ବୁଗୁଡା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ପୋଲସରା ରୋଡସ୍ଥିତ ପୁରୁଣା ଇଣ୍ଡିଆନ ବ୍ଯାଙ୍କ ସମ୍ମୁଖ ରାସ୍ତାକଡରୁ ଜନୈକ ଯୁବକଙ୍କ ମୃତ ଦେହକୁ ଉଦ୍ଧାର କରାଯାଇଥିବା ଜଣାଯାଇଛି। ମୃତ ଯୁବକ ଜଣକ ହେଲେ ବୁଗୁଡା ଥାନା ବାଲିପଦର ଫାଣ୍ଡି ଅନ୍ତର୍ଗତ କଞ୍ଚୁରୁ ଗ୍ରାମର…
Category: ରାଜ୍ୟ
ବୁଗୁଡ଼ାରେ ଲାଗିଛି ମାଳ ମାଳ ସିସିଟିଭି କ୍ୟାମେରା,କାମରେ ଆସୁନି ଅନେକ,ବଢୁଛି ଅପରାଧ
ବୁଗୁଡା (ସୋରେନ କୁମାର ପ୍ରଧାନ): ବୁଗୁଡା ସହରରେ ନାମକୁ ମାତ୍ର ଲାଗିଛି ମାଳମାଳ ସିସିଟିଭି କ୍ୟାମେରା।ସେଥିରୁ ଅଧାରୁ ଅଧିକ କ୍ୟାମେରା କାମରେ ଆସୁନି । ଫଳରେ ଅପରାଧିକ କାର୍ଯ୍ୟକଳାପରେ ବ୍ରେକ୍ ଲାଗି ପାରୁନି । ସଂପ୍ରତି ଦୁଗୁଡ଼ା ସହର ସିସିଟିଭି ଅଧିନରେ…
ଜମନାଲାଲ ବଜାଜ ଫାଉଣ୍ଡେସନ ଦ୍ୱାରା ପଦ୍ମଶ୍ରୀ ଡ. ତୁଳସୀ ମୁଣ୍ଡା ସମ୍ବର୍ଦ୍ଧିତ
କେନ୍ଦୁଝର (ସୀତାରାମ ଦୀକ୍ଷିତ): ଶିକ୍ଷା, ସ୍ୱାସ୍ଥ୍ୟ, ରୋଜଗାର ଏବଂ ଗାନ୍ଧୀ ମୂଲ୍ୟବୋଧର ପ୍ରସାରରେ ଅବଦାନ ପାଇଁ ଚାରିଜଣ ବିଶିଷ୍ଟ ସାମାଜିକ କର୍ମୀଙ୍କୁ ୪୬ ତମ ଜମନାଲାଲ ବଜାଜ ଫାଉଣ୍ଡେସନ ଦ୍ୱାରା ପୁରସ୍କୃତ କରାଯାଇଥିଲା। ପୁରସ୍କାର ଗାନ୍ଧୀ ମୂଲ୍ୟବୋଧ ଏବଂ ଜମନାଲାଲ ବଜାଜଙ୍କ…
ଭିଜିଲାନ୍ସ ପଞ୍ଜାରେ ବେଗୁନିଆ ପଡ଼ା CDPO
ଗଞ୍ଜାମ/ଖଲ୍ଲିକୋଟ: ବେଗୁନିଆପଡ଼ା ସିଡିପିଓ ସଂଧ୍ୟାରାଣୀ ପାଣିଗ୍ରାହୀଙ୍କୁ ଜେରା କରିଛି ଭିଜିଲାନ୍ସ ଟିମ୍। ଜଣେ ଅଙ୍ଗନୱାଡ଼ି ସହାୟିକା ଙ୍କ ୧୮ ମାସର ଦରମା କରାଇଦେବାକୁ ମ୍ଯାଡମ୍ ୧୫ ହଜାର ଟଙ୍କା ଲାଞ୍ଚ ଦାବି କରିଥିଲେ। ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…
ସୁବର୍ଣ୍ଣ ଲୋକ ମହୋତ୍ସବ ୨୦୨୫ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣ ଲୋକ ମହୋତ୍ସବ ୨୦୨୫ ପାଇଁ ଆଜି ଅପରାହ୍ନ ୪ ଘଟିକା ସମୟରେ ଅତିରିକ୍ତ ଜିଲ୍ଲାପାଳ, ସୁବର୍ଣ୍ଣପୁର, ଶ୍ରୀ ରାଜେନ୍ଦ୍ର ମାଝୀଙ୍କ ସଭାପତିତ୍ବରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ପ୍ରସ୍ତୁତି ବୈଠକ…
ସୁବଳୟା କଲେଜରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଯୁକ୍ତ ଦୁଇ କଲେଜରେ ୩୯ ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ବୁଧବାର ଉଦଯାପିତ ହୋଇଯାଇଛି। ପୁରସ୍କାର ବିତରଣ ଉତ୍ସବରେ ବୀରମହାରାଜପୁର ମହାବିଦ୍ୟାଳୟ ଅଧ୍ୟକ୍ଷ ଡ. ହିମାଂଶୁ ଶେଖର…
କୋଣାର୍କ ଉତ୍ସବ ପାଇଁ ସମୀକ୍ଷା ବୈଠକ ଅନୁଷ୍ଠିତ।
ପୁରୀ (ସମୀର ରଞ୍ଜନ ନାୟକ) :ଗତକାଲି ଅପରାହ୍ନରେ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ଠାରେ ଡିସେମ୍ବର ୧ ତାରିଖ ଠାରୁ ଆରମ୍ଭ ହେବାକୁ ଥିବା କୋଣାର୍କ ଉତ୍ସବ ଓ ବାଲୁକା କଳା ଉତ୍ସବ ର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା।ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର…
ପୁରୀରେ ନୌସେନା ଦିବସ ପାଇଁ ପ୍ରସ୍ତୁତି ବର୍ତ୍ତମାନ ଶେଷ ପର୍ଯ୍ୟାୟରେ
ପୁରୀ (ସମୀର ରଞ୍ଜନ ନାୟକ ): ପୁରୀରେ ନୌସେନା ଦିବସ ପାଇଁ ପ୍ରସ୍ତୁତି ବର୍ତ୍ତମାନ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଭାରତୀୟ ସ୍ଥଳ ସେନାରେ ୮ଟି ଯୁଦ୍ଧ ଟ୍ୟାଙ୍କର ମଧ୍ୟ ପୁରୀ ବେଳାଭୂମିରେ ପହଞ୍ଚିଛି । ବି ଏମ ପି ନାମକ…
କେନ୍ଦୁଝର ଜୁନିଅର୍ ଖଣି ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
କେନ୍ଦୁଝର (ସୀତାରାମ ଦୀକ୍ଷିତ) :ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଜୁନିଅର୍ ଖଣି ଅଧିକାରୀ ପଦ୍ମନାଭ ହୋତା ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ପୈତୃକ ଘର ସହ ଭୁବନେଶ୍ୱର, କେନ୍ଦୁଝର ଓ ଯାଜପୁର…
ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ତରଫରୁ ବାଲ୍ୟ ବିବାହ ମୁକ୍ତ କାଯ୍ୟକ୍ରମ ଅନୁଷ୍ଠିତ
ଭୁବନେଶ୍ୱର (ସମୀର ରଞ୍ଜନ ନାୟକ ): କେନ୍ଦ୍ର ସରକାର ନୂଆଦିଲ୍ଲୀରେ ଦେଶବ୍ୟାପୀ ‘ବାଲ୍ୟ ବିବାହ ମୁକ୍ତ ଭାରତ’ ଅଭିଯାନ ଆରମ୍ଭ କରିଥିବା ବେଳେ ବାଲ୍ୟ ବିବାହ ବିରୋଧରେ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଓ ରୁଚିକା ସମାଜ ମଙ୍ଗଳ ସଂଗଠନର ମିଳିତ…
