ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ଜନ୍ମ ଦିବସ ଅବସରରେ ବିଜେପି ପକ୍ଷରୁ ଆସନ୍ତା ୧୭ ତାରିଖ ଠାରୁ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ସବୁଠି ସେବା ପକ୍ଷ ପାଳନ କରାଯିବା କୁ ଲକ୍ଷ ରଖିଛି ବିଜେପି ଦଳ…
Tag: Oriya Newspaper
ଯୋଡ଼ା ବ୍ଲକରେ ଭୀମଭୋଇ ସାମର୍ଥ୍ୟ ଶିବିର ଅନୁଷ୍ଠିତ
କେନ୍ଦୁଝର/ଯୋଡ଼ା(ସୀତାରାମ ଦୀକ୍ଷିତ) :କେନ୍ଦୁଝର ଜିଲ୍ଲା ଯୋଡ଼ା ବ୍ଲକ ପ୍ରାଙ୍ଗଣରେ ବୁଧବାର ଦିନ ସମସ୍ତ ପଞ୍ଚାୟତ ଏବଂ ଯୋଡ଼ା ପୌରପାଳିକା କୁ ନେଇ ଏକ ସ୍ୱତନ୍ତ୍ର ଭିନ୍ନକ୍ଷମ ସ୍ୱାସ୍ତ୍ୟ ଶିବିର ଅନୁଷ୍ଠିତ ହୋଇଥିଲା। ଏହି ଶିବିରର ଉଦ୍ଦେଶ୍ୟ ଥିଲା ଭିନ୍ନକ୍ଷମ,ଦିବ୍ୟାଙ୍ଗ ଓ ଦୃଷ୍ଟିହୀନ…
ସିଏମପିଏଫ ପେନସନ ବୃଦ୍ଧି ଦାବିରେ ଏଆଇସିପିଏସ ତରଫରୁ ଧାରଣା
ତାଳଚେର (ଅଜିତ କୁମାର ଭୋଇ): ତାଳଚେରର ବିଭିନ୍ନ କୋଇଲାଖଣି ଗୁଡିକରେ କାର୍ଯ୍ୟକରି ବହୁ କର୍ମଚାରୀ ଓ ଶ୍ରମିକ ମାନେ ଅବସର ନେଇଥିବାବେଳେ ସେମାନଙ୍କୁ ଉପଯୁକ୍ତ ପେନସନ ମିଳୁନଥିବା ସହ ସେମାନେ ପାଉଥିବା ପେନସନ ବୃଦ୍ଧି କରିବା ଓ ସ୍ଵାସ୍ଥ୍ୟ ସୁବିଧା ପାଇବା…
ମହିଳା କମିଶନରଙ୍କ ଅନୁଗୋଳ ଗସ୍ତ
ଅନୁଗୋଳ(ଅଜିତ କୁମାର ଭୋଇ): ଓଡିଶା ସରକାରଙ୍କ ମହିଳା କମିଶନର ସଦସ୍ୟା ପ୍ରତିଭା ଶତପଥୀ ଓ ନିରିକ୍ଷକ ସସ୍ମିତା ଦାସ ଏକ ଦିନିକିଆ ଅନୁଗୋଳ ଗସ୍ତରେ ଆସି ଜିଲ୍ଲାରେ ବିଭିନ୍ନ ସାମାଜିକ ଅନୁଷ୍ଠାନ ବୁଲି ଅନ୍ତେବାସୀମାନଙ୍କ ସହ ବାର୍ତାଳାପ କରି ତାଙ୍କର ସୁବିଧା…
ବରିଷ୍ଠ ନାଗରିକ ସଂଗଠନର ପ୍ରତିନିଧିଙ୍କ ଦ୍ଵାରା ଡ଼ାକ୍ତରଖାନା ପରିଦର୍ଶନ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସଦର ସ୍ଥିତ ବରିଷ୍ଠ ନାଗରିକ ସଂଗଠନର କର୍ମକର୍ତ୍ତା ମଙ୍ଗଳବାର ସ୍ଥାନୀୟ ଉପଖଣ୍ଡସ୍ତରୀୟ ଡ଼ାକ୍ତରଖାନା ପରିଦର୍ଶନ କରି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଓ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ ଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର…
ଭଦ୍ରାସାହିରେ ପରିମଳ ସମସ୍ୟା ଉପରେ ବୈଠକ, ବଜାର କମିଟି ଗଠନ
କେନ୍ଦୁଝର/ବଡ଼ବିଲ (ସୀତାରାମ ଦୀକ୍ଷିତ): କେନ୍ଦୁଝର ଜିଲ୍ଲା ଯୋଡ଼ା ବ୍ଲକ ଅନ୍ତର୍ଗତ ଭଦ୍ରାସାହି ପଞ୍ଚାୟତରେ ପରିମଳ ବ୍ୟବସ୍ଥା ଠପ୍ ହୋଇଯାଇଥିବା ନେଇ ଖବର ପ୍ରସାରଣ ହେବା ପରେ ଆଜି ପଞ୍ଚାୟତର ନିଦ ଭାଙ୍ଗିଥିବା ଦେଖିବାକୁ ମିଳିଛି । ଆଜି ଭଦ୍ରାସାହି କଲ୍ୟାଣ ମଣ୍ଡପ ଠାରେ…
ଚମ୍ପୁଆ ରେଞ୍ଜ ପକ୍ଷରୁ ପରିବେଶ ସଚେତନତା କାର୍ଯ୍ୟକ୍ରମ
କେନ୍ଦୁଝର/ଚମ୍ପୁଆ (ପ୍ରଦୀପ ମହାନ୍ତ):ଚମ୍ପୁଆ ବନାଞ୍ଚଳ ପକ୍ଷରୁ ଚମ୍ପୁଆ ଉପଖଣ୍ଡରେ ପରବେଶ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଉଦଘାଟନ କରାଯାଇଛି । ଏହି ଅବସରରେ ଚମ୍ପୁଆ ରେଞ୍ଜ କାର୍ଯ୍ୟାଳୟଠାରେ ମାଆଙ୍କ ନାମରେ ବୃକ୍ଷଟିଏର ଏକ ସଚେତନତା ରଥର ଶୁଭ ଉଦଘାଟନ କରାଯାଇଥିଲା । ଏଥିରେ…
ଜିଲ୍ଲା କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି ।
ଅନୁଗୋଳ (ଅଜିତ କୁମାର ଭୋଇ): କାର୍ଯ୍ୟାଳୟ ଠାରେ ଅନୁଗୋଳ ଅତିରିକ୍ତ ଜିଲ୍ଲା ଶ୍ରୀ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ୩୧ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୨୫ଟି ବ୍ୟକ୍ତିଗତ ଓ ୬ଟି…
ଛେଳି ଛୁଆ ମେଳିରେ ହରିଣ ଛୁଆ,ହରିଣ ଛୁଆକୁ ଉଦ୍ଧାର କଲା ବନବିଭାଗ
ଅନୁଗୋଳ (ଅଜିତ କୁମାର ଭୋଇ): ବନ୍ତଳା ରେଞ୍ଜ ଅନ୍ତର୍ଗତ ତଳଗଡ଼ ମୁଣ୍ଡାସାହିରୁ ଏକ ହରିଣ ଶାବକକୁ ବନବିଭାଗ ଉଦ୍ଧାର କରିଛି। ଗାଁ ର ଜଣେ ବ୍ୟକ୍ତି ଜଙ୍ଗଲକୁ ଛେଳି ଚରାଇବାକୁ ଯାଇ ସନ୍ଧ୍ୟାରେ ଫେରିବା ବେଳେ ଛେଳିପଲରେ ଏକ ହରିଣ ଛୁଆ…
ଚମ୍ପୁଆ ଅବକାରୀ ବିଭାଗ ଓ ପୁଲିସର ମିଳିତ ଚଢାଉ
କେନ୍ଦୁଝର/ଚମ୍ପୁଆ (ପ୍ରଦୀପ ମହାନ୍ତ) : ଚମ୍ପୁଆ ଅବକାରୀ ବିଭାଗ ଓ ପୁଲିସ ବିଭାଗ ପକ୍ଷରୁ ମିଳିତ ଅବକାରୀ ଚଢାଉ କରାଯାଇଥିବା ସୂଚନା ରହିଛି । କେନ୍ଦୁଝର ଅବକାରୀ ଅଧୀକ୍ଷକ ସୀତାରାଣୀ ପଟାୟତଙ୍କ ନିର୍ଦ୍ଦେଶକ୍ରମେ ଚମ୍ପୁଆ ଅବକାରୀ ନିରୀକ୍ଷକ ଏଚ ଜଗା ରାଓଙ୍କ…
