ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ ଖରିଫ୍ ଋତୁରେ ଧାନ ସଂଗହ ନିମନ୍ତେ ପ୍ରସ୍ତୁତି ବୈଠକ

ପୁରୀ (ରିପୋର୍ଟ – ସମୀର ରଞ୍ଜନ ନାୟକ ): ଆଜି ଅପରାହ୍ନ ୪ ଘଟିକା ସମୟରେ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ ଖରିଫ୍ ଋତୁ ୨୦୨୪-୨୫ରେ ଧାନ ସଂଗହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ…

ଅଦିତି କଲେଜରେ ନିଶା ମୁକ୍ତି ଭାରତ ଅଭିଯାନ କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର (ରିପୋର୍ଟ – ଶାନ୍ତନୁ କୁମାର କର୍ଣ୍ଣ ): ସୁବର୍ଣ୍ଣପୁର ଜିଲ୍ଲା ବ୍ଲକ ଛକ ସ୍ଥିତ ଅଦିତି ଉଚ୍ଚ ବିଦ୍ୟାଳୟ ଠାରେ ଅଧ୍ୟକ୍ଷା ଶ୍ରୀମତୀ ଲିଖିତା ପଟ୍ଟନାୟକ ଙ୍କ ସଭାପତିତ୍ଵ ରେ ଛାତ୍ର ଛାତ୍ରୀ ଓ ଅଭିଭାବକଙ୍କୁ ନେଇ ନିଶା ମୁକ୍ତି…

ଦୀପାବଳି ଅବସରରେ ଓରମାସ ତରଫରୁ ଖୋଲିଲା ଗ୍ରାମୀଣ ବଜାର ଷ୍ଟଲ

ସୁବର୍ଣ୍ଣପୁର (ରିପୋର୍ଟ – ଶାନ୍ତନୁ କୁମାର କର୍ଣ୍ଣ ):ଚଳିତ ଦୀପାବଳି ଅବସରରେ ସୁବର୍ଣ୍ଣପୁର ଜିଲ୍ଲା ଓରମାସ ତରଫରୁ ଦୀପାବଳି ଉପକରଣ ସମାହାରକୁ ନେଇ ସ୍ଥାନୀୟ ବ୍ଲକ ଛକ ଠାରେ ଗ୍ରାମୀଣ ଉତ୍ପାଦର ଟେରାକୋଟା ଷ୍ଟଲ ଖୋଲାଯାଇଛି। ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅନ୍ୟା…

ବିଜେଡିର ଜନ ସମ୍ପର୍କ ପଦଯାତ୍ରା,ଯୋଗଦେଲେ ପୂର୍ବତନ ମନ୍ତ୍ରୀ

ସୁବର୍ଣ୍ଣପୁର (ରିପୋର୍ଟ – ଶାନ୍ତନୁ କୁମାର କର୍ଣ୍ଣ):ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ଓ ନଗର ବିଜେଡି ପକ୍ଷରୁ ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଟିତ ହୋଇ ଯାଇଛି।ବିନିକା ସହରର ଐତିହାସିକ ପାପକ୍ଷୟ ଘାଟ ଗେଟ ସମ୍ମୁଖରୁ ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ…

ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ

ସୁବର୍ଣ୍ଣପୁର (ରିପୋର୍ଟ-ଶାନ୍ତନୁ କୁମାର କର୍ଣ୍ଣ ) :ମଦ ବିରୋଧରେ ମହିଳାଙ୍କ ମହାମେଳି l ବେଆଇନ ମଦ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ଛଅ ଗ୍ରାମର ମହିଳା l ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକର ବିଭିନ୍ନ ଗ୍ରାମରେ ଏବେ ବେଆଇନ ଭାବେ…

ବ୍ରାଉନସୁଗାର ଜବତ, ଜଣେ ଗିରଫ

କରଞ୍ଜିଆ (ରିପୋର୍ଟ – ଜିତେନ୍ଦ୍ର ରାଜ):ଅବକାରୀ ଅଧିକ୍ଷକ ପ୍ରଶାନ୍ତ କହଁରଙ୍କ ନିର୍ଦ୍ଦେଶକ୍ରମେ ଓ ରାଇରଙ୍ଗପୁର ଅବକାରୀ ଉପ-ଅଧିକ୍ଷକ ସୌମ୍ୟରଞ୍ଜନ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଉପଖଣ୍ଡ ଅବକାରୀ ରେଞ୍ଜ ପକ୍ଷରୁ ରାଇରଙ୍ଗପୁର ଅବକାରୀ ନିରୀକ୍ଷକ ବିନୟ ପ୍ରକାଶ ତୀର୍କୀ ଏବଂ ରାଇରଙ୍ଗପୁର ଅବକାରୀ…

ସୁବର୍ଣ୍ଣପୁର ଜିଲ୍ଲା ଘରୋଇ ବସ ମାଲିକ ସଂଘର ନୂତନ କର୍ମକର୍ତ୍ତା ଚୟନ

ସୁବର୍ଣ୍ଣପୁର (ରିପୋର୍ଟ – ଶାନ୍ତନୁ କୁମାର କର୍ଣ୍ଣ ): ସୁବର୍ଣ୍ଣପୁର ଜିଲ୍ଲା ଘରୋଇ ବସ୍ ମାଲିକ ସଂଘ ର ନୂତନ କର୍ମକର୍ତ୍ତା ଚୟନ ସ୍ଥାନୀୟ ହୋଟେଲ ମୁନ ଠାରେ ସମସ୍ତ ସଦସ୍ୟଙ୍କ ଉପସ୍ଥିତିରେ ହୋଇ ଯାଇଛି । ସର୍ବ ସମ୍ମତ୍ତି କ୍ରମେ…

୫୩ତମ ଆନ୍ତମହାବିଦ୍ଯାଳୟ ପୁରୁଷ କବାଡି ଟୁର୍ଣ୍ଣାମେଣ୍ଟ ଉଦଘାଟିତ

ବୁଗୁଡା (ରିପୋର୍ଟ – ସୋରେନ କୁମାର ପ୍ରଧାନ): ସ୍ଥାନୀୟ ପିପୁଲ୍ସ କଲେଜ ପରିସରରେ ଆୟୋଜିତ ୫୩ତମ ଆନ୍ତମହାବିଦ୍ଯାଳୟ ପୁରୁଷ କବାଡି ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି । ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ପ୍ରାୟୋଜିତ ଉକ୍ତ ଦ୍ବିଦିବସୀୟ ଟୁର୍ଣ୍ଣାମେଣ୍ଟକୁ ପିପୁଲ୍ସ କଲେଜ ସ୍ପୋର୍ଟସ ଆସୋସିଏସନ ଆୟୋଜନ…

ଜିଲ୍ଲାସ୍ତରୀୟ ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ପାଳିତ।

ପୁରୀ (ରିପୋର୍ଟ – ସମୀର ରଞ୍ଜନ ନାୟକ ): ପ୍ରାକୃତିକ ବିପର୍ଯ୍ୟୟକୁ ବନ୍ଦ କରାଯାଇ ପାରିବ ନାହିଁ। କିନ୍ତୁ ସଚେତନ ଓ ସତର୍କ ହେଲେ ବିପର୍ଯ୍ୟୟର ପ୍ରଭାବ ଓ କ୍ଷୟକ୍ଷତିକୁ ରୋକାଯାଇ ପାରିବ ବୋଲି କହିଛନ୍ତି ଅତିଥି ମାନେ।ଆଜି ପୂର୍ବାହ୍ନରେ ସର୍କିଟ…

ଭୋଟର ତାଲିକା ସଂଶୋଧନ ଅବସରରେ ପଥ ଉତ୍ସବ ଅନୁଷ୍ଠିତ।

ପୁରୀ (ରିପୋର୍ଟ – ସମୀର ରଞ୍ଜନ ନାୟକ) : ଭୋଟର ପରିଚୟ ପତ୍ର ମତଦାନ ସହ ଅନ୍ୟାନ୍ୟ ବହୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ରେ ବ୍ୟବହୃତ ହୋଇଥାଏ। ତେଣୁ ପ୍ରତ୍ୟେକ ସଚେତନ ହୋଇ ନିଜର ସଠିକ ଭୋଟର ପରିଚୟ ପ୍ରସ୍ତୁତ ରେ ସହଯୋଗ…

error: Content is protected !!