ଶିକ୍ଷକ ସଂଘ ପକ୍ଷରୁ ବିଇଓଙ୍କୁ ଦାବିପତ୍ର ପ୍ରଦାନ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ) : ବୁଗୁଡା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଆରଏସିପିର ୨୦ ବର୍ଷିୟା ପ୍ରାପ୍ଯର ପୁନଃ ନିର୍ଦ୍ଧାରଣ ସକାଶେ ଏକ ଦାବିପତ୍ର ସ୍ଥାନୀୟ ଗୋଷ୍ଠୀ ଶିକ୍ଷାଧିକାରୀଙ୍କୁ ପ୍ରଦାନ କରାଯାଇଛି। ବିଇଓଙ୍କ ଉଦ୍ଦେଶ୍ଯରେ ଏହି ଦାବିପତ୍ର ଏବିଇଓ…

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇପିଏସ୍ ଅଧିକାରୀ ଆଶିଷ ସିଂ

ଭୁବନେଶ୍ୱର (ସମୀର ରଞ୍ଜନ ନାୟକ): କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇପିଏସ୍ ଅଧିକାରୀ ଆଶିଷ ସିଂ। ବର୍ତ୍ତମାନ ତାଙ୍କୁ ଅର୍ଦ୍ଧସାମରିକ ବାହିନୀ ଇଣ୍ଡୋ-ତିଦ୍ଦତ ବର୍ଡର ପୁଲିସ ବା ଆଇଟିବିପିରେ ଆଇଜି ଭାବରେ ନିଯୁକ୍ତି ଦିଆଯାଇଛି।୫ ବର୍ଷ କିମ୍ବା ପରବର୍ତ୍ତୀ ନିର୍ଦେଶ ଯାଏଁ ସେ…

ଜିଲ୍ଲା ସ୍ତରୀୟ ୧୧ତମ କୃଷି ଗଣନା ସର୍ଭେ ସମ୍ପର୍କିତ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ

କେନ୍ଦୁଝର (ସୀତାରାମ ଦୀକ୍ଷିତ): ଜିଲ୍ଲା ସ୍ତରୀୟ ୧୧ତମ କୃଷି ଗଣନାର ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ସର୍ଭେ ସମ୍ପର୍କିତ ତାଲିମ କାର୍ଯ୍ୟକ୍ରମ କେନ୍ଦୁଝରସ୍ଥ ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ୨୦୨୧-୨୨ କୁ ସୂଚୀତ ବର୍ଷ…

ବରଗଡ଼ ଧନୁଯାତ୍ରା: ବଦଳିଲେ ଶ୍ରୀକୃଷ୍ଣ, ବଳରାମ, ଶ୍ରୀରାଧା

ବରଗଡ (ମୁକୁନ୍ଦ ଦାସ): ଜାନୁଆରୀ ୩ରୁ ଆରମ୍ଭ ହେବାକୁ ଥିବା ବରଗଡ଼ ଧନୁଯାତ୍ରା ମହୋତ୍ସବର ମୁଖ୍ୟ ଚରିତ୍ର କଂସ ଅଭିନେତା ବଦଳିଥିବା ବେଳେ ଶ୍ରୀକୃଷ୍ଣ, ବଳରାମ ଏବଂ ଶ୍ରୀରାଧା ଭୂମିକାରେ ଅଭିନୟ କରୁଥିବା ଶିଶୁ କଳାକାର ମଧ୍ୟ ବଦଳିଛନ୍ତି। ଗୁରୁବାର ଗୋପପୁର…

ଗନ୍ଧମାର୍ଦ୍ଦନକୁ ଜାତୀୟ ସମ୍ପତ୍ତି ଘୋଷଣା କରାଯାଉ: ପ୍ରଦୀପ ପୁରୋହିତ

ବରଗଡ (ମୁକୁନ୍ଦ ଦାଶ):ଲୋକସଭା ଶୀତକାଳୀନ ଅଧିବେଶନରେ ଗୁରୁବାର ୩୭୭ ଧାରା ଅଧିନିୟମ ଅନୁୟାୟୀ ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଗନ୍ଧମାର୍ଦ୍ଦନ ପାହାଡକୁ ଜାତୀୟ ସମ୍ପତ୍ତି ଘୋଷଣା ପାଇଁ ଲୋକସଭାରେ କେନ୍ଦ୍ର ସରକାରଙ୍କଠାରେ ପ୍ରସ୍ତାବ ଉଠାଇଛନ୍ତି । ଏକ ପ୍ରେସ ବିବୃତ୍ତିରେ ଏମ୍‌ପି…

ବାଳିକା ହାଇସ୍କୁଲରେ ସଂକଳ୍ପ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ

ବରଗଡ(ମୁକୁନ୍ଦ ଦାସ): ବରଗଡ଼ ଜିଲ୍ଲା ଶିକ୍ଷା ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ସରକାରୀ ବାଳିକା ହାଇସ୍କୁଲରେ ନବ ନିଯୁକ୍ତ ମାଧ୍ୟମିକ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଶିକ୍ଷଣ ଦକ୍ଷତା, କୌଶଳ ସମ୍ବନ୍ଧୀୟ ଜ୍ଞାନର ଅଭିବୃଦ୍ଧି ନିମନ୍ତେ ପଞ୍ଚଦିବସୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ “ସଂକଳ୍ପ “ଉଦଯାପିତ ହୋଇଯାଇଛି।ଉଦଯାପନୀ ଉତ୍ସବରେ…

ଭାରତରତ୍ନ ବାବାସାହେବ ଡ଼ଃ ଭୀମରାଓ ଆମ୍ବେଦକରଙ୍କ ୬୮ତମ ମହାପରିନିର୍ବାଣ ଦିବସ ପାଳନ

ସୁବର୍ଣ୍ଣପୁର (ଚୈତନ୍ୟ ଭୁକ୍ତା): ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଲକ୍ଷେଘର ଗଣ୍ଡା ସମାଜ ବିକାଶ ପରିଷଦ ଆନୁକୂଲ୍ୟରେ ଭାରତରତ୍ନ ଡ଼ଃ. ବାବାସାହେବ ଆମ୍ବେଦକରଙ୍କ ମହାପାରୀନିର୍ବାଣ ଦିବସ ପାଳନ ଅନୁଷ୍ଠିତ ହୋଇଯାଇଛି l ବିକାଶ ପରିଷଦ ତରଫରୁ ସର୍ବପ୍ରଥମେ ବାବାସାହେବ ଆମ୍ବେଦକର ଙ୍କ…

ବାଲିପଦର ଡିଗ୍ରୀ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷ ଙ୍କୁ ସ୍ଵାଗତ ସମ୍ୱର୍ଦ୍ଧନା

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ ବାଲିପଦର ସ୍ଥିତ ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟ ର ପୂର୍ବତନ ପ୍ରିନ୍ସପାଲ ଡାକ୍ତର ବିବେକାନନ୍ଦ ପଟ୍ଟନାୟକ ନଭେମ୍ବର ୩୦ ତାରିଖ ଦିନ ଅବସର ଗ୍ରହଣ ପରେ ନୂତନ ଅଧ୍ୟକ୍ଷ ଭାବରେ ରାଜନୀତି ବିଜ୍ଞାନ ବିଭାଗ…

ପୋଷ୍ଯ ସନ୍ତାନ ଗ୍ରହଣ ସମ୍ପର୍କିତ ସଚେତନତା ଶୋଭାଯାତ୍ରା

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ଗଞ୍ଜାମ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯାଳୟ ପକ୍ଷରୁ ବୁଗୁଡା ସହରରେ ପୋଷ୍ଯ ସନ୍ତାନ ଗ୍ରହଣ ସମ୍ପର୍କିତ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ସୁପରଭାଇଜର ଜି.ରଶ୍ମି , ଲିଲି ଶବର , ଜାନକୀ…

ହୀରକ ଜୟନ୍ତୀ ସମାରୋହ ଉଦଯାପିତ।

ପୁରୀ (ସମୀର ରଞ୍ଜନ ନାୟକ): ଗୋପବନ୍ଧୁ ଆୟୃର୍ବେଦ ମହାବିଦ୍ୟାଳୟ ର ହୀରକ ଜୟନ୍ତୀ ସମାରୋହ ଆଜି ସଂଧ୍ୟାରେ ଉଦଯାପିତ ହୋଇ ଯାଇଛି।ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପୂର୍ବତନ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ ଆୟୃର୍ବେଦ ବହୁ ପ୍ରାଚୀନ ଚିକିତ୍ସା…

error: Content is protected !!