ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ଅଞ୍ଚଳରେ ଦିନକୁ ଦିନ ବଢ଼ୁଥିବା ସଡ଼କ ଦୁର୍ଘଟଣାକୁ ରୋକିବା ଓ ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ ବୁଗୁଡ଼ା ପୋଲିସ ପକ୍ଷରୁ ଏକ ଅଭିନବ ସଡ଼କ ସୁରକ୍ଷା ଅଭିଯାନ ଅନୁଷ୍ଠିତ ହୋଇଯାଇଛି।ଆଜି ବୁଗୁଡ଼ା…
Category: ରାଜ୍ୟ
ପିଏମଶ୍ରୀ ପିପୁଲ୍ସ ହାଇସ୍କୁଲର ୮୨ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ବୁଗୁଡା ସ୍ଥିତ ସ୍ଥାନୀୟ ପିଏମଶ୍ରୀ ପିପୁଲ୍ସ ହାଇସ୍କୁଲ ପରିସରରେ ବିଦ୍ୟାଳୟର ୮୨ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଘାଟିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ କାଳୀ ଚରଣ ବେହେରାଙ୍କ ପୌରହିତ୍ୟରେ ଆୟୋଜିତ ଏହି କ୍ରୀଡା ଉତ୍ସବରେ ମୁଖ୍ୟ…
ବୁଗୁଡ଼ା ପିପୁଲସ୍ କଲେଜରେ ବିକ୍ଷିପ୍ତା ସାହିତ୍ୟ ପ୍ରତିଷ୍ଠାନର ପୁସ୍ତକ ଉନ୍ମୋଚନ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ପିପୁଲସ୍ କଲେଜ ପରିସରରେ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ସହଯୋଗରେ ‘ବିକ୍ଷିପ୍ତା ସାହିତ୍ୟ ପ୍ରତିଷ୍ଠାନ’ ପକ୍ଷରୁ ଏକଭବ୍ୟ ପୁସ୍ତକ ଉନ୍ମୋଚନ, ଆଲୋଚନା ଚକ୍ର ଓ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ଗୌରୀପତି ଦାଶଙ୍କ ସଭାପତିତ୍ୱ…
ବୁଗୁଡ଼ା ପିପୁଲ୍ସ କଲେଜ୍ରେ ଏବିଭିପି ପକ୍ଷରୁ ରାଷ୍ଟ୍ରୀୟ ଯୁବ ଦିବସ ପାଳିତ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ଆଜି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ, ଘୁମୁସର ଜିଲ୍ଲା ପକ୍ଷରୁ ବୁଗୁଡ଼ା ସ୍ଥିତ ପିପୁଲ୍ସ କଲେଜ ପରିସରରେ ମହାସମାରୋହରେ ସ୍ବାମୀ ବିବେକାନନ୍ଦଙ୍କ ଜନ୍ମ ଜୟନ୍ତୀ ତଥା ରାଷ୍ଟ୍ରୀୟ ଯୁବ ଦିବସ ପାଳିତ ହୋଇଯାଇଛି। ଯୁବପିଢ଼ିଙ୍କ ମଧ୍ୟରେ…
ଗୋଲିଆରେ ପଞ୍ଚାୟତ ସ୍ତରୀୟ ମିଳିତ ଜନଶୁଣାଣି
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ବୁଗୁଡା ବ୍ଲକ ଅନ୍ତର୍ଗତ ଗୋଲିଆ ପଞ୍ଚାୟତରେ ଜାନୁଆରୀ ୧୨ ତାରିଖ ଦିନ ପଞ୍ଚାୟତ ସ୍ତରୀୟ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ବୁଗୁଡା ବିଡିଓ ଦୁତିକୃଷ୍ଣ ପାତ୍ରଙ୍କ ତତ୍ତ୍ଵାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ତହସିଲଦାର ତାପସ…
ବୁଗୁଡାରେ ଆଇସିଡିଏସ ପକ୍ଷରୁ ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ):ଗଞ୍ଜାମ ଜିଲ୍ଲାର ବୁଗୁଡା ବ୍ଲକ ଆଇସିଡିଏସ ପକ୍ଷରୁ ସିଡିପିଓ ବବିତା କୁମାରୀ ପଣ୍ଡାଙ୍କ ତତ୍ତ୍ବାବଧାନରେ ବିଭାଗର କାର୍ଯ୍ୟାଳୟ ପରିସରରେ ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ବୁଗୁଡା ବିଡିଓ…
୫୨୦ ନମ୍ବର ଜାତୀୟ ରାଜପଥର କଳାପାହାଡ଼ ନିକଟରେ ରାସ୍ତାରେ ଓଲଟିଲା ‘ହାଇୱା’
କେନ୍ଦୁଝର/ଯୋଡ଼ା(ସୀତାରାମ ଦୀକ୍ଷିତ) :କେନ୍ଦୁଝର ଜିଲ୍ଲା ଅନ୍ତର୍ଗତ ଜାତୀୟ ରାଜପଥ–୫୨୦ରେ ଆଜି ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। କଳାପାହାଡ଼ ନିକଟରେ ଚଳନ୍ତାବସ୍ଥାରେ ଥିବା ଏକ ‘ହାଇୱା ବଡ଼ ଗାଡି ହଠାତ୍ ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡ଼ିଛି। ଏହି ଦୁର୍ଘଟଣାରେ…
ରାଷ୍ଟ୍ରୀୟ କଳା ମଞ୍ଚ ପକ୍ଷରୁ ଜାତୀୟ ଯୁବ ଦିବସ ଉପଲକ୍ଷେ ଭାଷଣ ଓ ରଚନା ପ୍ରତିଯୋଗିତା
ଗଞ୍ଜାମ/ବୁଗୁଡା(ସୋରେନ କୁମାର ପ୍ରଧାନ):ରାଷ୍ଟ୍ରୀୟ କଳା ମଞ୍ଚ ପକ୍ଷରୁ ରାଷ୍ଟ୍ରୀୟ ଯୁବ ଦିବସ ଅବସରରେ ଭାଷଣ ଓ ରଚନା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଅଛି। ପିପୁଲ କଲେଜର ଅଧ୍ୟକ୍ଷ ପୁରୁଷୋତ୍ତମ ମିଶ୍ର ପ୍ରଦୀପପ୍ରଜ୍ବଳନ କରି ପ୍ରତିଯୋଗିତାକୁ ଆରମ୍ଭ କରିଥିଲେ।ଓଡ଼ିଆ ଭାଷଣ ପ୍ରତିଯୋଗିତାରେ ସୁମିତ ପରିଡ଼ା…
ବଁଅରପାଳ ପି ବି କେ ହାଇସ୍କୁଲରେ ଆଇନ ସଚେତନତା ସପ୍ତାହ ପାଳନ
ଅନୁଗୋଳ/ବଁଅରପାଳସ୍ଥିତ(ଅଜିତ କୁମାର ଭୋଇ): ପାଞ୍ଚଗଡ଼ ବିଜୟ କୁମାର ଉଚ୍ଚ ବିଦ୍ୟାଳୟରେ ସ୍ଥାନୀୟ ଜେ ଏମ ଏଫ ସି କୋର୍ଟର ତାଲୁକ ଆଇନ ସେବା କମିଟିଆନୁକୂଲ୍ୟରେ ଏକ ଆଇନ ସଚେତନତା ଶିବିର ଅନୁଷ୍ଠିତ ହେଇ ଯାଇଛି। ଏହି କାର୍ଯ୍ୟକ୍ରମରେ ଅଦାଲତର ମହିଳା ବିଚାରପତି…
ଟାଟା ଷ୍ଟିଲ୍ କପିଳାସ ହାଫ୍ ମାରାଥନ୍-୨୦୨୬ ଅନୁଷ୍ଠିତ
ଅନୁଗୋଳ (ଅଜିତ କୁମାର ଭୋଇ): ଟାଟା ଷ୍ଟିଲ୍ ପକ୍ଷରୁ ଢେଙ୍କାନାଳ ଜିଲ୍ଲା ପ୍ରଶାସନ ଏବଂ ଓଡ଼ିଶା ଆଥଲେଟିକ୍ ଆସୋସିଏସନ୍ର ମିଳିତ ସହଯୋଗରେ ଶନିବାର ‘ଟାଟା ଷ୍ଟିଲ୍ କପିଳାସ ହାଫ୍ ମାରାଥନ୍ ର ତୃତୀୟ ସଂସ୍କରଣ କପିଳାସ ପାହାଡର ପାଦ ଦେଶରେ ସଫଳତାର…
