ଅଜିତ କୁମାର ଭୋଇ) ଝାଡ଼ଖଣ୍ଡ ରାଜ୍ୟର ମନାତୁ ଅଞ୍ଚଳରେ ଅବସ୍ଥିତ ସେଣ୍ଟ୍ରାଲ ୟୁନିଭର୍ସିଟି ଅଫ୍ ଝାରଖଣ୍ଡ (C.U.J) ର ରସାୟନ ବିଜ୍ଞାନ ବିଭାଗର ଗବେଷଣାଛାତ୍ରୀ ପ୍ରିୟଙ୍କା ପ୍ରିୟଦର୍ଶିନୀ ସାମଲ ସଫଳତା ସହିତ ତାଙ୍କର ଗବେଷଣାକାର୍ଯ୍ୟ ସମାପ୍ତ କରି ଡକ୍ଟର ଅଫ୍…
ବଅଁରପାଳ ଡିଗ୍ରୀ ମହାବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ
ଅନୁଗୋଳ(ଅଜିତ କୁମାର ଭୋଇ): ଜିଲ୍ଲା ବଅଁରପାଳ ବ୍ଲକ୍ ନିକଟରେ ଥିବା ପିଏସଏସଜେ ସ୍ନାତକ ମହାବିଦ୍ୟାଳୟ ର ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରମୋଦ କୁମାର ବେହେରାଙ୍କ ସଭାପତିତ୍ଵ ରେ Internal Complaint Committee ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଚେୟାରପର୍ସନ ଭାବେ ଅଧ୍ୟାପିକା…
