ଅପରାହ୍ନ ପର୍ଯ୍ୟନ୍ତ ରାଜ୍ୟ ନିର୍ବାଚନ ଖବର

ସୂଚନାନୁଯାଇ ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି, କୋରାପୁଟ, ନବରଂଗପୁର ଓ ବ୍ରହ୍ମପୁର ଲୋକସଭା ନିର୍ବାଚନ ମଣ୍ଡଳୀ ଓ ଏହାର ଅଧୀନସ୍ଥ ୨୮ଟି ବିଧାନସଭା କ୍ଷେତ୍ରରେ ସୋମବାର ସକାଳ ୭ଟାରୁ ମତଦାନ ଜାରି ରହିଛି।

ରାଜ୍ୟ ମୁଖ୍ୟ ନିର୍ବାଚନ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି ଯେ ଅପରାହ୍‌ଣ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୯୬ ପ୍ରତିଶତ ‌ମତଦାନ ହୋଇଛି।
ବର୍ତମାନ ପର୍ଯ୍ୟନ୍ତ ନବରଂଗପୁରରେ ସର୍ବାଧିକ ଓ ବ୍ରହ୍ମପୁରରେ ସବୁଠାରୁ କମ ୫୮ ପ୍ରତିଶତ ମତଦାନ ରେକର୍ଡ ହୋଇଛି।

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ କହିଛନ୍ତି, ନବରଂଗପୁର ଲୋକସଭା ଆସନରେ ସନ୍ଧ୍ୟା ୫ଟା ସୁଦ୍ଧା ନବରଂଗପୁରରେ ୬୮.୮୪ ପ୍ରତିଶତ, କଳାହାଣ୍ଡିରେ ୬୭.୩୭ ୯%, କେରାପୁଟରେ ୬୧.୨୨% ମତଦାନ ହୋଇଛି।

Leave a Reply

Your email address will not be published. Required fields are marked *

Powered by Joinchat