ରଥଯାତ୍ରା ପ୍ରସ୍ତୁତି ସମ୍ପର୍କ ରେ ପୋଲିସ ବିଭାଗ ର ବୈଠକ ଅନୁଷ୍ଠିତ

ପୁରୀ : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରାର ସୁପରିଚାଳନା ନିମନ୍ତେ ଡିଜିପି ଶ୍ରୀ ଅରୁଣ କୁମାର ଷଡଙ୍ଗୀଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ପୁରୀସ୍ଥିତ ଟାଉନ ହଲଠାରେ ଅନୁଷ୍ଠିତ ହୋଇଯାଇଛି।

ରଥଯାତ୍ରାକୁ ଶୃଙ୍ଖଳିତ, ଅଘଟଣ ମୁକ୍ତ ତଥା ଭକ୍ତଙ୍କୁ ଉପଯୁକ୍ତ ସେବା ଓ ସୁରକ୍ଷା ପ୍ରଦାନ ଉପରେ ଡିଜିପି ଗୁରୁତ୍ୱାରୋପ କରିଛନ୍ତି।

Leave a Reply

Your email address will not be published. Required fields are marked *

error: Content is protected !!