ସ୍ନାନ ପୁର୍ଣିମା ଓ ରଥଯାତ୍ରା ସମୀକ୍ଷା ବୈଠକ

ପୁରୀ :ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ପରିଚାଳନା ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ହେଇଛି । ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ, ଆଇନ ମନ୍ତ୍ରୀ, ମୁଖ୍ୟ ଶାସନ ଶଚିବ, ଡିଜିପି, ବରିଷ୍ଠ ଅଧିକାରୀ ଉପସ୍ଥିତଥିଲେ । ମହାପ୍ରଭୁଙ୍କ…

ଚଳିତ ବର୍ଷ ଶ୍ରୀଗୁଣ୍ଡିଚା ଯାତ୍ରା ୨ ଦିନ

ପୁରୀ :ପ୍ରତିବର୍ଷ ୧୫ ଦିନ ଅଣସରରେ ରହିଥାନ୍ତି ମହାପ୍ରଭୁ କିନ୍ତୁ ଚଳିତ ବର୍ଷ ୧୩ ଦିନ ଅଣସରରେ ରହିବେ ଶ୍ରୀଜିଉ । ୫୩ ବର୍ଷ ପରେ ଚଳିତ ଥର ୧୩ ଦିନ ପଡୁଛି ଅଣସର ନୀତି ।ଯେଉଁଦିନ ନେତ୍ରୋତ୍ସବ, ସେହିଦିନ ନବଯୌବନ…

ରାଜ୍ୟ ମନ୍ତ୍ରୀମଣ୍ଡଳରେ କାହାକୁ ମିଳିଲା କେଉଁ ବିଭାଗ

ଭୁବନେଶ୍ୱର:ସବୁ କଳ୍ପନା ଜଳ୍ପନା ର ଅନ୍ତ ଘଟାଇ ମନ୍ତ୍ରୀ ମାନଙ୍କ ବିଭାଗ ବଣ୍ଟନ କରାଯାଇଛି।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁପାରିଶ କ୍ରମେ ରାଜ୍ୟପାଳ ରଘୁବର ଦାସ ମନ୍ତ୍ରୀମାନଙ୍କୁ ବିଭିନ୍ନ ବିଭାଗ ବଣ୍ଟନ କରିଛନ୍ତି ।ଶପଥ ନେବାର ୪ ଦିନ ପରେ ରାଜ୍ୟରେ…

ଛତିଶାନିଯୋଗ ବୈଠକରେ ନିର୍ଧାରିତ ହେଲା ସ୍ନାନପୁର୍ଣିମା ନୀତିକାନ୍ତି

ପୁରୀ :ଆସନ୍ତା ଜୁନ ୨୨ରେ ଅନୁଷ୍ଠିତ ହେବ ଦେବସ୍ନାନପୂଣ୍ଣିର୍ମା । ସ୍ନାନ୍ନ ପୂର୍ଣ୍ଣିମା ନୀତିକାନ୍ତି କିଭଳି ସୁରୁଖୁରୁରେ ହେବ ଶ୍ରୀମନ୍ଦିର ଛତିଶାନିଯୋଗ ବୈଠକରେ ହୋଇଛି ଆଲୋଚନା। ଶୁକ୍ରବାର ଅନୁଷ୍ଠିତ ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକରେ ଏହି ନୀତିକାନ୍ତି ଉପରେ ମୋହର ଲାଗିଛି…

ଇଭିଏମ ପୁନଃ ଯାଞ୍ଚ ପାଇଁ ଆବେଦନ କଲେ ଝାରସୁଗୁଡା ବିଜେଡି ପ୍ରାର୍ଥୀ ଦୀପାଳି ଦାସ

ଭୁବନେଶ୍ୱର :ସରକାର ବଦଳିବା ସହିତ କ୍ଷମତା ହସ୍ତାନ୍ତର ହୋଇସାରିଛି କିନ୍ତୁ ସରିନି ବିବାଦ। ଏବେ ମଧ୍ୟ ନିର୍ବାଚନକୁ ନେଇ ବିବାଦ ଚାଲିଛି। ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ୧୩୩୩ ଖଣ୍ଡ ଭୋଟ୍‌ ବ୍ୟବଧାନରେ ପରାଜିତ ହୋଇଛନ୍ତି। ଇତିମଧ୍ୟରେ ଦୀପାଳି…

ଚିଲିକା ମଝିରେ କୋଡିଏ ରୁ ଉର୍ଦ୍ଧ ଯାତ୍ରୀଙ୍କୁ ନେଇ ଯାଉଥିବା ଡ଼ଙ୍ଗା ଅଟକିଲା

ପୁରୀ :ଚିଲିକା ମଝିରେ ଡ଼ଙ୍ଗା ବୁଢ଼ୀବା ହେଉ କିମ୍ବା ଡ଼ଙ୍ଗା ଅଟକି ବା ବାରମ୍ବାର ଏହି ଦୃଶ୍ୟ ଦେଖିବାକୁ ମିଳୁଛି l ପୁଣି ଏକ ଘଟଣା ସାମ୍ନାକୁ ଆସିଛି l ମିଳିଥିବା ସୂଚନା ମୁତାବକ l ଚିଲିକା ମଝିରେ ପୁଣି ଅଟକିଲା…

ଗ୍ରୀଷ୍ମ ଛୁଟି ପରେ ଆସନ୍ତା ୧୮ ତାରିଖରୁ ସ୍କୁଲ ଖୋଲିବାକୁ ଯାଉଛି।

ଭୁବନେଶ୍ୱର: ସ୍କୁଲ ଖୋଲିବାର ପ୍ରଥମ ଦିନରୁ ମିଳିବ ମଧ୍ୟାହ୍ନ ଭୋଜନ । ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତର ପିଲାଙ୍କୁ ମଧ୍ୟାହ୍ନ ଭୋଜନ ପାଇଁ ସମସ୍ତ ଡିଇଓଙ୍କୁ ପିଏମ୍ ପୋଷଣ ରାଜ୍ୟ ନୋଡାଲ ଅଧିକାରୀଙ୍କ ନିର୍ଦ୍ଦେଶ ରହିଛି । ଯେପରି କୌଣସି…

ଆଇନଶୃଙ୍ଖଳାକୁ ନେଇ ଡିଜିପି ଓ ଗୁଇନ୍ଦା ନିର୍ଦ୍ଦେଶକଙ୍କ ସହ ବୈଠକ କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ

ଭୁବନେଶ୍ୱର :ପୋଲିସ ଲୋକଙ୍କୁ ଉତ୍ତମ ବ୍ୟବହାର କରନ୍ତୁ । ଲୋକଙ୍କୁ ଗୁଣାତ୍ମକ ସେବା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେବା ସହ ରାଜ୍ୟର ଆଇନ ଶୃଙ୍ଖଳା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ରାଜ୍ୟ ଅତିଥିଭବନରେ ଓଡ଼ିଶାର ଆଇନଶୃଙ୍ଖଳା ବ୍ୟବସ୍ଥା ନେଇ…

ରଜ ଉପଲକ୍ଷେ ଉତ୍ସବ ମୁଖର ଗାଁ ଠୁ ସହର ପର୍ଯ୍ୟନ୍ତ

ପୁରୀ: ରଜ ଦୋଳି କଟମଟ, ମୋ ଭାଇ ମୁଣ୍ଡରେ ସୁନା ମୁକୁଟ । ଆଜି ପହିଲି ରଜ। ଗାଁଠୁ ସହର ଏନେଇ ଚାରିଆଡ଼େ ଉତ୍ସାହ। ସଜେଇ ହେଉଛନ୍ତି ଯୁବତୀ। ପୁରୀ ବିଭିନ୍ନ ଅଞ୍ଚଳରେ ସ୍ୱତନ୍ତ୍ର ଆୟୋଜନ। ପିଠାପଣା, ରଜପାନ ଆଉ ତା…

ପାନ ବୋଝେଇ ପିକଅପ୍ ଭ୍ୟାନ୍ ଓଲଟି ୨ ଜଣଙ୍କ ମୃତ୍ୟୁ ହେବା ସହ ୧୪ ଜଣ ଆହତ ହୋଇଛନ୍ତି

ପୁରୀ :ସଡ଼କ ଦୁର୍ଘଟଣା ଘଟି ଦୁଇ ଜଣଙ୍କ ମୃତ୍ୟୁ ହୋଇ ଥିବା ଖବର ଆମ ହସ୍ତଗ ହୋଇଛି ମିଳିଥିବା ଖବର ଅନୁଯାଇ ଆଜି ସକାଳୁ କାକଟପୁର ନୟାହାଟ ରୋଡ଼ ର ଜଗନ୍ନାଥ ପୁର ଛକରେ ଘଟିଛି ଏକା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

error: Content is protected !!