ଅନୁଗୋଳ (ଅଜିତ କୁମାର ଭୋଇ): ଆଜି ବି ମନରୁ ଲିଭିନି ସେଦିନର ସେହି କାଳ ରାତ୍ରୀ କରାଳ ରୂପ,ବାହାନଗା ଟ୍ରେନ ଟ୍ରାଜେଡି କୁ ବିତିଲା ଦୁଇ ବର୍ଷ।ସେହି ନିରୀହ ନିଷ୍ପାପ ଯାତ୍ରୀ ମାନଙ୍କ ପାଇଁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି।ମନେ ଆଜି ସେଦିନର ସେହି…
Category: ରାଜ୍ୟ
ବୁଗୁଡ଼ାରେ ୭ଟି ୟୁପିଏସକୁ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଘୋଷିତ
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ରାଜ୍ୟସରକାର ପକ୍ଷରୁ ବିଦ୍ୟାଳୟ ମାନଙ୍କରେ ପିଲାମାନଙ୍କ ଗୁଣାତ୍ମକ ଶୈକ୍ଷିକର ବୃଦ୍ଧି ନିମନ୍ତେ ବ୍ଲକ ସ୍ତରରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଭାବରେ କିଛି ବିଦ୍ୟାଳୟକୁ ଘୋଷଣା କରାଯାଇଛି । ଏଥିରେ ସ୍ଥାନୀୟ ବିଧାୟକ ତଥା…
ପ୍ରାତଃଭ୍ରମଣବେଳେ ମହିଳାଙ୍କଠୁ ଅଳଙ୍କାର ଲୁଟ୍ ଅଭିଯୋଗ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ସହର ଉପକଣ୍ଠସ୍ଥ ସ୍ବାଗତ ତୋରଣ ନିକଟରେ ପ୍ରାତଃଭ୍ରମଣରେ ଯାଇଥିବା ଜନୈକା ମହିଳାଙ୍କଠାରୁ ସୁନା ଅଳଙ୍କାର ଲୁଟ ଘଟଣା ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି । ଲୁଟର ଶିକାର ହୋଇଥିବା ମହିଳା ଜଣକ ହେଲେ ସ୍ଥାନୀୟ ଶକ୍ତିନଗର…
ସୁବର୍ଣ୍ଣପୁରରେ ସହରାଞ୍ଚଳ ସ୍ଵାସ୍ଥ୍ୟସେବା ଶିବିର ଅନୁଷ୍ଠିତ
ସୁବର୍ଣ୍ଣପୁର(ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ପୌରାଞ୍ଚଳ ଅଧିନସ୍ଥ ୱାର୍ଡ ନ ୧୨ ଥାନାପତି ପଡା ଅଙ୍ଗନୱାଡି କେନ୍ଦ୍ର ଠାରେ ସହରାଞ୍ଚଳ ସ୍ୱାସ୍ଥ୍ୟ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ସୋନପୁର ଆନୁକୂଲ୍ୟରେ ସନ୍ଧ୍ୟା ୪ଟା ରୁ ୭ ଟା ପର୍ଯ୍ୟନ୍ତ ଏକ ସ୍ୱାସ୍ଥ୍ୟ ସେବା…
ସୁବର୍ଣ୍ଣପୁର ଠାରେ ଗୋ ସେବା ପାଳନ କେନ୍ଦ୍ର ର ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) :ସୁବର୍ଣ୍ଣପୁର ଜିଲ୍ଲା କୁଲପଡା ଠାରେ ଗୋପାଳଜୀ ଗୋ ସେବା ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଗୋ ସେବା ପାଳନ କେନ୍ଦ୍ରର ଶୁଭ ଉଦଘାଟନ ହୋଇଯାଇଛି। ଏହାକୁ ସୁବର୍ଣ୍ଣପୁର ଜିଲ୍ଲାପାଳ ଅନ୍ୟା ଦାସ ଉଦଘାଟନ କରିବା ସହ ଟ୍ରଷ୍ଟ…
ପିପୁଲ୍ସ ହାଇସ୍କୁଲ ମାଟ୍ରିକ ଟପ୍ପରଙ୍କୁ ସମ୍ବର୍ଦ୍ଧନା ପ୍ରଦାନ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ପିପୁଲ୍ସ ହାଇସ୍କୁଲର ୧୯୭୨ ମାଟ୍ରିକ ବ୍ଯାଚ୍ ପ୍ରାକ୍ତନ ଛାତ୍ର ସଂଘ ପକ୍ଷରୁ ହାଇସ୍କୁଲ ପରିସରରେ ମେଧାବୀ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରାକ୍ତନ ଛାତ୍ର ସଂଘର କୈଳାସ ଚନ୍ଦ୍ର ଦାଶଙ୍କ ପୌରୋହିତ୍ଯରେ ଅନୁଷ୍ଠିତ ଉକ୍ତ…
ସୁବର୍ଣ୍ଣପୁର ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ ; ବାହାରିଲେ ୧୦୮ଭରି ସ୍ଵର୍ଣ୍ଣନାଗ ପ୍ରତିମା
ସୁବର୍ଣ୍ଣପୁର(ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁର ରେ ଆରମ୍ଭ ହେଲା ଶୀତଳ ଷଷ୍ଠୀ ଯାତ୍ରା। ଇଷ୍ଟଦେବ ସୁବର୍ଣ୍ଣମେରୁ ମହାପ୍ରଭୁଙ୍କ ବିବାହ ଉତ୍ସବ ଆଜିଠାରୁ ଆରମ୍ଭ ହୋଇଥିବା ବେଳେ ୩୦ ତାରିଖ ରାତିରେ ମହାପ୍ରଭୁ ସୁବର୍ଣ୍ଣମେରୁ ଓ ମାତା ପାର୍ବତୀଙ୍କ ବିବାହ ଉତ୍ସବ…
ଜିଲ୍ଲା ଏଡସ୍ ନିୟନ୍ତ୍ରଣ କମିଟି ବୈଠକ ଅନୁଷ୍ଠିତ
ଅନୁଗୋଳ (ଅଜିତ କୁମାର ଭୋଇ) : ଆଜି ଅପରାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠ ଠାରେ ଜିଲ୍ଲା ଏଡସ୍ ନିୟନ୍ତ୍ରଣ କମିଟି ବୈଠକ ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ୍ ଅଖତରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାରେ ଏଚ୍ ଆଇ ଭି…
ଶିକ୍ଷା ସଚେତନ ପାଇଁ ବୁଗୁଡ଼ା ବିଇଓଙ୍କ ଅଭିନବ ପ୍ରୟାସ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ଗ୍ରୀଷ୍ମ କାଳୀନ ଅବକାଶରେ ଶିକ୍ଷା କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବା ଦିଗରେ ସ୍ଥାନୀୟ ଗୋଷ୍ଠୀ ଶିକ୍ଷାଧିକାରୀ ଚିନ୍ମୟ ମହାପାତ୍ରଙ୍କ ଅଭିନବ ପ୍ରୟାସ ପ୍ରଶଂସନୀୟ ହୋଇପାରିଛି । ବୁଗୁଡ଼ା ବ୍ଲକ ଅଧୀନସ୍ଥ ବାଲିପଦର ଅଞ୍ଚଳର ବିଭିନ୍ନ ଗ୍ରାମାକୁ ବିଇଓ…
ଧାନ ଅମଳ ବେଳେ ଦାଉ ସାଧିଲା କାଳବୈଶାଖୀ ବର୍ଷା,ଚାଷୀ କ୍ଷତିଗ୍ରସ୍ତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) ଦୁନିଆକୁ ଆହର ଯୋଗାଉଥିବା ଚାଷୀ ମୁଣ୍ଡରେ ଚଡ଼କ ପଶିଛି।ଠିକ ଅମଳ ବେଳେ ଦାଉ ସାଜିଛି କାଳବୈଶାଖୀ ବର୍ଷା ।ପ୍ରାକୃତିକ ବିପର୍ଯ୍ୟୟରେ ସମ୍ଭୁଖିନ ଚାଷୀ ଏଥର ଚାଷରେ ଭଲ ଉତ୍ପାଦନ କରିବାର ଆଶାନେଇ ଦିନରାତି ହାଡ଼ଭଙ୍ଗା ପରିଶ୍ରମ…
