ବାତ୍ୟା ‘ରେମାଲ’ ପାଇଁ ପ୍ରବଳ ବର୍ଷାର ସତର୍କ ସୂଚନା ଜାରି କରାଯାଇଛି

ବଙ୍ଗୋପସାଗରରେ ସୃଷ୍ଟି ବାତ୍ୟା ‘ରେମାଲ’ ତୀବ୍ର ହୋଇ ପଶ୍ଚିମବଙ୍ଗର ସାଗର ଦ୍ୱୀପ ଏବଂ ବାଂଲାଦେଶର ଖେପୁପାରା ମଧ୍ୟରେ ୨୬ ତାରିଖ ମଧ୍ୟରାତ୍ରିରେ ଭାରତ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ ମାଡ ହେବ ବୋଲି ଆଶା କରାଯାଉଛି। ବଙ୍ଗୋପସାଗରରେ ଚଳିତ ମୌସୁମୀର ଏହା…

ଭି.କେ ପାଣ୍ଡିଆନଙ୍କ କବଳରୁ ମୁଖ୍ୟମନ୍ତ୍ରୀଙ୍କୁ ମୁକ୍ତ କରାଯାଉ-ବିଜେପି

ଭୁବନେଶ୍ୱର ଚଳିତ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟବସ୍ଥାକୁ ନେଇ ବିରୋଧୀ ବାରମ୍ବାର ଆଶଙ୍କା ପ୍ରକାଶ କରୁଛନ୍ତି। ବିଶେଷକରି ବିଜେପିର କେନ୍ଦ୍ରୀୟ ଓ ରାଜ୍ୟ ନେତୃବର୍ଗ। ମୁଖ୍ୟମନ୍ତ୍ରୀ କଣ ଗୃହବନ୍ଦୀ ? ମୁଖ୍ୟମନ୍ତ୍ରୀ ସୁସ୍ଥ ତ ? ମୁଖ୍ୟମନ୍ତ୍ରୀଙ୍କୁ ବନ୍ଧକ ରଖିଛନ୍ତି…

କେନ୍ଦ୍ରାପଡ଼ା ଜିଲ୍ଲାର ପାଟକୁରା ନିର୍ବାଚନ ମଣ୍ଡଳୀର ମହାସମର

ଏକଦା ବିଜୁ ବାବୁଙ୍କ ନିର୍ବାଚନ କ୍ଷେତ୍ର ଥିଲା ପାଟକୁରା। ଏଥର ପାଟକୁରା ନିର୍ବାଚନ ମଣ୍ଡଳିରେ ଦେଖାଦେଇଛି ନିର୍ବାଚନି ଉଷ୍ମତା । ତିନି ପ୍ରମୁଖ ଦଳ ବିଜେଡି,ବିଜେପି ଓ କଂଗ୍ରେସର ବିଧାୟଜ ପ୍ରାର୍ଥୀ ଘରକୁ ଘର ବୁଲି ପ୍ରଚାର କରୁଛନ୍ତି । ଚଳିତ…

ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପର ଅସଲ ଚିତ୍ର,କୂଅରେ ପଡି ଶ୍ରଦ୍ଧାଳୁ ଆହତ

ଶ୍ରୀକ୍ଷେତ୍ର News

ପ୍ରାକ ନିର୍ବାଚନୀ ହିଂସା ରୋକିବା ପାଇଁ ପୋଲିସର ମେଗା ଫ୍ଲାଗ ମାର୍ଚ୍ଚ

ଭୁବନେଶ୍ୱର :: ଚିଲିକା ନିର୍ବାଚନମଣ୍ଡଳୀରେ ଆସନ୍ତା ୨୫ ତାରିଖରେ ମତଦାନ ହେବାକୁ ଥିବା ବେଳେ ପ୍ରାକ ନିର୍ବାଚନ ହିଂସାକୁ ରୋକିବା ପାଇଁ ଏକାଧିକ ପଦକ୍ଷେପ ନେଇଛି ପୋଲିସ।ଖୋର୍ଦ୍ଧା ଏସପି ଅବିନାଶ କୁମାରଙ୍କ ନେତୃତ୍ୱରେ ବାଣପୁର ଥାନା ଅଞ୍ଚଳରେ ଏକ ମେଗା ଫ୍ଲାଗ…

ଅଜଣା ବ୍ୟକ୍ତିଙ୍କ ଶବ ଉଦ୍ଧାର କରି ପୋଲିସ ତଦନ୍ତ ଆରମ୍ଭ କରିଛି

ଭୁବନେଶ୍ୱର :ଜଣେ ବ୍ୟକ୍ତିର ଗଳିତ ଶବ ଉଦ୍ଧାର ହୋଇଥିବା ଖବର ମିଳିଛି।ମିଳିଥିବା ଖବର ଅନୁଯାଇ ଖୋର୍ଦ୍ଧା ଜିଲ୍ଲା ର ନାଚୁଣୀ ଥାନା ଅନ୍ତର୍ଗତ ବରଡ଼ି ଏବଂ ସରଳସିଂହ ମଧ୍ୟରେ ଥିବା ଜାତୀୟ ରାଜପଥ କଡ଼ରେ ଏକ ଅଜଣା ବ୍ୟକ୍ତିର ଗଳିତ ଶବ…

ଅମିତ ଶାହାଙ୍କ ଭାଷଣରେ ଓଡ଼ିଆ ଅସ୍ମିତାକୁ ନେଇ କ୍ରମାଗତ ଆକ୍ରମଣ

ସମ୍ବଲପୁରର ଅଇଁଠାପାଲିରେଏକ ନିର୍ବାଚନୀ ସଭାରେ ଉଦବୋଧନ ଦେଇ କେନ୍ଦ୍ରୀୟ ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହା ‘ଓଡ଼ିଆ ଅସ୍ମିତା’ ଅସ୍ତ୍ରରେ ପ ପ୍ରହାର କରି ଶାହ କହିଥିଲେ, ନବୀନ ବାବୁ ଓଡ଼ିଆ ଅସ୍ମିତାର ତଣ୍ଟି ଚିପି ବାହାର ଲୋକଙ୍କୁ ଦୁର୍ନୀତି କରିବାର ସୁଯୋଗ…

ସମ୍ବିତ ପାତ୍ର ନିଜ ଭୁଲର ପ୍ରାୟଶ୍ଚିତ ପାଇଁ ୩ଦିନ ଉପବାସ ରହିବେ

ପୁରୀ :ମହାପ୍ରଭୁ ଜଗନ୍ନାଥ ଓ ମୋଦୀଙ୍କ ସମ୍ପର୍କିତ ବୟାନ ପରେ ଭୁଲ ସ୍ୱୀକାର କଲେ ପୁରୀ ଲୋକସଭା ଆସନ ବିଜେପି ପ୍ରାର୍ଥୀ । ଭୁଲର ପ୍ରାୟଶ୍ଚିତ ସ୍ୱରୂପ ୩ ଦିନ ପାଇଁ ଉପବାସ କରିବେ ସମ୍ବିତ ପାତ୍ର ।ଜଗନ୍ନାଥ ଓ ମୋଦୀଙ୍କ…

ପ୍ରଭୁ ଜଗନ୍ନାଥଙ୍କ ଉପରେ ମନ୍ତବ୍ଯର ସ୍ପଷ୍ଟୀକରଣ ଦେଲେ ସମ୍ବିତ ପାତ୍ର

ପୁରୀ :ବିଜେପି ନେତା ସମ୍ବିତ ପାତ୍ର କହିଥିଵା ତାଙ୍କ “ଭଗବାନ ଜଗନ୍ନାଥ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଭକ୍ତ” କୁ ନେଇ ବିବାଦରେ ପଡ଼ିଛନ୍ତି ।ଯାହାକୁ ବିଜୁ ଜନତା ଦଳ (ବିଜୁ ଜନତା ଦଳ) ଏବଂ କଂଗ୍ରେସ ପକ୍ଷରୁ ନିନ୍ଦା କରାଯାଇଛି। ତେବେ…

ସାଧାରଣ ପର୍ଯ୍ୟବେକ୍ଷକଙ୍କ ଏମସିଏମସି କେନ୍ଦ୍ର ପରିଦର୍ଶନ

ଖୋର୍ଦ୍ଧା : ପୁରୀ ଲୋକସଭା ନିର୍ବାଚନ ଅନ୍ତର୍ଗତ ଚିଲିକା ବିଧାନସଭା କ୍ଷେତ୍ର ପାଇଁ ନିଯୁକ୍ତ ସାଧାରଣ ପର୍ଯ୍ୟବେକ୍ଷକ ଟି ଭି ସୁଭାଷ ଆଜି ଖୋରଧା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ପରିଦର୍ଶନ କରିଛନ୍ତି । ସେ ସେଠାରେ ଚାଲୁଥିବା…

error: Content is protected !!