ସମ୍ବଲପୁର ଜିଏମ୍ ବିଶ୍ୱବିଦ୍ୟାଳୟରେ ଛାତ୍ରୀ ଅସଦାଚରଣ ମାମଲା

ସମ୍ବଲପୁର (ଶ୍ରୀକ୍ଷେତ୍ର ନ୍ୟୁ୍ଜ଼ ବ୍ୟୁରୋ): ବାଲେଶ୍ଵର ପରେ ସମ୍ବଲପୁର ରେ ସମାନ ଘଟଣା… ସମ୍ବଲପୁର ଜିଏମ ବିଶ୍ବବିଦ୍ୟାଳୟରେ ଛାତ୍ରୀ ନିର୍ଯ୍ଯାତନା ଓ ଅସଦାଚରଣ ମାମଲାରେ ଆସିଷ୍ଟାଣ୍ଟ ପ୍ରଫେସର ଗିରଫ | ଏଜୁକେସନ ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ଗିରଫ | ୪ ମାସ ତଳେ ଅଭିଯୋଗ ହୋଇଥିବାବେଳେ ଛାତ୍ରୀ ଜଣକ ମହିଳା ଥାନାର ଦ୍ବାରସ୍ଥ ହୋଇଥିଲେ | ତେବେ ଅଭିଯୋଗ ପରେ ଆସିଷ୍ଟାଣ୍ଟ ପ୍ରଫେସର ଗୋପୀକାନ୍ତ ସୁନା ଗିରଫ ହୋଇଛନ୍ତି | ମହିଳା ପୋଲିସ ଗୋପୀକାନ୍ତ ସୁନାଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ପୋଲିସ,

Leave a Reply

Your email address will not be published. Required fields are marked *

error: Content is protected !!