ପୋଖରିରେ ବୁଡି ନାବାଳକ ମୃତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ପୋଖରୀ ପାଣିରେ ବୁଡି ନାବାଳକର ମୃତ୍ୟୁ , ମୃତ ନାବାଳକ ଜଣକ ହେଲେ ଗୋପି ବେହେରା। ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ବୁଗୁଡା ବ୍ଳକ ଅଧିନସ୍ଥ ବିରଞ୍ଚିପୁର ଗ୍ରାମରେ । ସୂଚନା ମୁତାବକ ସବୁଦିନ ଭଳି…

ଷଷ୍ଠ ଦିନରେ ବୁଗୁଡ଼ା ପଞ୍ଚ ଠାକୁରାଣୀ ଯାତ୍ରା , ଶ୍ରଦ୍ଧାଳୁଙ୍କ ମେଳରେ ମା’ଙ୍କ ଘଟ ପରିକ୍ରମା

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ମହାଆଡମ୍ବରରେ ଆୟୋଜିତ ବୁଗୁଡ଼ା ଠାକୁରାଣୀ ଯାତ୍ରା ଆଜି ଷଷ୍ଠ ଦିନରେ ପହଞ୍ଚିଥିବା ବେଳେ ଘଟ ସାଜସଜ୍ଜାକାରୀ ବସନ୍ତ ବେହେରାଙ୍କ ଦ୍ବାରା ଆକର୍ଷଣୀୟ ସୁମନ ସଜ୍ଜିତ ପଞ୍ଚ ଠାକୁରାଣୀଙ୍କ ଘଟ ପରିକ୍ରମା କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି…

ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ଶ୍ରମିକ ଦିବସ ପାଳିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ଆଜି ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ ହୋଇଛି । ବିଭିନ୍ନ ଶ୍ରମ ସଂଗଠନ ପକ୍ଷରୁ ଉଭୟ ଶ୍ରମଜୀବୀ ଓ ନିର୍ମାଣ ଶ୍ରମିକଙ୍କ କାର୍ଯ୍ୟ କ୍ଷେତ୍ରରେ ସୁସ୍ଥତା ଓ ନିରାପତ୍ତା…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡା ଏନଏସିର ଅବସରପ୍ରାପ୍ତ କର୍ମଚାରୀ ପ୍ରତାପ ସିନ୍ଧୁ ବାଡତ୍ଯାଙ୍କୁ ବୁଧବାର ଦିନ ବିଦାୟକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଏନ୍ଏସି କାର୍ଯ୍ଯାଳୟରେ କାର୍ଯ୍ଯ ନିର୍ବାହୀ ଅଧିକାରୀ ବିଭୁତି ଭୂଷଣ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ…

ମାନ୍ୟବର ବିଧାୟକ ତାଳଚେର ଶ୍ରୀ ବ୍ରଜକିଶୋର ପ୍ରଧାନଙ୍କ ଅଖିମୁଠି ଅନୁକୂଳ

ଅନୁଗୋଳ (ଅଜିତ କୁମାର ଭୋଇ): କୃଷିଭିତ୍ତିକ ପର୍ବ ପବିତ୍ର ଅକ୍ଷୟ ତୃତୀୟା ଉପଲକ୍ଷେ ତାଳଚେର ବ୍ଲକ ଅନ୍ତର୍ଗତ ଗୁରୁଜାଙ୍ଗ ଗ୍ରାମ ପଞ୍ଚାୟତର ଶିରିଗିଡା ଠାରେ ମାନ୍ୟବର ବିଧାୟକ ତାଳଚେର ଶ୍ରୀ ବ୍ରଜକିଶୋର ପ୍ରଧାନ ଯୋଗଦେଇ ଅଖିମୁଠି ଅନୁକୂଳ କରିବା ସହିତ ମହାପ୍ରଭୁ…

ବୁଗୁଡ଼ା ଓକିଲ ସଂଘ ପକ୍ଷରୁ ମଧୁବାବୁ ଜୟନ୍ତୀ ପାଳିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ଓକିଲ ସଂଘ ପକ୍ଷରୁ କୋର୍ଟ ପରିସରରେ ମଧୁବାବୁ ଜୟନ୍ତୀ ତଥା ଆଇନଜୀବୀ ଦିବସ ପାଳିତ ହୋଇ ଯାଇଛି । ଓକିଲ ସଂଘ ସଭାପତି ଅମର କୁମାର ପଟ୍ଟନାୟକଙ୍କ ପୌରୋହିତ୍ଯରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ…

ମା ହିଙ୍ଗୁଳାଙ୍କ ଦାନ ହୁଣ୍ଡି ରୁ ୧୧,୬୦,୩୧୨ ଟଙ୍କା ବ୍ୟାଙ୍କରେ ଡିପୋଜିଟ କରାଗଲା।

ଅନୁଗୋଳ (ଅଜିତ କୁମାର ଭୋଇ) : ତା ୨୯/୦୪/୨0୨୫ ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ପରିସର ଥିବା ଦାନ ହୁଣ୍ଡୀ ଗୁଡିକ ସକାଳ ୧0 ଘଟିକା ସମୟରେ ଶ୍ରୀମତୀ ପୁଷ୍ପିତା ମଧୁମତି ଦେହୁରୀ, ସହକାରୀ ଜିଲ୍ଲାପାଳ, ତାଳଚେର, ଟ୍ରଷ୍ଠବୋର୍ଡ ସଦସ୍ୟ…

ମଟରସାଇକେଲ ଦୁର୍ଘଟଣାରେ ୨ ଗୁରୁତର

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା-କରସିଙ୍ଗି ରାସ୍ତାରେ ବିରଞ୍ଚିପୁର ଗ୍ରାମ ନିକଟରେ ଏକ ବାଇକ୍ ଦୁର୍ଘଟଣାରେ ୩ ଜଣ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨ ଜଣଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଥିବା ଜଣାଯାଇଛି। ଗୁରୁତର ଦ୍ବୟ ହେଲେ…

ଯାତ୍ରୀବାହୀ ବସ୍ ଧକ୍କାରେ ଏଏନଏମ ଦିଦିଙ୍କ ମୃତ୍ୟୁ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ଉପକଣ୍ଠସ୍ଥ ବଡଶଙ୍ଖ ନିକଟରେ ଏକ ଯାତ୍ରୀବାହୀ ବସ ଧକ୍କା ହୋଇ ଜନୈକା ସ୍କୁଟି ଆରୋହୀ ମହିଳାଙ୍କ ମୃତ୍ୟୁ ଘଟିଥିବା ଜଣାଯାଇଛି। ମୃତା ମହିଳା ଜଣକ ହେଲେ କାନସୁକା ଏଏନଏମ ଦିଦି ରଚନା କୁମାରୀ ପ୍ରଧାନ…

ପଞ୍ଚମ ଦିନରେ ବୁଗୁଡ଼ା ପଞ୍ଚ ଠାକୁରାଣୀ ଯାତ୍ରା , ଘଟ ପରିକ୍ରମାରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ଠାକୁରାଣୀ ଯାତ୍ରାର ପଞ୍ଚମ ଦିବସରେ ପଞ୍ଚ ଠାକୁରାଣୀଙ୍କ ଘଟ ପରିକ୍ରମାରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି । ଆଜି ପୂର୍ବାହ୍ନରେ ବଡଦାଣ୍ଡସ୍ଥିତ ଅସ୍ଥାୟୀ ପୂଜା ମଣ୍ଡପରେ ଯଥା ରୀତିନୀତି ପ୍ରକାରେ ପୂଜାର୍ଚ୍ଚନା ଓ ହୋମକାର୍ଯ୍ଯ ସମ୍ପନ୍ନ…

error: Content is protected !!