ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସ୍ୱତନ୍ତ୍ର ସଘନ ସଂଶୋଧନ ସଂପର୍କିତ ଆଭାସୀ ବୈଠକ ଅନୁଷ୍ଠିତ

ରାୟଗଡା (ଗୋପୀନାଥ ଗୌଡ଼): ମୁଖ୍ୟ ନିର୍ବାଚନ ଅଧିକାରୀ, ଓଡ଼ିଶା ଶ୍ରୀ ଆର୍‌.ଏସ୍‌. ଗୋପାଳନ (ଭା. ପ୍ର. ସେ.)ଙ୍କ ଅଧ୍ୟକ୍ଷତାରେ ସ୍ୱତନ୍ତ୍ର ସଘନ ସଂଶୋଧନ ସମ୍ପର୍କିତ ଆଭାସି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଉପ ମୁଖ୍ୟ ନିର୍ବାଚନ ଅଧିକାରୀ ଡ.…

ପବିତ୍ର କାର୍ତ୍ତିକ ମାସର ପ୍ରଥମ ସୋମବାରରେ ବୃଦ୍ଧଖୋଲ ଶୈବ ପୀଠରେ ଭକ୍ତଙ୍କ ଭିଡ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ଆଜି ପବିତ୍ର କାର୍ତ୍ତିକ ମାସର ପ୍ରଥମ ସୋମବାର ହୋଇଥିବା ବେଳେ ବୁଗୁଡ଼ା ଅଞ୍ଚଳର ସମସ୍ତ ଶୈବପୀଠ ଓ ମନ୍ଦିରରେ ଲାଗିଛି ଭକ୍ତଙ୍କ ଭିଡ଼।ସେହିଭଳି ଗଞ୍ଜାମଜିଲ୍ଲା ବୁଗୁଡ଼ା ରେ ଥିବା ଐତିହ୍ୟ ଶୈବପୀଠ ବୃଦ୍ଧଖୋଲ,ବୁଗୁଡ଼ା ଶ୍ରୀ ବଳଦେବ…

ବୁଗୁଡା ବ୍ଲକ ସ୍ତରୀୟ ବରିଷ୍ଠ ନାଗରିକ ଦିବସ ୨୦୨୫

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ଓଡିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ଓ ଗଞ୍ଜାମ ଜିଲ୍ଲା ପ୍ରଶାସନଙ୍କ ନିର୍ଦ୍ଦେଶ ପ୍ରକାରେ ବୁଗୁଡା ବ୍ଲକ ପ୍ରଶାସନ ପକ୍ଷରୁ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ବୁଗୁଡା ବ୍ଲକ ସ୍ତରୀୟ…

ସାମାଜିକ ଗଣ ମାଧ୍ୟମ ସଂସ୍କାର ବୈଠକ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ନିକଟରେ ଥିବା ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ବୁଦ୍ଧଖୋଲ ଠାରେ “ସାମାଜିକ ଗଣମାଧ୍ୟମ ସଂସ୍କାର ବୈଠକ” ଅନୁଷ୍ଠିତ ହୋଇ ଯାଇଛି । ବୁଗୁଡ଼ାର ଅନ୍ତର୍ଜାତୀୟ ଚିତ୍ରଶିଳ୍ପୀ ତଥା ସଂସ୍କାର ଭାରତୀ ଉତ୍କଳ ପୁର୍ବ ପ୍ରାନ୍ତର…

ମୁନୁସ ପଦର ଗ୍ରାମ ପୁଣି ଚର୍ଚ୍ଚାରେ , କାଛୁ କୁଣ୍ଡିଆ ଭଳି ରୋଗରେ ଅନେକ ଶିଶୁ ଆକ୍ରାନ୍ତ।

ରାୟଗଡା (ଗୋପୀନାଥ ଗୌଡ଼): ପୁଣି ମୁନୁସ ପଦର ଗ୍ରାମର ଶିଶୁ ମାନଙ୍କ ସ୍ୱାସ୍ଥ୍ୟ ସମସ୍ୟା କୁ ନେଇ ଚର୍ଚ୍ଚା କୁ ଆସିଛି। ଗତ ଏକ ଵର୍ଷ ପୂର୍ବେ ଏଠାରେ ଡ଼ିପଥେରିଆରେ ରୋଗରେ ଆକ୍ରାନ୍ତ ହୋଇଛି ୫ ଜଣ ଶିଶୁ ମୃତ୍ୟୁ ଵରଣ…

ସିଆର୍‌ପି.ସିଏମ୍ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ରାୟଗଡ଼ା ଜିଲ୍ଲାପାଳଙ୍କୁ ଦାବିପତ୍ର

ରାୟଗଡ଼ା(ଗୋପୀନାଥ ଗୌଡ଼): ଅଲ୍ ଓଡ଼ିଶା ସିଆର୍‌ପି.ସିଏମ୍. ଆସୋସିଏସନ ରାୟଗଡ଼ା ଜିଲ୍ଲା ଶାଖା ସଭାନେତ୍ରୀ ଭାରତୀ ନାୟକ ଏବଂ ଜିଲ୍ଲା ସମ୍ପାଦିକା ହିରା ଦେବୀ ପ୍ରଧାନଙ୍କ ନେତୃତ୍ବରେ ରାୟଗଡ଼ା ଜିଲ୍ଲା ଶାଖା ପକ୍ଷରୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ରାୟଗଡ଼ା ଜିଲ୍ଲାପାଳଙ୍କୁ ଏକ ଦାବୀ…

ବାଲିପଦର କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି”

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ଗଞ୍ଜାମ ଜିଲ୍ଲାର ବୁଗୁଡା ବ୍ଲକ ଅନ୍ତର୍ଗତ ବାଲିପଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାଲିପଦର କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି” ଅକ୍ଟୋବର ୧୦ ତାରିଖ ଦିନ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିଶ୍ୱଜିତ୍‌ ପରିଡ଼ାଙ୍କ…

ବୁଗୁଡ଼ାରେ ମା’ ଗଜଲକ୍ଷ୍ମୀଙ୍କ ଭସାଣି ଉତ୍ସବ

ଗଞ୍ଜାମ/ବୁଗୁଡ଼ା(ସୋରେନ କୁମାର ପ୍ରଧାନ):ବୁଗୁଡ଼ା ଅଞ୍ଚଳରେ ଚଳିତ ବର୍ଷ ମା’ ଗଜଲକ୍ଷ୍ମୀଙ୍କ ପୂଜା ଉତ୍ସବ କୁମାର ପୂର୍ଣ୍ଣିମା ଦିନରୁ ଅନୁଷ୍ଠିତ ହୋଇଆସୁଥୁଲା ବେଳେ ଦୈନିକ ସନ୍ଧ୍ୟାରେ ପୂଜା ମଣ୍ଡପ ଗୁଡିକ ନିକଟରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମୁଥିଲା ବେଳେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ସାଙ୍ଗକୁ…

ମୁର୍ଷୁଣ୍ଢୀ ୪୩ତମ ଗଜଲକ୍ଷ୍ମୀ ଅବସରରେ ମୁରାସୁର ଦରବାର ଚତୁର୍ଥ ସନ୍ଧ୍ୟା

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ଠାରେ ୪୩ ତମ ଗଜଲକ୍ଷ୍ମୀ ପୂଜା ଅବସରରେ ମୁରାସୁର ଦରବାରର ଚତୁର୍ଥ ସନ୍ଧ୍ୟା ରେ ବରୁଣ ରାଜା ଲକ୍ଷ୍ମୀ ଙ୍କ ପାଇଁ ସ୍ବୟମ୍ବର ସଭା ଆୟୋଜନ। ବିଷ୍ଣୁ…

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଗୋପବନ୍ଧୁ ଜୟନ୍ତୀ ପାଳିତ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସ୍ବପରିସରରେ ଗୋପବନ୍ଧୁ ଜୟନ୍ତୀ ପାଳିତ ହୋଇଯାଇଛି । ପ୍ରଧାନାଚାର୍ଯ୍ଯ ଆଟଲ୍ ଲିଙ୍ଗରାଜଙ୍କ ପୌରହିତ୍ଯରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ଅତିଥି ଭାବେ ପରିଚାଳନା ସମିତି କୋଷାଧକ୍ଷ ତ୍ରିଲୋଚନ ସାହୁ…

error: Content is protected !!
Powered by Joinchat