ସ୍ନାନ ପୁର୍ଣିମା ଓ ରଥଯାତ୍ରା ସମୀକ୍ଷା ବୈଠକ

ପୁରୀ :ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ପରିଚାଳନା ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ହେଇଛି । ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ, ଆଇନ ମନ୍ତ୍ରୀ, ମୁଖ୍ୟ ଶାସନ ଶଚିବ, ଡିଜିପି, ବରିଷ୍ଠ ଅଧିକାରୀ ଉପସ୍ଥିତଥିଲେ । ମହାପ୍ରଭୁଙ୍କ ସବୁ ନୀତିକାନ୍ତି କିପରି ଶୃଙ୍ଖଳିତ ହେବ, ସେନେଇ ଆଜି ଆଲୋଚନା କରାଯାଇଛି।

ବୈଠକରେ ସ୍ନାନଯାତ୍ରା, ରଥଯାତ୍ରା, ଅଣସର ନୀତିକାନ୍ତି ଉପରେ ବିସ୍ତୃତ ଆଲୋଚନା ହୋଇଥିଲା ।

Leave a Reply

Your email address will not be published. Required fields are marked *

error: Content is protected !!