ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ଗୋ ମାତା ସେବା ସଂସ୍ଥା ଦ୍ଵାରା ବୁଗୁଡ଼ା ଥାନା ଏସ୍ଆଇ ସମୀର ସେଠୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି।ଏହି ସଭାରେ ମୁଖ୍ୟ ଅତିଥି ଭାବେ ବୁଗୁଡ଼ା ଏସ୍ଆଇ ସମୀର ସେଠୀ ସମ୍ମାନିତ ଅତିଥି…
Category: ରାଜ୍ୟ
୧୬ତମ ସର୍ବଭାରତୀୟ ରାମଧୁନ କପ : ଭୁବନେଶ୍ବର ଜଗା ୟୁନାଇଟେଡ ସେମିରେ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) :ସୁବର୍ଣ୍ଣପୁର ଗାନ୍ଧୀ ଷ୍ଟାଡିୟମ ଠାରେ ଚାଲିଥିବା ୧୬ତମ ସର୍ବ ଭାରତୀୟ ରାମଧୂନ କପ ଫୂଟବଲ ଚାମ୍ପିୟନ ସିପ -୨୦୨୫ ର ଆଜିର ଦ୍ଵିତୀୟ ମ୍ୟାଚ ବିହାର ଦଳ ଓ ଭୁବନେଶ୍ଵର ଜଗା ୟୁନାଇଟେଡ ମଧ୍ୟରେ ଅନୁଷ୍ଟିତ…
+୨ ବିଜ୍ଞାନ ପରୀକ୍ଷା ଆରମ୍ଭ , ୩ଟି କେନ୍ଦ୍ରରେ ୨୭୬ ପରୀକ୍ଷାର୍ଥୀ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ) : ଆଜି +୨ ବିଜ୍ଞାନ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ବୁଗୁଡ଼ା ଅଞ୍ଚଳର ୩ଟି ପରୀକ୍ଷା କେନ୍ଦ୍ରରେ ମୋଟ ୨୭୬ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ଜଣାଯାଇଛି । ବୁଗୁଡ଼ା ପିପୁଲ୍ସ କଲେଜ କେନ୍ଦ୍ରରେ ସୁପରିଟେଣ୍ଡେଣ୍ଟ୍…
ମରାଇପଲ୍ଲୀରେ ହନୁମନ୍ତ ଦେବଙ୍କ ବିଗ୍ରହ ପ୍ରତିଷ୍ଠା ଉତ୍ସବ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡା ବ୍ଲକ ଗୋଲିଆ ପଞ୍ଚାୟତ ଅନ୍ତର୍ଗତ ମରାଇପଲ୍ଲୀ ଗ୍ରାମରେ ପନ୍ଦର ଫୁଟ ଉଚ୍ଚତା ବିଶିଷ୍ଟ ହନୁମନ୍ତ ଦେବଙ୍କ ବିଗ୍ରହ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥି ସହ ଗ୍ରାମସ୍ଥ ବ୍ରାହ୍ମଣୀ ଦେବୀ ମନ୍ଦିର ଦ୍ଵାରଦେଶରେ…
ତୃତୀୟ ଲିପୁ ମେମୋରିଆଲ ଭେଟେରାନ୍ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ:ଏମସିଏଲ୍ ବୁର୍ଲା ବିଜୟୀ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ସୁରେଶ୍ଵରୀ ଫୁଟବଲ୍ ଏକାଡେମୀ ଦ୍ଵାରା ଆୟୋଜିତ ସୋନପୁର କଲେଜ ପଡିଆରେ ଆୟୋଜିତ ଏକଦିବସୀୟ ଅଲ୍ ଓଡ଼ିଶା ତୃତୀୟ ଭେଟେରାନ୍ ଫୁଟବଲ୍ ଟୂର୍ଣାମେଣ୍ଟ ଉଦଯାପିତ ହୋଇଯାଇଛି l ଏଥିରେ ଏମସିଏଲ୍ ବୁର୍ଲା ବିଜୟୀ ହୋଇ ଚାମ୍ପିୟାନ…
୧୬ତମ ସର୍ବଭାରତୀୟ ରାମ ଧୂନ୍ କ୍ଳବ୍ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ରାମଧୂନ କ୍ଲବ ସୁବର୍ଣ୍ଣପୁର ଆନୁକୂଲ୍ୟରେ ୧୬ତମ ସର୍ବ ଭାରତୀୟ ରାମଧୂନ କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ଉଦଘାଟିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଖେଳର ଉଦଘାଟନ…
ମହାପ୍ରଭୁଙ୍କ ଘୋଷଯାତ୍ରାକୁ ଜଗିବ ଏଆଇ କ୍ୟାମେରା
ପୁରୀ (ଜିତେନ୍ଦ୍ର କୁମାର ସାବୁତ) : ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଜଗିବ ଏଆଇ କ୍ୟାମେରା । ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିବା କହିଛନ୍ତି ଏସପି । ଟ୍ରାଫିକ୍ ଓ କ୍ରାଉଡ୍ ମ୍ୟାନେଜମେଣ୍ଟ ପାଇଁ ବଡ଼ଦାଣ୍ଡରେ ଲାଗିବ ଏଆଇ କ୍ୟାମେରା ।…
ବନାଞ୍ଚଳସ୍ତରୀୟ ଜଙ୍ଗଲ ନିଆଁ ନିବାରଣ ସଚେତନତା ଓ ଜଙ୍ଗଲ ନିଆଁ ନିର୍ବାପକ ଦଳଙ୍କୁ ତାଲିମ
ରାୟଗଡା (ଗୋପୀନାଥ ଗୌଡ଼): ରାୟଗଡା ବନାଞ୍ଚଳ ତରଫରୁ ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିବାରଣ ସଚେତନତା ଓ ଜଙ୍ଗଲ ନିଆଁ ନିର୍ବାପକ ଦଳ ଙ୍କୁ ତାଲିମ ଉପଲକ୍ଷେ ରାୟଗଡା ର ରୟତ କୋଲୋନୀ ନିକଟସ୍ଥ ଫୋରେଷ୍ଟ ପାର୍କ ଏକ କାର୍ଯକ୍ରମ ଅନୁଷ୍ଠିତ…
ଆଗେଇ ପାରୁନି ମଡେଲ ଖେଳ ପଡିଆ କାମ, କେବଳ ସୂଚନା ଫଳକରେ ସୀମିତ
କେନ୍ଦୁଝର/ଚମ୍ପୁଆ (ପ୍ରଦୀପ କୁମାର ମହାନ୍ତ) : ଗ୍ରାମାଞ୍ଚଳ ରେ କ୍ରୀଡାର ବିକାଶ ପାଇଁ ଯେlଜନା କରାଯାଉ ଥିବା ବେଳେ ପ୍ରଶାସନିକ ଅବହେଳା ପାଇଁ ଏହି ଯେlଜନା କାର୍ଯ୍ୟକାରି ହେଇପାରୁନଥିବା ଯେlଗୁ ଏହାକୁ ନେଇ ଅସନ୍ତୋଷ ଦେଖା ଦେଉଛିll ଖେlଦ ମୂଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ…
ଗୋପାଳପୁର ଆଶ୍ରମ ସ୍କୁଲରେ ଜୈବ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
ବରଗଡ଼(ମୁକୁନ୍ଦ ଦାସ): ଭଟଲି ବ୍ଲକ ଅନ୍ତର୍ଗତ ଗୋପାଳପୁର ଆଶ୍ରମ ସ୍କୁଲରେ ଜୈବ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ଇକୋ କ୍ଲବ ଶିକ୍ଷକ ଉଚ୍ଛବ ଭୁଏଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ମୁଖ୍ୟ ଅତିଥି ଭାବରେ ପ୍ରକୃତି…
