ରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ନୂଆଦିଲ୍ଲୀ : ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବାପାରେ ପ୍ରଥମ ଥର ଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ। ଗସ୍ତର ପ୍ରଥମ ଚରଣରେ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଭେଟିଛନ୍ତି ମହାମହିମଙ୍କୁ । ସୌଜନ୍ୟମୂଳକ ସାକ୍ଷାତକାର ବେଳେ ପୁରୀ ରଥଯାତ୍ରା ଦେଖିବା ପାଇଁ ରାଷ୍ଟ୍ରପତିଙ୍କୁ ଆମନ୍ତ୍ରଣ କରିଥିବା ଜଣାପଡ଼ିଛି।

Leave a Reply

Your email address will not be published. Required fields are marked *

error: Content is protected !!