ଅନୁଗୋଳ (ଅଜିତ କୁମାର ଭୋଇ): ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ବଅଁରପାଳ ବ୍ଳକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଆରକ୍ଷୀ ଅଧୀକ୍ଷକ ରାହୁଳ ଜୈନ ଯୋଗ…
Tag: Oriya Newspaper
ପାଖେଇ ଆସିଲାଣି ଗଣେଶ ପୂଜା,ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଗଣେଶ ପୂଜା ପାଖେଇ ଆସିଲାଣି । ଉତ୍ସବ ମୁଖର ହୋଇ ଉଠିବ ବୁଗୁଡ଼ା ଅଞ୍ଚଳ । ସେଥି ପାଇଁ ବୁଗୁଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ। ଆଉ କିଛି ଦିନ ବ୍ୟବଧାନ ପରେ ଗଣେଶ…
ଜ୍ଞାନ ପ୍ରକାଶ ଅନୁଷ୍ଠାନ ପକ୍ଷରୁ ରାୟଗଡ଼ାରେ ବର୍ଷା କବିତା ଆସର କାର୍ଯ୍ୟକ୍ରମ ଅନୁଷ୍ଠିତ
ରାୟଗଡ଼ା (ଗୋପୀନାଥ ଗୌଡ଼):ରାଜ୍ୟ ସ୍ତରୀୟ ଅନୁଷ୍ଠାନ ଜ୍ଞାନ ପ୍ରକାଶ ତରଫରୁ, ଶିକ୍ଷା, ସମାଜ, ସଂସ୍କୃତି ଏବଂ ସାହିତ୍ୟର ବିକାଶ କ୍ଷେତ୍ରରେ କାର୍ଯ୍ୟ କରୁଥିବା ବେଳେ ରାୟଗଡ଼ାର ସ୍ଥାନୀୟ ବିବେକାନନ୍ଦ ବିଦ୍ୟାମନ୍ଦିର ଠାରେ , ବର୍ଷା କବିତା ଆସର ଅନୁଷ୍ଠିତ ହୋଇଯାଇଛି l…
“ଇମାନୀ ନୃତ୍ୟକଳା କେନ୍ଦ୍ର”ର ଭବ୍ୟ ଉଦଘାଟନ ଅନୁଷ୍ଠିତ ହୋଇଯାଇଛି
ରାୟଗଡା (ଗୋପୀନାଥ ଗୌଡ଼): ରାୟଗଡା ସହରର ସାହିତ୍ୟ-ସଂସ୍କୃତିକ ଦୃଶ୍ୟପଟରେ ଗୁରୁତ୍ୱପୂର୍ଣ୍ଣ ଅନୁଷ୍ଠାନ “ଇମାନୀ ନୃତ୍ୟକଳା କେନ୍ଦ୍ର”ର ଭବ୍ୟ ଉଦଘାଟନ ଅନୁଷ୍ଠିତ ହୋଇଯାଇଛି ।ଏହି ସଂସ୍ଥାକୁ ଶ୍ରୀମତୀ ଇମାନୀ ଶତପଥୀ ପରିଚାଳନା କରୁଥିବା ବେଳେ, ଓଡ଼ିଶୀ ନୃତ୍ୟ ପ୍ରଶିକ୍ଷଣ ଦେବେ ଓଡିଶା ସଙ୍ଗୀତ…
ଶିଶୁ ମନ୍ଦିର ପକ୍ଷରୁ ରକ୍ଷା ବନ୍ଧନ ଉତ୍ସବ ଆଡମ୍ବର ସହ ପାଳିତ
ଗଞ୍ଜାମ/ବୁଗୁଡ଼ା(ସୋରେନ କୁମାର ପ୍ରଧାନ): ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସ୍ବପରିସରରେ ପବିତ୍ର ଶ୍ରାବଣ ପୂର୍ଣ୍ଣିମା ତିଥିରେ”ରକ୍ଷା ବନ୍ଧନ ଉତ୍ସବ”ଉତ୍ସାହର ସହ ପାଳିତ ହୋଇଯାଇଛି।ପ୍ରଧାନାଚାର୍ଯ୍ୟ ଅଟଳ ଲିଙ୍ଗରାଜଙ୍କ ପୌରହିତ୍ୟରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ…
ଅନୁଗୋଳରେ ସୁଭଦ୍ରା ଯୋଜନାର ୩ୟ କିସ୍ତି ପ୍ରଦାନ
ଅନୁଗୋଳ (ଅଜିତ କୁମାର ଭୋଇ) : ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝି କୋରାପୁଟ ଜିଲ୍ଲାର ଜୟପୁର ଠାରେ ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ରାଜ୍ୟର କୋଟିଏରୁ ଊର୍ଦ୍ଧ୍ବ ହିତାକାରୀଙ୍କୁ ସୁଭଦ୍ରା ଯୋଜନାର ୩ୟ କିସ୍ତି ପ୍ରଦାନ କରିଛନ୍ତି…
ବୁଗୁଡ଼ାରେ ଶ୍ରୀବଳଦେବ ସ୍ବାମୀଙ୍କ ଜନ୍ମୋତ୍ସବ ପାଳିତ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ବଳଦେବ ମନ୍ଦିରରେ ଶ୍ରାବଣ ପୂର୍ଣ୍ଣିମା ଅବସରରେ ବଡ ଠାକୁର ଶ୍ରୀବଳଦେବଙ୍କ ଜନ୍ମୋତ୍ସବ ସ୍ବତନ୍ତ୍ର ବିଧିରେ ଅନୁଷ୍ଠିତ ହୋଇଯାଇଛି । ପ୍ରାତଃ କାଳରେ ଠାକୁରଙ୍କ ଅବକାଶ,ମଙ୍ଗଳ ଆଳତୀ, ବାଳଭୋଗ ଆଦି କାର୍ଯ୍ୟ କରାଯାଇଥିବା ବେଳେ ପୂର୍ବାହ୍ନରେ…
“ଘୁମୁସର ର ସ୍ବର” ପକ୍ଷରୁ ୧୫୨ତମ ପୁର୍ଣ୍ଣିମା ସାହିତ୍ୟ ଆସର ଅନୁଷ୍ଠିତ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ପବିତ୍ର ଗହ୍ମା ପୁର୍ଣ୍ଣିମା ଅବସରରେ ଓଡ଼ିଆ ଭାଷା, ସାହିତ୍ୟ, କଳା ଓ ସଂସ୍କୃତି ଗବେଷଣା ପ୍ରତିଷ୍ଠାନ “ଘୁମୁସର ର ସ୍ବର” ପକ୍ଷରୁ ୧୫୨ତମ ପୁର୍ଣ୍ଣିମା ସାହିତ୍ୟ ଆଲୋଚନା ଚକ୍ର “ଏସ୍କଲେଣ୍ଟ୍ ଇଣ୍ଟିଗ୍ରେଟେଡ଼ ଇନଷ୍ଟିଚ୍ୟୁଟ୍” ବାଲିପଦର ଠାରେ…
ଜିଲ୍ଲା ସଂସ୍କୃତି ବିଭାଗ ଓ ମହାନଦୀ ସାହିତ୍ୟ ସଂସଦ ପକ୍ଷରୁ ଗଙ୍ଗାଧର ମେହେର ଜୟନ୍ତୀ ପାଳନ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ସଦର ବ୍ଳକ ସଭାଗୃହ ଠାରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ମହା ସମାରୋହରେ ପାଳିତ ହୋଇଯାଇଛି l ସର୍ବ ପ୍ରଥମେ ଗଙ୍ଗାଧର ଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। ପରେ ପରେ…
ସୁବର୍ଣ୍ଣପୁରରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଅଭାସି ଜରିଆରେ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ବିତରଣ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ସଂସ୍କୃତି ଭବନ ଠାରେ ଓଡ଼ିଶାର ମାନ୍ୟବର ମୁଖ୍ୟ ମନ୍ତ୍ରୀଙ୍କ ଦ୍ୱାରା କୋରାପୁଟ ଜିଲ୍ଲାର ଜୟପୁର ଠାରେ ଅନୁଷ୍ଠିତ ହେଉଥିବା ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ଟଙ୍କା ବିତରଣ କାର୍ଯ୍ୟକ୍ରମର ଆଭାସି ମାଧ୍ୟମରେ ସିଧା…