ଯୁବ ନେତା ଇଂ ମନୋଜ ସେଠୀ ବିଜେପି ଜିଲ୍ଲା କୃଷକ ମୋର୍ଚା ସଂଯୋଜକ ନିଯୁକ୍ତ

ମୟୁରଭଞ୍ଜ (ରିପୋର୍ଟ -ଜିତେନ୍ଦ୍ର ରାଜ) : କରଞ୍ଜିଆର ବାମନାଶାଳ ଠାରେ ବିଜେପି ପଶ୍ଚିମ ମୟୁରଭଞ୍ଜ ସାଙ୍ଗଠନିକ ଜିଲ୍ଲା କୃଷକ ମୋର୍ଚା ର ସଭ୍ୟ ସଂଗ୍ରହ ଅଭିଯାନ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି ଜିଲ୍ଲା କୃଷକ ମୋର୍ଚା ଜିଲ୍ଲା ସଭାପତି ଙ୍କ ସଭାପତିତ୍ୱ ରେ…

ବାଣପୁର ଅଞ୍ଚଳରେ ଠକେଇ ଶହେରୁ ଉର୍ଦ୍ଧ ମହିଳା ଥାନା ଦ୍ୱାରସ୍ଥ

ଭୁବନେଶ୍ୱର (ରିପୋର୍ଟ – ସମୀର ରଞ୍ଜନ ନାୟକ ):ସରକରି ଲୋନ କରାଇଦେବା କହି ମହିଳାଙ୍କଟଙ୍କା ଆତ୍ମାସାତ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିବା ଖବର ମିଳିଛି l ମିଳିଥିବା ଖବର ଅନୁଯାଇ ଖୋର୍ଦ୍ଧା ଜିଲ୍ଲା ଅଧିନସ୍ଥ ନାଚୁଣୀ ଥାନା ଅନ୍ତର୍ଗତ ବେଲଡିହ…

ସୁବର୍ଣ୍ଣପୁର ପୈାରପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ପାଳିତ

ସୁବର୍ଣ୍ଣପୁର (ରିପୋର୍ଟ -ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁର ପୈାରପରିଷଦ ପକ୍ଷରୁ ନିଖିଳ ଭାରତ ସ୍ବାୟତ୍ତ ଶାସନ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଭୋର ସମୟରେ ରାମଧୁନ ପରିବେଷଣ ହେବା ସହ ସହରରେ ବିଭିନ୍ନ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ମାନଙ୍କୁ ମାଲ୍ୟାର୍ପଣ କରାଯାଇଥିଲା।ଏଥିସହିତ…

ଭିଜିଲାନ୍ସ ଜାଲରେ ବ୍ଲକ ଶିକ୍ଷା ଅଧିକାରୀ

ଭୁବନେଶ୍ୱର (ରିପୋର୍ଟ – ସମୀର ରଞ୍ଜନ ନାୟକ ) ::ଭିଜିଲାନ୍ସ ଜାଲ ରେ ଜଣେ ବ୍ଲକ ଶିକ୍ଷାଅଧି କାରୀ ପଡ଼ିଥିବା ସୂଚନା ମିଳିଛି ସୂଚନା ମୁତାବକ ଗଞ୍ଜାମ ଜିଲ୍ଲା ବ୍ଲକ ଶିକ୍ଷା ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି…

ଚକିଟି ଦେଶୀ ମଦ ଘଟଣାରେ ଆଉ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର ( ରିପୋର୍ଟ- ସମୀର ରଞ୍ଜନ ନାୟକ ) : ଚିକଟି ବିଷାକ୍ତ ଦେଶୀ ମନ୍ଦ ମୃତ୍ୟୁ ଘଟଣା ରେ ଆଉ ଜଣେ ମୃତ୍ୟୁ ବରଣ କରି ଥିବା ଖବର ମିଳିଛି ମିଳିଥିବା ଖବର ଅନୁଯାଇ ଗଞ୍ଜାମ ଜିଲ୍ଲା ର ଚିକିଟି…

ସ୍ୱାୟତ୍ତ ଶାସନ ଦିବସ ଅବସରରେ ୨୮୬ ଜଣଙ୍କୁ ଜମି ପଟ୍ଟା ବଣ୍ଟନ

ପୁରୀ (ରିପୋର୍ଟ -ସମୀର ରଞ୍ଜନ ନାୟକ ): ସ୍ୱାୟତ୍ତ ଶାସନ ଦିବସ ଅବସରରେ ପୁରୀ ପୌର ପରିଷଦ ପକ୍ଷରୁ ୨୮୬ ଜଣ ବସ୍ତି ବାସିନ୍ଦାଙ୍କୁ ଜମି ପଟ୍ଟା ବଣ୍ଟନ କରାଯାଇଛି।ପୁରୀ ଲୋକସଭା ସାଂସଦ ଡା ସମ୍ବିତ ପାତ୍ର ମୁଖ୍ୟ ଅତିଥି ଭାବେ…

ପହଣ୍ଡି ଅଘଟଣର ପ୍ରତିକାର ପୂଜା କରିବେ ରାଜ୍ୟ ସରକାର ସୂଚନା ଦେଲେ ଆଇନ ମନ୍ତ୍ରୀ

ଭୂବନେଶ୍ୱର (ରିପୋର୍ଟ – ସମୀର ରଞ୍ଜନ ନାୟକ ):ପୁରୀ ଚଳିତ ବର୍ଷ ରଥଯାତ୍ରା ସମୟରେ ଆଡ଼ପ ପହଡି ସମୟ ରେ ବଡ଼ଠାକୁର ପଡ଼ିଯିବା ଘଟଣା ର ପ୍ରତିକାର ପାଇଁ ରାଜ୍ୟ ସରକାର ପୂଜା କରିବେ ବୋଲି ଆଇନ ମନ୍ତ୍ରୀ ସୂଚନା ଦେଇଛନ୍ତି…

ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ ଓ ଅନ୍ୟାନ୍ୟ ଦାବି ନେଇ ଏସ୍.ୟୁ.କେ ଶାଖାର ଦାବିପତ୍ର

ସୁବର୍ଣ୍ଣପୁର (ରିପୋର୍ଟ-ଶାନ୍ତନୁ କୁମାର କର୍ଣ୍ଣ) : ଷ୍ଟେଟ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟସ୍ (ଏସ୍‌ୟୁକେ) ର ଆହ୍ୱାନ କ୍ରମେ ସୁବର୍ଣ୍ଣପୁର ଜିଲ୍ଲା ସାମ୍ବାଦିକ ସଂଘ ତରଫରୁ ସାମ୍ବାଦିକମାନଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ୭ ଦଫା ଦାବି ପତ୍ର ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲପାଳ…

ସୁବର୍ଣ୍ଣପୁର ଜିଲ୍ଲାରେ ପ୍ରାଣୀ ସମ୍ପଦ ବିଭାଗ ଦ୍ୱାରା ଜିଲ୍ଲା ସ୍ତରୀୟ ପ୍ରାଣୀ ଗଣନା ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର (ରିପୋର୍ଟ-ଶାନ୍ତନୁ କୁମାର କର୍ଣ୍ଣ): ଆସନ୍ତା ସେପ୍ଟେମ୍ବର ୧ ତାରିଖରୁ ପ୍ରାଣୀ ସମ୍ପଦ ବିଭାଗ ତରଫରୁ ପ୍ରାଣୀଙ୍କ ପ୍ରଜାତି ସହିତ ପ୍ରାଣୀଙ୍କ ସଂଖ୍ୟା ଓ ପରିବାର ର ଆର୍ଥିକ ସ୍ଥିତି ସମ୍ପର୍କରେ ଗଣନା ସାରା ରାଜ୍ୟରେ ଆରମ୍ଭ ହେବାକୁ ଯାଉଛି। ଏହା…

ହକିର ଯାଦୁଗର ମେଜର ଧ୍ୟାନ ଚାନ୍ଦଙ୍କ ୧୨୦ତମ ଜୟନ୍ତୀ ଦିବସ ପାଳିତ

ପୁରୀ (ରିପୋର୍ଟ -ସମୀର ରଞ୍ଜନ ନାୟକ) : ସ୍ୱର୍ଗଦ୍ୱାର ସ୍ଥିତ ସୁଖଲତା ସ୍ମୃତି ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ତା ୨୯.୦୮.୨୦୨୪ରିଖ ଗୁରୁବାର ଦିନ ହକିର ଯାଦୁଗର ମେଜର ଧ୍ୟାନ ଚାନ୍ଦଙ୍କ ୧୨୦ତମ ଜୟନ୍ତୀ ଦିବସ ଉପଲକ୍ଷେ ପାଳିତ ହେଉ ଥିବା…

error: Content is protected !!
Powered by Joinchat