ଭାଜପା ବିଧାୟକ ପାର୍ଥୀ ପୃଥିବୀରାଜ ହରିଚନ୍ଦନ ଙ୍କ ନାମାଙ୍କନ ପତ୍ର ଦାଖଲ

ଭୁବନେଶ୍ୱର :ଆଜି ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ପୃଥ୍ଵୀରାଜ ହରିଚନ୍ଦନ ଏକ ବିରାଟ ଶୋଭାଯାତ୍ରାରେ ଆସି ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳ ତଥା ଚିଲିକା ନିର୍ବାଚନମଣ୍ଡଳୀର ରିଟର୍ନିଂ ଅଧିକାରୀଙ୍କ ନିକଟରେ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ଆଜି ମଧ୍ୟାହ୍ନରେ ଖୋର୍ଦ୍ଧା ନୁଆ ବସ ଷ୍ଟାଣ୍ଡ ଛକରୁ ହଜାର ହଜାର ସମର୍ଥକଙ୍କ ସହ ଏକ ବିରାଟ ଶୋଭାଯାତ୍ରାରେ ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ପହଞ୍ଚିଥିଲେ ଶ୍ରୀ ହରିଚନ୍ଦନ। ଏହାପରେ ନିଜର ନାମାଙ୍କନ ପତ୍ର ଦାଖଲ କରିଥିଲେ।

ଭୁବନେଶ୍ୱର ରୁ ସମୀର ରଞ୍ଜନ ନାୟକ ଙ୍କ ରିପୋର୍ଟ

Leave a Reply

Your email address will not be published. Required fields are marked *

Powered by Joinchat