୫୦ହଜାର ଲାଞ୍ଚ ଟଙ୍କା ସହିତ କଣିହାଁ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କୁ ଧରିଲା ଭିଜିଲାନ୍ସ

ଅନୁଗୋଳ (ଅଜିତ କୁମାର ଭୋଇ): ବର୍ତ୍ତମାନର ବଡ଼ ଖବର ୫୦ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ କଣିହାଁ ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ରର ଡାକ୍ତର ଅନୁଗୋଳ ଜିଲ୍ଲା କଣିହାଁ ବ୍ଲକ କଣିହାଁ ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରର ଡାକ୍ତର ସୁମନ୍ତ କୁମାର ପଟେଲ , ୫୦ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରା ପଡିଲେ ଭିଜିଲାନ୍ସ ହାତରେ ଆଜି କଣିହାଁ ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ରେ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ିବସିଲା ଭିଜିଲାନ୍ସ

Leave a Reply

Your email address will not be published. Required fields are marked *

error: Content is protected !!