ଯୁଗ୍ମ ନିର୍ଦ୍ଦେଶକ ଭାବେ ପଦୋନ୍ନତି ପାଇଲେ ସଂଜୀବ

କେନ୍ଦୁଝର (ସୀତାରାମ ଦୀକ୍ଷିତ) : କେନ୍ଦୁଝର ମାଟିର ପୁଅ ତଥା ସଫଳତାପୂର୍ବକ କେନ୍ଦୁଝର ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭାବେ ଦୀର୍ଘ ବର୍ଷ ଦାୟିତ୍ୱ ସମ୍ପନ୍ନ କରିଥିବା ସଂଜୀବ କୁମାର ବାରିକ ଓଡ଼ିଶା ସୂଚନା ସେବା କ୍ୟାଡରରେ ଯୁଗ୍ମ ନିର୍ଦ୍ଦେଶକ ଭାବେ ପଦୋନ୍ନତି ପାଇଛନ୍ତି ।ସୂଚନାଯୋଗ୍ୟ ଉପନିର୍ଦ୍ଦେଶକ ଭାବେ ଶ୍ରୀ ବାରିକ ବର୍ତ୍ତମାନ ରାଜ୍ୟପାଳଙ୍କ ଲୋକସମ୍ପର୍କ ଅଧିକାରୀ ଭାବେ କାର୍ଯ୍ୟରତ ଅଛନ୍ତି ଏବଂ ପଦୋନ୍ନତି ପରେ ମଧ୍ୟ ଏହି ସମ୍ମାନଜନକ ପଦବୀରେ ପୂର୍ବପରି କାର୍ଯ୍ୟ କରିବା ପାଇଁ ନିର୍ଦ୍ଦେଶିତ ହୋଇଛନ୍ତି ।

Leave a Reply

Your email address will not be published. Required fields are marked *

error: Content is protected !!