ଓଡିଶା ଗସ୍ତରେ ଆସିବେ କେନ୍ଦ୍ରୀୟ ଗୃହମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର (ସମୀର ରଞ୍ଜନ ନାୟକ) :ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ । ୨୮,୨୯, ୩୦ ତାରିଖ ମଧ୍ୟରେ ଓଡ଼ିଶା ଆସିବେ ଶାହ । ଭୁବନେଶ୍ୱରରେ ବିଧାୟକଙ୍କ ଟ୍ରେନିଂ କାର୍ଯ୍ୟକ୍ରମରେ ଯୋଗ ଦେବେ । ସେହିପରି ଶାହ ସମ୍ଭଲପୁର ମଧ୍ୟ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଏନେଇ ସୂଚନା ଦେଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଶ୍ରୀ ସାମଲ କହିଛନ୍ତି ଯେ ମନମୋହନ ସାମଲ କହିଛନ୍ତି ଗୃହମନ୍ତ୍ରୀ ଡ‌େିସମ୍ବର ୨୮, ୨୯ ଏବଂ ୩୦ ମଧ୍ୟରେ ଦୁଇ ଦିନିଆ ଗସ୍ତରେ ଆସିବେ। ଭୁବନେଶ୍ବରରେ ବିଧାୟକଙ୍କ ଟ୍ରେନିଂ କାର୍ଯ୍ୟକ୍ରମରେ ଯୋଗଦେବେ। ଏହା ସହିତ ସମ୍ବଲପୁର ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି

Leave a Reply

Your email address will not be published. Required fields are marked *

error: Content is protected !!