ବୁଗୁଡ଼ା/ଗଞ୍ଜାମ (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବାଲିପଦର ଆଞ୍ଚଳିକ ବିଜ୍ଞାନ ମହାବିଦ୍ୟାଳୟ ଯୁବ ରେଡ଼କ୍ରସ ତରଫରୁ ଓଡ଼ିଆ ପକ୍ଷ ପାଳନ ଅବସରରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି l ଆଞ୍ଚଳିକ ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟ ଅଧ୍ୟକ୍ଷ ଗୋପୀନାଥ ମହାନ୍ତି…
Category: ରାଜ୍ୟ
ପୂର୍ବତନ କଂଗ୍ରେସ ସାଂସଦ ଶ୍ରୀକାନ୍ତ ଜେନାଙ୍କୁ ଭେଟିଲେ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ
ଭୁବନେଶ୍ୱର(ସମୀର ରଞ୍ଜନ ନାୟକ) :ଦ୍ବନ୍ଦ୍ବ ଦୂର କଲେ ଶ୍ରୀକାନ୍ତ ଜେନା । କହିଲେ କଂଗ୍ରେସରେ ଅଛି, ଆଉ ରହିବି । ସମାଜବାଦୀ ପାର୍ଟିରେ ମିଶିବା ନେଇ ଚର୍ଚ୍ଚା ଭୁଲ କଥା । ଅଖିଳେଶ ଯାଦବଙ୍କ ସହ ସାକ୍ଷାତ ଆଲୋଚନା ପରେ ସ୍ପଷ୍ଟ…
ରୋଡ୍ ସଂଯୋଗୀକରଣରେ ୧ ନମ୍ବର ହେବ ଓଡ଼ିଶା-ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ
ଭୁବନେଶ୍ୱର (ସମୀର ରଞ୍ଜନ ନାୟକ): ରୋଡ଼ ସଂଯୋଗୀକରଣରେ ଏକ ନମ୍ବର ହେବ ଓଡ଼ିଶା । ଗୁରୁବାର କେନ୍ଦ୍ର ସଡ଼କ, ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କର ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି । ଏ ନେଇ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ…
ଦ୍ରୁତ ଗତିରେ ପ୍ରସ୍ତୁତି ଚାଲିଛି ପଞ୍ଚ ଠାକୁରାଣୀ ଯାତ୍ରା
ବୁଗୁଡ଼ା/ଗଞ୍ଜାମ (ସୋରେନ କୁମାର ପ୍ରଧାନ): ଚଳିତ ମାସ ୨୫ତାରିଖ ଠାରୁ ମଇ ମାସ ୧୧ତାରିଖ ଯାଏଁ ଦୀର୍ଘ ୧୭ଦିନ ବ୍ୟାପି ହେବାକୁ ଥିବା ମା” ପଞ୍ଚଠାକୁରାଣୀ ଯାତ୍ରା ଉପଲକ୍ଷେ ବୁଗୁଡ଼ା ବଡଦାଣ୍ଡ ଠାରେ ଅସ୍ଥାୟୀ ପୂଜା ମଣ୍ଡପ ଦ୍ରୁତ ଗତିରେ ନିର୍ମାଣ…
୧୫ ବର୍ଷ ରୁ କମ୍ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ୍ ଚମ୍ପିଅନସିପ -୨୦୨୫
ସୁବର୍ଣ୍ଣପୁର(ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଗାନ୍ଧୀ ଷ୍ଟାଡିୟମରେ ୧୫ ବର୍ଷରୁ କମ୍ ମୁଖ୍ୟମନ୍ତ୍ରୀ ଟ୍ରଫି ଇଣ୍ଟର କ୍ଳବ୍ ଜିଲ୍ଲା ସ୍ତରୀୟ ଫୁଟବଲ୍ ଚମ୍ପିଅନସିପ ୨୦୨୫ ର ଫାଇନାଲ ଖେଳ ଅନୁଷ୍ଟିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଲା କ୍ରିଡ଼ା ସଂଘ, ଫୁଟବଲ୍ ଆସୋସିଏସନ୍…
ବୁଗୁଡା ରେ ଆୟୁସ୍ମାନ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ):ଆଜି ସାରା ରାଜ୍ୟରେ ଭର୍ଚୁଆଲ ଆପ୍ ମାଧ୍ୟମରେ ଆୟୁସ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କରିଥିବା ବେଳେ ପ୍ରତେକ ବ୍ଳକର ଉପ ସ୍ବାସ୍ଥ୍ୟ କେନ୍ଦ୍ର ଗୁଡିକ ରେ…
ଗଞ୍ଜାମ ପ୍ରସିଦ୍ଧ ଦଣ୍ଡ ଯାତ୍ରା ଉଦଯାପିତ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ବ୍ଲକର ବିଭିନ୍ନ ଗ୍ରାମରେ ଦଣ୍ଡଯାତ୍ରା, ପଣା ସଂକ୍ରାନ୍ତି ଓ ଓଡିଆ ନବବର୍ଷ ବହୁ ଆଡ଼ମ୍ବର ସହକାରେ ପାଳିତ ହୋଇଯାଇଛି l ଏହାସହ ଶେଷ ହୋଇଯାଇଛି ଦୀର୍ଘ ୨୧ଦିନ ଧରି ଚାଲିଥିବା ପ୍ରସିଦ୍ଧ ଦଣ୍ଡଯାତ୍ରା l ଏଥିସହ…
ଓଡିଆ ପକ୍ଷ ପାଳନ ସହ ଓଡ଼ିଆ ନବ ବର୍ଷକୁ ସ୍ୱାଗତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ଓଡିଆ ପକ୍ଷ ପାଳନ ଅବସରରେ ଆଜି ସୁବର୍ଣ୍ଣପୁର ନିଉ ଟାଉନ୍ ହଲ୍ ଠାରେ ପାରମ୍ପରିକ ଓଡ଼ିଆ ପିଠା ପଣା, ଝୋଟି, ମୁରୁଜ, ଚିତା ପ୍ରତିଯୋଗିତ ଅନୁଷ୍ଠିତ ସହ ଓଡ଼ିଆ ନବ ବର୍ଷ ପାଳନ ନିମନ୍ତେ ଏକ…
ଗୋଧନେଶ୍ଵର ଶୈବପୀଠରେ ମେରୁ ଯାତ୍ରା ଉଦଯାପିତ : ପ୍ରଚଣ୍ଡ ଖରାରେ ହେଲା ମାଁଙ୍କ ଆରାଧନା
ସୁବର୍ଣ୍ଣପୁର ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡର ଜଟେସିଂହା ପଞ୍ଚାୟତ ଅନ୍ତର୍ଗତ ମହାନଦୀ କୂଳରେ ଅବସ୍ଥିତ ପ୍ରସିଦ୍ଧ ଶୈବପୀଠ ବାବା ଗୋଧନେଶ୍ଵରଙ୍କ ଦଣ୍ଡ ଯାତ୍ରା (ମେରୁ) ଉଦଯାପିତ ହୋଇଯାଇଛି। ଏଥିରେ ଶତାଧିକ ପୁରୁଷ ବ୍ରତ ଧାରି ସାମିଲ ହୋଇଥିବା…
ନାରାୟଣୀଙ୍କ ପୀଠରେ ବିଶ୍ଵଶାନ୍ତି ପାଇଁ ଚଣ୍ଡୀ ଯଜ୍ଞ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ଦ୍ଵିତୀୟ ବାରାଣସୀ ଭାବରେ ଖ୍ୟାତ ସୁବର୍ଣ୍ଣପୁର ସହର ର ରାୟଗୁରୁ ପଡ଼ାରେ ଅବସ୍ଥିତ ମା’ନାରାୟଣୀଙ୍କ ପୀଠରେ ଚୈତ୍ର ଶୁକ୍ଳପକ୍ଷ ପ୍ରତିପଦ ଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ ୧୫ଦିନ ଧରି ବିଶେଷ ପୂଜାର୍ଚ୍ଚନା ସହ ପୂର୍ଣ୍ଣମୀ ଦିନ ସନ୍ଧ୍ୟାରେ…
