ପୁରୀ (ଜିତେନ୍ଦ୍ର କୁମାର ସାବୁତ): ଶରଧାବାଲି ଠେଲାପେଲାରେ ୩ ଭକ୍ତଙ୍କ ମୃତ୍ୟୁ ଘଟଣାରେ ଏବେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ସରକାର । ବଦଳିଲେ ପୁରୀ ଜିଲ୍ଲାପାଳ ଓ ଏସ୍ପି । ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କ ସ୍ଥାନରେ ନୂଆ ଜିଲ୍ଲାପାଳ…
Category: ରାଜ୍ୟ
ବରିଷ୍ଟ ନାଗରିକ ସଙ୍ଘ ପକ୍ଷରୁ ନିଃଶୁଳ୍କ ସ୍ବାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଓ ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟ ଆନୁକୂଲ୍ୟରେ ଆଜି ସକାଳ ୧୦ ଘଣ୍ଟା ସମୟରେ ଏକ ନିଃଶୁଳ୍କ ସ୍ବାସ୍ଥ୍ୟ ସେବା ଶିବିର ସହିତ…
ରଥ ନିର୍ମାଣ କାର୍ଯ୍ୟ ଜୋରଦାର
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ଆସନ୍ତା ୨୭ତାରିଖ ଶୁକ୍ରବାର ହେବାକୁ ଥିବା ପବିତ୍ର ଗୁଣ୍ଡିଚା ଯାତ୍ରା ଉପଲକ୍ଷେ ବୁଗୁଡ଼ା ବଡଦାଣ୍ଡ ସ୍ଥିତ ରଥ ଖଳାରେ ରଥ ନିର୍ମାଣ କାର୍ଯ୍ୟ ଜୋରସୋରରେ ଚାଲିଥିବା ଦେଖିବାକୁ ମିଳିଛି l ବର୍ତ୍ତମାନ ସୁଦ୍ଧା ରଥର ଚକ…
ଜିଲ୍ଲା ସ୍ତରୀୟ ବିଶ୍ଵ ସିକିଲ ସେଲ ସଚେତନତା ଦିବସ ପାଳିତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଜ଼ିଲ୍ଲା ତାଲିମ କେନ୍ଦ୍ର ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ବିଶ୍ଵ ସିକିଲ ସେଲ ସଚେତନତା ଦିବସ-୨୦୨୫ ଜିଲ୍ଲା ଜନ ସ୍ଵାସ୍ଥ୍ୟ ଅଧିକାରି ସୁବର୍ଣ୍ଣପୁର ଡ଼ା ମନୋଜ କୁମାର ଅଦlବର…
ବିପର୍ଯ୍ୟୟ ପ୍ରଶମନ ନିମନ୍ତେ ଟେବୁଲ ଟପ୍ ଅଭ୍ୟାସ
ରାୟଗଡ଼(ଗୋପୀନାଥ ଗୌଡ଼): ରାୟଗଡ଼ ଜିଲ୍ଲା ବିପର୍ଯ୍ଯୟ ପରିଚାଳନା ଅଧିକାରୀଙ୍କ ତରଫରୁ ଜିଲ୍ଲା ସ୍ତରୀୟ ବିପର୍ଯ୍ୟୟର ସୁପରିଚାଳନା ନିମନ୍ତେ ଟେବୁଲ ଟପ୍ ଅଭ୍ୟାସ ଶିବିର ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ ବୁଧବାର ଦିବା ଦଶ ଘଟିକା ସମୟରେ ଅନୁଷ୍ଠିତ ହୋଇ ଯାଇଛି।ଏଥିରେ ଅତିରିକ୍ତ ଜିଲ୍ଳାପାଳ…
ବୁଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦରେ ବିକାଶ ମେଳା
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ବିରଞ୍ଚିନାରାୟଣ କଲ୍ୟାଣ ମଣ୍ଡପ ଠାରେ ଆଜି ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ବିକାଶ ମେଳା ଅନୁଷ୍ଠିତ ହୋଇଯାଇଛି। ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ବିଭୂତି ଭୂଷଣ ବେହେରାଙ୍କ ପ୍ରତ୍ୟେକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ…
ଆଇନସେବା ପ୍ରାଧିକରଣ ଦ୍ୱାରା ଜାତୀୟ ବୃଦ୍ଧ ଅତ୍ୟାଚାର ବିରୋଧୀ ସଚେତନତା ଦିବସ ପାଳିତ
ରାୟଗଡା (ଗୋପୀନାଥ ଗୌଡ଼): ଓଡିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ, କଟକ ନିର୍ଦ୍ଦେଶ କ୍ରମେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲ୍ଳା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀ ଙ୍କ ପୌରହିତ୍ୟରେ…
ଲୋକଙ୍କ ନିକଟରେ ଯୋଜନା ସହ ବିକାଶ
ରାୟଗଡ଼ (ଗୋପୀନାଥ ଗୌଡ଼): ଯୋଜନା ସହ ବିକାଶର ବାହନ ଲୋକଙ୍କ ନିକଟରେ ପହଞ୍ଚିଲା। ରାୟଗଡ଼ ବ୍ଳକର କାମ୍ପ ମାଲିଗାଁ, କୁଲି ଓ ବଡ଼ ଆଲୁବାଡ଼ି ଗ୍ରାମ ପଞ୍ଚାୟତ ରେ ସୋମବାର ବିକାଶ ବାହନ ପହଁଞ୍ଚିଛି। ବାଜା, ତୁରୀ, ହୁଳହୁଳି ଓ ନାଚ…
ଗୁଣପୁରରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର
ରାୟଗଡ (ଗୋପୀନାଥ ଗୌଡ଼) : ତା.୧୬-୦୬-୨୦୨୫ରିଖ ଦିନ ଗୁଣପୁର ଉପ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହ ରେ ଜିଲ୍ଲାପାଳ, ରାୟଗଡ଼ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲାପାଳ ପାରୁଲ ପଟୱାରୀଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ଶିବିର…
ଶୋଷ ମେଣ୍ଟେଇବାକୁ ପାଣି ନାହିଁ, ପାଣି କିଣି ପିଇବାକୁ ବାଧ୍ୟ ହେଉଛନ୍ତି ଲୋକ।
ରାୟଗଡ଼ (ଗୋପୀନାଥ ଗୌଡ଼) :ଗ୍ରୀଷ୍ମ ଋତୁ ସରିବାକୁ ବସିଲାଣି, ଆଉ କିଛି ଦିନ ପରେ ମୌସୁମୀ ବର୍ଷା ହେବା ସମ୍ଭାବନା ରହିଛି ବୋଲି ପାଣି ପାଗ ବିଭାଗ ପକ୍ଷରୁ କୁହାଯାଇଛି। କିନ୍ତୁ ରାୟଗଡ଼ ସହର ଜନଗହଳି ସ୍ଥାନ ଗୁଡିକରେ ଶୋଷ ମେଣ୍ଟେଇବାକୁ…
