ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ) :ବୁଗୁଡ଼ା ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ୨୫ ତାରିଖ, ମଙ୍ଗଳବାର ଦିନ ବୁଗୁଡ଼ା ସମିତିର ଏକ ସ୍ବତନ୍ତ୍ର ବୈଠକ ଅନୁଷ୍ଠିତ ହୋଇ “ବିକଶିତ ଗାଁ, ବିକଶିତ ଓଡିଶା” ଯୋଜନା ବିଷୟରେ ଆଲୋଚନା ହୋଇଥିଲା। କାର୍ଯ୍ୟକ୍ରମରେ ବୁଗୁଡ଼ା…
Category: ରାଜ୍ୟ
ରାଜ୍ୟର ବିଭିନ୍ନ ଶୈବପୀଠରେ ଧୂମ୍ ଧାମରେ ପାଳିତ ହେଉଛି ମହା ଶିବରାତ୍ରୀ
ଭୁବନେଶ୍ୱର:(ସମୀର ରଞ୍ଜନ ନାୟକ )ଶିବରାତ୍ରୀ ପାଇଁ ରାଜଧାନୀ ଭୁବନେଶ୍ୱରରେ ଟ୍ରାଫିକ କଟକଣା ଜାରି ହୋଇଛି। ଜାଗର ପାଇଁ ଲିଙ୍ଗରାଜ ମନ୍ଦିରରେ ଭିଡ଼ ଜମିବା ନେଇ କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।ମହାଶିବରାତ୍ରୀ ନେଇ ଗତ ମଙ୍ଗଳବାର ଦିନ ଲିଙ୍ଗରାଜ ମନ୍ଦିର…
ଆସନ୍ତା 28 ତାରିଖରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡାଙ୍କ ଓଡ଼ିଶା ଗସ୍ତ
ଭୁବନେଶ୍ଵର (ସମୀର ରଞ୍ଜନ ନାୟକ) : ଫେବୃଆରୀ ୨୮ରେ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ପୁରୀରେ ଜାତୀୟ ସ୍ଵାସ୍ଥ୍ୟ ମିଶନ କାର୍ଯ୍ୟକ୍ରମରେ ସେ ଯୋଗ ଦେବେ। ଏହି କାର୍ଯ୍ୟକ୍ରମରେ ବିଭିନ୍ନ…
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ
ରାୟଗଡା(ଗୋପୀନାଥ ଗୌଡ଼): ରାୟଗଡ଼ ପୌରପରିଷଦ ଅଧିନସ୍ଥ ଅଶୋକ କଲ୍ୟାଣ ମଣ୍ଡପ ପରିସରରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ ହୋଇଅଛି। ଏଥିରେ ପୌରପରିଷଦ ର ବିଭିନ୍ନ ୱାର୍ଡ ରୁ ୪୯୫ ଜଣ ଭିନ୍ନକ୍ଷମ ନାମ ପଞ୍ଜିକରଣ କରିଥିଲେ। ରାୟଗଡ଼…
ମେଧା ବୃତ୍ତି ପରୀକ୍ଷାରେ କାଟେସାହି ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରଛାତ୍ରୀଙ୍କ ସଫଳତା
କେନ୍ଦୁଝର/ଚମ୍ପୁଆ (ପ୍ରଦୀପ କୁମାର ମହାନ୍ତ) : ଚମ୍ପୁଆ ଉପଖଣ୍ଡର ଯୋଡ଼ା ବ୍ଲକ ୩ୟ ଓ ପଞ୍ଚମ ଶ୍ରେଣୀ ସରକାରୀ ମେଧା ବୃତ୍ତି ପରୀକ୍ଷାରେ କାଟେସାହି ଶିଶୁ ବିଦ୍ୟାମନ୍ଦିର ପ୍ରତିବର୍ଷ ପରି ଏବର୍ଷ ମଧ୍ୟ ତାଙ୍କ ସଫଳତାର ଶ୍ରେୟ ବଜାୟ ରଖିଛନ୍ତି।ଏ ବର୍ଷ…
ନଦୀ ଗଣ୍ଡରେ ବୁଡି ଭିନ୍ନକ୍ଷମ ଯୁବକଙ୍କ ମୃତ୍ୟୁ
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ବ୍ଲକ ଅନ୍ତର୍ଗତ ତାକରଡା ଗ୍ରାମର ଜନୈକ ଭିନ୍ନକ୍ଷମ ଯୁବକ ନଦୀ ଗଣ୍ଡରେ ବୁଡି ମୃତ୍ୟୁ ବରଣ କରିଥିବା ଜଣାଯାଇଛି । ମୃତକ ଜଣକ ହେଲେ ତାକରଡା ଗ୍ରାମର କୈବଲ୍ୟ ପ୍ରଧାନଙ୍କ ଭିନ୍ନକ୍ଷମ ପୁଅ ବିକଳ…
ଟ୍ବିନ୍ ସିଟି କଟକ ଓ ଭୁବନେଶ୍ବରରେ ଲାଗିବ AI କ୍ୟାମେରା – ପୋଲିସ କମିଶନର
ଭୁବନେଶ୍ୱର (ସମୀର ରଞ୍ଜନ ନାୟକ) : ଟୁଇନ ସିଟିକୁ ଜଗିବ AI କ୍ୟାମେରା । ଭୁବନେଶ୍ୱର କଟକରେ ଲାଗିବ ହାଇ ରିଜୋଲ୍ୟୁସନ AI କ୍ୟାମେରା । ଆଡଭାନ୍ସ ଫେସିଆଲ୍ ରେକୋକନାଇଜ ସିଷ୍ଟ ଜରିଆରେ ଚିହ୍ନଟ ହେବେ ଅପରାଧୀ ଓ ଟ୍ରାଫିକ ଖିଲାପକାରୀ…
ମାର୍ଚ୍ଚ ସୁଦ୍ଧା ସରିବନି ରତ୍ନଭଣ୍ଡାର ଗଣତିମଣତି :ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ
ଭୁବନେଶ୍ୱର (ସମୀର ରଞ୍ଜନ ନାୟକ) : ମରାମତି ସରିନଥିବାରୁ ଡେଡ୍ଲାଇନରୁ ବିଳମ୍ବ ହେଉଛିଆକଳନଠୁ ଅଧିକ ମରାମତି କାମର ଆବଶ୍ୟକତା ଅଛି’ମରାମତି ପାଇଁ ଆଉ ମାସେ କିମ୍ବା ଦୁଇ ମାସ ଲାଗିବମରାମତି ପରେ ରତ୍ନଭଣ୍ଡାର ଅଳଙ୍କାର ଗଣତି ହେବରଥଯାତ୍ରା ପୂର୍ବରୁ ଗଣତି ମଣତିର…
ଗୋପାଳଜୀ ତଡ଼ିତ୍ ମନ୍ତ୍ର ଶ୍ଵାସ ଯୋଗାଳର ବାର୍ଷିକ ଉତ୍ସବ ପାଳିତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ମହାନଦୀ ଯୋଗ ବିହାର ସ୍ଥିତ ଶ୍ରୀ ଗୋପାଳଜୀ ତଡ଼ିତ୍ ମନ୍ତ୍ର ଶ୍ଵାସ ଯୋଗାଳୟ ର ବାର୍ଷିକ ଉତ୍ସବ ଯୋଗାଳୟ ର ସଭାପତି ହରିହର ଶତପଥୀ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭା ମଞ୍ଚରେ…
ମେଣ୍ଡା ଗ୍ରାମକୁ ବ୍ଲକଘୋଷଣା ଦାବିନେଇ ଦ୍ୱିତୀୟବୈଠକ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ରାଜ୍ୟରେ ନୂତନ ବ୍ଲକପୁନଃର୍ଗଠନ ନେଇ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ମନ୍ତ୍ରୀଙ୍କ ସୂଚନା ପରେ ସୁବର୍ଣ୍ଣପୁର ଜିଲ୍ଲାର ସର୍ବପୁରାତନ ତଥା ବୃହତଗ୍ରାମ ଐତିହାସିକ ମେଣ୍ଡା ଗ୍ରାମପଞ୍ଚାୟତକୁ ବ୍ଲକ ଘୋଷଣା କରିବାକୁ ଦାବି ତେଜୁଛି ।…
