ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ମୟୁରଭଞ୍ଜ (ଜିତେନ୍ଦ୍ର ରାଜ଼) : ମୟୁରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ଥାନା ଅନ୍ତର୍ଗତ କେନ୍ଦୁଜୁଆଣି ସାପ୍ତାହିକ ହାଟ ରୁ ଯୁବକ ଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ଗତକାଲି ସନ୍ଧ୍ୟା ରେ ଯୁବକଙ୍କୁ ହତ୍ୟା ପରେ ହତ୍ୟାକାରୀ ଦୁର୍ବୁର୍ତ୍ତ ପୋଡିବାକୁ ଚେଷ୍ଟା କରିଥିବା ଅନୁମାନ କରାଯାଉଛି।

ଠାକୁରମୁଣ୍ଡା ପୋଲିସ ଘଟଣାସ୍ଥଳରେ ପହ୍ଞ୍ଚି ତଦନ୍ତ ଆରମ୍ଭ କରିବା ସହିତ ଶବ ଚି଼ହ୍ନଟ କରିବାକୁ ପ୍ରୟାସ ଆରମ୍ଭ କରିଥିବା ସୂଚନା ମିଳିଛି ମୟୁରଭଞ୍ଜ କରଞ୍ଜିଆ ରୁ ଜିତେନ୍ଦ୍ର ରାଜ ଙ୍କ ରିପୋର୍ଟ

Leave a Reply

Your email address will not be published. Required fields are marked *

Powered by Joinchat