ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ତରଫରୁ ବାଲ୍ୟ ବିବାହ ମୁକ୍ତ କାଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର (ସମୀର ରଞ୍ଜନ ନାୟକ ): କେନ୍ଦ୍ର ସରକାର ନୂଆଦିଲ୍ଲୀରେ ଦେଶବ୍ୟାପୀ ‘ବାଲ୍ୟ ବିବାହ ମୁକ୍ତ ଭାରତ’ ଅଭିଯାନ ଆରମ୍ଭ କରିଥିବା ବେଳେ ବାଲ୍ୟ ବିବାହ ବିରୋଧରେ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଓ ରୁଚିକା ସମାଜ ମଙ୍ଗଳ ସଂଗଠନର ମିଳିତ…

ଅସ୍ତରଙ୍ଗ ରେ କରତ କଳ ଉପରେ ଚଢ଼ାଉ

ପୁରୀ (ସମୀର ରଞ୍ଜନ ନାୟକ):ଅସ୍ତରଙ୍ଗ ରେ ଦୁଇଟି କରତ କଳ ଉପରେ ଚଢ଼ାଉ ହୋଇ ଥିବା ଖବର ଆମ ହସ୍ତଗ ହୋଇଛି ମିଳି ଥିବା ଖବର ଅନୁଯାଇ ପୁରୀ ଜିଲ୍ଲା ଅସ୍ତରଙ୍ଗର କୁହୁଡ଼ି ସିନେମା ଛକ ନିକଟରେ ବେଇଆଇନ ଭାବେ ଚାଲୁଥିବା…

ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ବ୍ଲକସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ

ଭୁବନେଶ୍ୱର/ପୁରୀ(ସମୀର ରଞ୍ଜନ ନାୟକ): ଓଡିଶା ରାଜ୍ୟ ମହିଳା ଆୟୋଗ ଦ୍ୱାରା ନିମାପଡା ଇନଣ୍ଡୋର ଷ୍ଟାଡିୟମ୍ ହଲରେ ଆୟୋଜିତ ବ୍ଲକ ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଯୋଗଦେଇଥିଲେ। ମହିଳା ମାନଙ୍କୁ ସେମାନଙ୍କ ଅଧିକାର ଏବଂ ସୁରକ୍ଷା ପାଇଁ…

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ଵାରା ମହୋଦଧି ଦିବସ ପୋଷ୍ଟର ଉନ୍ମୋଚିତ

ପୁରୀ (ସମୀର ରଞ୍ଜନ ନାୟକ): କେନ୍ଦ୍ରଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀସ୍ଥ ତାଙ୍କ ବାସଭବନ ଠାରେ ମହୋଦଧି ଦିବସ ର ଅଫିସିଆଲ୍ ପୋଷ୍ଟର ଉନ୍ମୋଚିତ କରିଛନ୍ତି | ପୁରୀ ସ୍ୱର୍ଣ୍ଣାଭ ବେଳାଭୂମି ଠାରେ ଡିସେମ୍ବର ୧୦ ରୁ ୧୨ ତାରିଖ ପର୍ଯ୍ୟନ୍ତ ମହୋଦଧି…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆନ୍ତଃ-ମନ୍ତ୍ରାଳୟ କେନ୍ଦ୍ରୀୟ ଟିମ୍

ଭୁବନେଶ୍ୱର (ସମୀର ରଞ୍ଜନ ନାୟକ) :ବାତ୍ୟା ‘ଦାନା’ର କ୍ଷୟକ୍ଷତି ଆକଳନ କରିବା ପାଇଁ ଆସିଥିବା ଆନ୍ତଃ-ମନ୍ତ୍ରାଳୟ କେନ୍ଦ୍ରୀୟ ଟିମ୍ ଆଜି ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଲୋଚନା କରିଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରାଳୟର ଯୁଗ୍ମ ସଚିବ ଶ୍ରୀ…

ପିପୁଲ୍ଲ କଲେଜରେ ଜାତୀୟ ସମ୍ବିଧାନ ଦିବସ ପାଳିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ପିପୁଲ୍ଲ କଲେଜର ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ଜାତୀୟ ସମ୍ବିଧାନ ଦିବସ ପାଳନ ସହ ଏକ ଆଲୋଚନା ଚକ୍ର ମଧ୍ୟ ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ହରିକୃଷ୍ଣ ନାୟକଙ୍କ ପୌରହିତ୍ୟରେ ଅନୁଷ୍ଠିତ ଉକ୍ତ…

ଡିଜି ସମ୍ମିଳନୀ ଆୟୋଜନ ସମ୍ପର୍କରେ କ୍ଷେତ୍ର ପରିଦର୍ଶନ କଲେ ଆଇନ ମନ୍ତ୍ରୀ

ଭୁବନେଶ୍ୱର (ସମୀର ରଞ୍ଜନ ନାୟକ ) : ଆସନ୍ତା ନଭେମ୍ବର ୨୯ ତାରିଖରେ ଡିଜି ସମ୍ମିଳନୀ ପାଇଁ ମାନନୀୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡ଼ିଶା ଗସ୍ତ ପରିପ୍ରେକ୍ଷୀରେ ଆଜି ମାନ୍ୟବର ମନ୍ତ୍ରୀ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର…

ଧର୍ମପରାୟଣ ବ୍ୟକ୍ତି ଅଭିନ ଚନ୍ଦ୍ର ଦାଶ ପରଲୋକ ଶୋକ ଛାୟା ଖେଳିଯାଇଛି।

କେନ୍ଦୁଝର (ସୀତାରାମ ଦୀକ୍ଷିତ): କେନ୍ଦ୍ରାପଡ଼ା ଜିଲ୍ଲା କେଶପୁର ପଞ୍ଚାୟତ ଅଧିନ ଆରୁଆଁ ଗ୍ରାମର ଧର୍ମ ପରାୟଣ ବ୍ୟକ୍ତି ଅଭିନ ଚନ୍ଦ୍ର ଦାଶ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା । ବିଗତ କିଛି ମାସ ହେଲା…

ଚିଲିକାରେ ବିଦେଶୀ ପକ୍ଷୀଙ୍କ ସମ୍ଭାର

ପୁରୀ (ସମୀର ରଞ୍ଜନ ନାୟକ): ଶୀତ ପ୍ରଭାବରେ ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ। ତେଣୁ ସୁରକ୍ଷା ବ୍ୟବସ୍ଥା କଡାକଡି କରିଛି ବନ ବିଭାଗ। ଚିଲିକା ବନଖଣ୍ଡ ବନାଞ୍ଚଳ ବାଲୁଗାଁ କାର୍ଯ୍ୟାଳୟ ତରଫରୁ ବିଭିନ୍ନ ରେଞ୍ଜରେ ପକ୍ଷୀ ସୁରକ୍ଷା ପଇଁ ୨୧ଟି ଟିମ…

ସହଯୋଗୀଙ୍କ ମୃତ୍ୟୁରେ ମ୍ରିୟମାଣ ମୁଖ୍ୟମନ୍ତ୍ରୀ, ଶେଷ ଦର୍ଶନ କଲେ

କେନ୍ଦୁଝର(ସୀତାରାମ ଦୀକ୍ଷିତ ): କେନ୍ଦୁଝର :ବିଜେପି କେନ୍ଦୁଝର ନଗରମଣ୍ଡଳର ବରିଷ୍ଠ କାର୍ଯ୍ୟକର୍ତ୍ତା ନିରଞ୍ଜନ ଶତପଥୀ(ନିରୁ)ଙ୍କର ରବିବାର ବିଳମ୍ବିତ ରାତିରେ ହୃଦଘାତ କାରଣରୁ ଅକାଳ ବିୟୋଗ ଘଟିଛି। ନିରଞ୍ଜନ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ରବିବାର ରାତିରେ ସେ ବସ୍‌ ଯୋଗେ କଟକ…

error: Content is protected !!