କେନ୍ଦୁଝର (ସୀତାରାମ ଦୀକ୍ଷିତ ): ଗୋଟିଏ ରାତିରେ ୩ କୋଟି ଭାଗ୍ୟ ବଦଳାଇ ଦେଲା କେନ୍ଦୁଝର ଜିଲ୍ଲାର ଚମ୍ପୁଆ ଥାନା ଅନ୍ତର୍ଗତ ଚମକପୁର କ୍ଷେତ୍ରର ରେଭେନସାପୁର ଗାଁର ୨୯ ବର୍ଷିୟ ଯୁବକ ଗୁରୁଚରଣ ଜମୁଦା, ରାତା ରାତି ଗୁରୁଚରଣଙ୍କ ଭାଗ୍ୟ ବଦଳି…
Category: ରାଜ୍ୟ
୧୫ ବର୍ଷ ରୁ କମ୍ ଇଣ୍ଟର କ୍ଲବ୍ ଫୁଟବଲ୍ ଚାମ୍ପିଅନସିପ ୨୦୨୫ ପାଇଁ ପ୍ରସ୍ତୁତି ଆରମ୍ଭ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ ):ଆସନ୍ତା ଏପ୍ରିଲ ୨ ତାରିଖ ରେ ସୁବର୍ଣ୍ଣପୁର ଗାନ୍ଧୀ ଷ୍ଟାଡିୟମ ରେ ହେବାକୁ ଥିବା ୧୫ ବର୍ଷ ରୁ କମ୍ ଇଣ୍ଟର କ୍ଳବ୍ ଜିଲ୍ଲା ସ୍ତରୀୟ ଫୁଟବଲ୍ ଚାମ୍ପିଅନସିପ ୨୦୨୫ ପାଇଁ ସୁବର୍ଣ୍ଣପୁର ଜିଲ୍ଲା କ୍ରିଡ଼ା…
ଆଦିତ୍ୟ ଆଲୁମିନା ରିଫାଇନାରୀର ତରଫରୁ ‘ଞ୍ୟାନବୃଦ୍ଧି ପାଠଶାଳା’ ଶୁଭାରମ୍ଭ
ରାୟଗଡ଼ା(ଗୋପୀନାଥ ଗୌଡ଼): ଆଦିତ୍ୟ ଅଲୁମିନା ରିଫାଇନରୀ, ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ଼, ଆଦିତ୍ୟ ବିର୍ଲା ଗ୍ରୁପର ଏକ ସହଯୋଗୀ କମ୍ପାନୀ, ଏହାର ପରିପାର୍ଶ୍ୱିକ ଅଞ୍ଚଳରେ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ ନିମନ୍ତେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛି।ଶୈଶବକୁ ସଶକ୍ତ ସକାଶେ ଆଦିତ୍ୟ ରିଫାଇନାରୀର…
ରାୟଗଡ଼ ସହର ମଧ୍ୟ ଦେଇ ୨୪ ଘଣ୍ଟା ଭାରି ଯାନ ଚଳାଚଳ ଚିନ୍ତାର କାରଣ।
ରାୟଗଡ଼(ଗୋପୀନାଥ ଗୌଡ଼): ରାୟଗଡ଼ ସହର ମଧ୍ୟ ଦେଇ ଦିନରାତି ୨୪ ଘଣ୍ଟା ଭାରି ଯାନ ଚଳାଚଳ ସାଧାରଣ ଲୋକଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ପ୍ରତ୍ୟେକ ଦିନ ରାୟଗଡ଼ ସହରକୁ ୧୦ ଗୋଟି ବ୍ଲକଏବଂ ଆଖପାଖ ଗ୍ରାମାଞ୍ଚଳରୁ ଲୋକେ ନିଜ ନିଜର…
ଆଗାମୀ ଦୁଇ ବର୍ଷ ମଧ୍ୟରେ ତୁଟିବ ଜଗନ୍ନାଥ ଜମି ବିବାଦ – ପୃଥ୍ୱୀରାଜ ହରିଚନ୍ଦନ
ଭୁବନେଶ୍ୱର (ସମୀର ରଞ୍ଜନ ନାୟକ) ତିନି ମାସ ମଧ୍ୟରେ ରାଜ୍ୟ ସରକାର ନୂଆ ୟୁନିଫର୍ମ ଲ୍ୟାଣ୍ଡ ପିଲିସି ଆଣିବାକୁ ଯାଉଛନ୍ତି। ଏନେଇ କ୍ୟାବିନେଟ ବୈଠକରେ ଦିଆଯିବ ଅନୁମୋଦନ। ରାଜ୍ୟବ୍ୟାପୀ ଜଗନ୍ନାଥଙ୍କ ଜମି ବିବାଦ ଦୁଇ ବର୍ଷ ମଧ୍ୟରେ ତୁଟିବ ବୋଲି ଗୃହରେ…
ପୋଚାଲୁଣ୍ଡି ଓ ଭାମଶ୍ୟାଳି ରେ ପ୍ରସିଦ୍ଧ ଦଣ୍ଡଯାତ୍ରା ଆରମ୍ଭ
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ) : ବୁଗୁଡା ବ୍ଳକ ଅନ୍ତର୍ଗତ ପୋଚାଲୁଣ୍ଡି ଏବଂ ଭାମଶ୍ୟାଳି ଗ୍ରାମରେ ପ୍ରସିଦ୍ଧ ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି । ଯାତ୍ରାର ପ୍ରଥମ ଦିନରେ ଦଣ୍ଡ ଉଠୁଥିବା କାଳୀ ମନ୍ଦିର ଗୁଡିକରେ ପାରମ୍ପରିକ ରୀତିନୀତି ପ୍ରକାରେ ସମସ୍ତ କାର୍ଯ୍ୟ…
ସାଂସ୍କୃତିକ ଓ ସମାଜିକ ଅନୁଷ୍ଠାନ ଭୂମିକା ତରଫରୁ ବିଶ୍ଵ ନାଟ୍ୟ ଦିବସ ପାଳିତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ବିଶ୍ଵ ନାଟ୍ୟ ଦିବସରେ ଅବସରରେ ଓଡ଼ିଶାର ଅଗ୍ରଣୀ ସାମାଜିକ ସାଂସ୍କୃତିକ ଅନୁଷ୍ଠାନ “ଭୂମିକା” ତରଫରୁ ଗ୍ରାମାଞ୍ଚଳର ନାଟ୍ୟ ପରମ୍ପରାକୁ ଉଜ୍ଜୀବିତ କରି ରଖିବା ପାଇଁ ସୁବର୍ଣ୍ଣପୁର ଜିଲ୍ଲାର ତରଭା ନିକଟସ୍ଥ ସରଗଜ ଗ୍ରାମରେ ବିଶ୍ୱ ନାଟ୍ୟ…
ଆଦର୍ଶ ସରକାରୀ ଉପ୍ରା ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳନ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ ସୋନପୁର ଆଦର୍ଶ ସରକାରୀ ଉ. ପ୍ରା ବିଦ୍ୟାଳୟ ଶିକ୍ଷା ବର୍ଷ ୨୦୨୪-୨୫ ର ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ ଯୋଗଦେଇ…
ବିଶ୍ଵହିନ୍ଦୁ ପରିଷଦର ବିଭାଗ ବୈଠକ।
ରାୟଗଡ଼(ଗୋପୀନାଥ ଗୌଡ଼): ସହରସ୍ଥିତ ସ୍ଵାମୀ ବିବେକାନନ୍ଦ ବିଦ୍ୟା ମନ୍ଦିର ସମ୍ମିଳନୀ କକ୍ଷରେ ବିଶ୍ବହିନ୍ଦୁ ପରିଷଦର ପଶ୍ଚିମ ପ୍ରାନ୍ତ ବିଭାଗ ବୈଠକ ଅନୁଷ୍ଠିତ ହୋଇଯାଇଅଛି।ଉକ୍ତ ବୈଠକରେ କେନ୍ଦ୍ରୀୟ ବେଦ ବିଦ୍ୟାଳୟ ପ୍ରମୁଖ ହରି ଶଙ୍କରଜୀ, ପଶ୍ଚିମ ପ୍ରାନ୍ତ ସଂପାଦକ ଭକ୍ତ ଚରଣ ସାହୂ,…
ସାମ୍ବାଦିକଙ୍କ ମାତୃ ବିୟୋଗ
ରାୟଗଡା (ଗୋପୀନାଥ ଗୌଡ଼) : ରାୟଗଡ଼ା ଜିଲ୍ଲାର କାର୍ଯ୍ୟରତ ସାମ୍ବାଦିକ ଦୀପକ ପୃଷ୍ଟିଙ୍କ ମା ସବିତା ପୃଷ୍ଟିଙ୍କ ଆଜି ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୫ବର୍ଷ ହୋଇଥିଲା । ଆଜି ସକାଳ ସାଢେ ୯ଟା ସମୟରେ ରାୟଗଡ଼ା ସ୍ଥିତ…
