ଭୁବନେଶ୍ୱର : ଗାଡି ଯାଞ୍ଚ ବେଳେ ଆୟକର ବିଭାଗକୁ ଗାଡିରୁ ୫ କୋଟି ଟଙ୍କା ମିଳିଥିବା ଖବର ମିଳିଛି l ଖବର ଅନୁଯାଇ ସୂର୍ଯ୍ୟାନଗର ଆୟକବିଭାଗ ଗାଡି ଯାଞ୍ଚ କରୁଥିବା ବେଳେ ଏକ ଗାଡିରୁ ୫ କୋଟି ଟଙ୍କା ଜବତ ହୋଇଛି…
Category: ରାଜ୍ୟ
ଅପରାହ୍ନ ପର୍ଯ୍ୟନ୍ତ ରାଜ୍ୟ ନିର୍ବାଚନ ଖବର
ସୂଚନାନୁଯାଇ ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି, କୋରାପୁଟ, ନବରଂଗପୁର ଓ ବ୍ରହ୍ମପୁର ଲୋକସଭା ନିର୍ବାଚନ ମଣ୍ଡଳୀ ଓ ଏହାର ଅଧୀନସ୍ଥ ୨୮ଟି ବିଧାନସଭା କ୍ଷେତ୍ରରେ ସୋମବାର ସକାଳ ୭ଟାରୁ ମତଦାନ ଜାରି ରହିଛି। ରାଜ୍ୟ ମୁଖ୍ୟ ନିର୍ବାଚନ କାର୍ଯ୍ୟାଳୟ ସୂତ୍ରରୁ ସୂଚନା…
ତ୍ରୁଟି ମିଳିଲେ ଅଧ ଘଣ୍ଟାରେ ଅତିରିକ୍ତ ଇଭିଏମ୍ ର ବ୍ଯବସ୍ଥା ହେବ – ନିର୍ବାଚନ କମିଶନ
ଭୁବନେଶ୍ୱର :ଆଜି ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ର ଚତୁର୍ଥ ପର୍ଯ୍ଯାୟ ପାଇଁ ଓଡ଼ିଶାର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଓ ୨୮ ବିଧାନସଭା କ୍ଷେତ୍ରରେ ମତଦାନ ଆରମ୍ଭ ହୋଇଛି। ସଂପୂର୍ଣ୍ଣ ଉତ୍ସାହ ମଧ୍ୟରେ ଭୋଟ ଦେଉଛି ଓଡ଼ିଶା ବୋଲି…
କାର୍ଯ୍ୟରତ ନିର୍ବାଚନ ଅଧିକାରୀଙ୍କ ସଡକ ଦୁର୍ଘଟଣାରେ ମୃତ୍ୟୁ
ନବରଙ୍ଗପୁର ଜିଲ୍ଲାର ଏକ ଉଚ୍ଚ ବିଦ୍ୟାଳୟରେ ଚତୁର୍ଥ ଶ୍ରେଣୀ କର୍ମଚାରୀ ରୂପେ କାର୍ଯ୍ୟରତ ଶ୍ରୀ ଅଲେଖ ରନ୍ଧାରୀ ନାମକ ଜଣେ କର୍ତ୍ତବ୍ୟରତ ପଞ୍ଚମ ପୋଲିଂ ଅଧିକାରୀଙ୍କର ଦୁର୍ଘଟଣାରେ ଦୁଃଖଦ ବିୟୋଗ ହୋଇଛି ।ସେ ଉମରକୋଟ ନିକଟରେ ଏକ ମର୍ମାନ୍ତୁତ ଦୁର୍ଘଟଣାର ସମ୍ମୁଖୀନ…
ଶ୍ରୀ କ୍ଷେତ୍ରରେ ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି
ଅକ୍ଷୟ ତୃତୀୟା ରେ ଆଜ୍ଞାମାଳ ମିଳିବା ପର ଠାରୁ ରଥଖଳାରେ ରଥ ନିର୍ମାଣ କାମ ଆଗେଇ ଚାଲିଛି । ଆଜି ତୃତୀୟ ଦିନରେ ରଥ ଚକର ତୁମ୍ବ କାମ ଆରମ୍ଭ ହେଉଛି । ମୁଖ୍ୟ ମହାରଣା ସେବକ ଚି଼ହ୍ନ ଦେବା ପରେ…
ମୁଖ୍ୟମନ୍ତ୍ରୀଙ୍କୁ ବିଜେପି ପକ୍ଷରୁ ଜବାବ ରଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ନିଜ ଭିଡ଼ିଓ ବାର୍ତା ରେ ଓଡିଆ ଅସ୍ମିତା ଓ ଅନ୍ୟାନ୍ୟ ପ୍ରସଙ୍ଗ ଉଠାଇ ମୁଖ୍ୟମନ୍ତ୍ରୀ ଗତକାଲି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଟାକ୍ଷ କରିବା ପରେ ବିଜେପି ପକ୍ଷରୁ ଜବାବ ରଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କହିଛନ୍ତି, ‘୨୦୨୦ର ଏକ ନ୍ୟାୟିକ ଘଟଣାକୁ…
ମେ’ ୧୩ରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ
ଭୁବନେଶ୍ୱର: ୪ର୍ଥ ପର୍ଯ୍ୟାୟରେ ଓଡ଼ିଶାର ଚାରିଗୋଟି ସଂସଦୀୟ କ୍ଷେତ୍ର ଯଥା କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ଏବଂ ଏହିସବୁ କ୍ଷେତ୍ର ଅନ୍ତର୍ଗତ ୨୮ ଗୋଟି ବିଧାନସଭା ଆସନ ନିମନ୍ତେ ଚଳିତ ମାସ ୧୩ ତାରିଖ ଦିନ ମତଦାନ ଅନୁଷ୍ଠିତ ହେବ।…
ଜାତୀୟ ପତାକାକୁ ଅସମ୍ମାନ ଦେଖାଇଥିବା ପୁରୀ ରେଳବାଇ କର୍ମଚାରୀଙ୍କ ନାଁ ରେ ମକଦ୍ଦମା
ପୁରୀ:ଖବରରୁ ପ୍ରକାଶ ଯେ ଜାତୀୟ ପତାକାକୁ ଅସମ୍ମାନ ଅଭିଯୋଗରେ ରେଳ ବିଭାଗର ୬ ଜଣ ଅଧିକାରୀଙ୍କ ବିରୁଦ୍ଧରେ ଶୁକ୍ରବାର ମୋକଦ୍ଧମା ରୁଜୁ କରିଛି ରେଳବାଇ ପୁଲିସ। ସେମାନଙ୍କ ଉପରେ ଭାରତୀୟ ଦଣ୍ଡବିଧି ଆଇନର ଦଫା ୨୧୭ ସମେତ ଜାତୀୟ ସମ୍ମାନ ଆଇନର…
ନବୀନ ସରକାର ନ ଆସିଲେ ମୁଁ ରାଜନୀତିରୁ ସନ୍ୟାସ ନେଇଯିବି – ପାଣ୍ଡିଆନ
ପୂର୍ବଭଳି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କଡ଼ା ଚ୍ୟାଲେଞ୍ଜ କରି ଶ୍ରୀ ପାଣ୍ଡିଆନ କହିଥିଲେ ଯେ, ‘କେନ୍ଦ୍ରମନ୍ତ୍ରୀ ବହୁତ ବଡ଼ ବଡ଼ କଥା କହୁଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଅଶାଳୀନ ଭାଷା ବ୍ୟବହାର କରୁଛନ୍ତି । ୧୦ ବର୍ଷ ମଧ୍ୟରେ ସାମାନ୍ୟ ଗୋଟେ…
