ଜାନୁଆରୀ ୭ରୁ ଆରମ୍ଭ ହେବ ସୁବର୍ଣ୍ଣ ଲୋକ ମହୋତ୍ସବ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣ ଲୋକ ମହୋତ୍ସବ ଓ ରାଜ୍ୟସ୍ତରୀୟ ପଲ୍ଲିଶ୍ରୀ ମେଳା ଆସନ୍ତା ଜାନୁୟାରୀ ୭ରୁ ୧୧ ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ରାମେଶ୍ବର ଷ୍ଟାଡିୟମ ଠାରେ ଆୟୋଜିତ ହେବାନେଇ ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳ ଙ୍କ ଅଫିସ ସଭା ଗୃହ…

ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କ ଦେହାନ୍ତ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ପିପୁଲ୍ସ ହାଇସ୍କୁଲର ପ୍ରାକ୍ତନ ଶିକ୍ଷକ ତଥା ଭାମଶ୍ୟାଳି ହାଇସ୍କୁଲର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଭୁବନେଶ୍ବର ଦୋରା(୭୬)ଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି। ମଙ୍ଗଳବାର ସକାଳେ ଭାମଶ୍ୟାଳିସ୍ଥିତ ସ୍ବବାସଭବନରେ ସେ ହୃଦଘାତର ଶିକାର…

ଧୀରେ ଧୀରେ ସୁସ୍ଥ ହେଉଛନ୍ତି କିମ୍ବଦନ୍ତୀ ଅଭିନେତା ଧର୍ମେନ୍ଦ୍ର

ମୁମ୍ବାଇ (ଶ୍ରୀକ୍ଷେତ୍ର ନ୍ୟୁ୍ଜ଼ ବ୍ୟୁରୋ) : ଗତକାଲି ଠାରୁ ବିଭିନ୍ନ ନାମୀ ଦାମୀ ଗଣମାଧ୍ୟମରେ କିମ୍ବଦନ୍ତୀ ଅଭିନେତା ଧର୍ମେନ୍ଦ୍ରଙ୍କ ବିଷୟରେ ଭୁଲ ଓ ଦାୟିତ୍ୱହୀନଖବର ପ୍ରସାରଣ କରାଯାଇଛି।ବଲିଉଡ୍‌ ଅଭିନେତା ଧର୍ମେନ୍ଦ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିବା ସହ ସେ କ୍ରମଶଃ ସୁସ୍ଥ ହେଉଛନ୍ତି।…

ବଡ଼ବିଲରେ ଅବୈଧ ନିର୍ମାଣ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ

କେନ୍ଦୁଝର/ବଡ଼ବିଲ(ସୀତାରାମ ଦୀକ୍ଷିତ): ବଡ଼ବିଲ ପୌରପାଳିକାରେ ଆଜି ପ୍ରଶାସନ ପକ୍ଷରୁ ଅବୈଧ ନିର୍ମାଣ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ହୋଇଛି। ସରକାରୀ ଜମି ଉପରେ ହୋଇଥିବା ଅବୈଧ ନିର୍ମାଣକୁ ଜେସିବି ଲଗାଇ ଭାଙ୍ଗି ଦିଆଯାଇଛି । ଏହି କାର୍ଯ୍ୟକ୍ରମ କେବଳ ଏକ-ଦୁଇ ଦିନର ପ୍ରକ୍ରିୟା…

ସୁବର୍ଣ୍ଣପୁର ଠାରେ ରାଜ୍ୟ ସ୍ତରୀୟ ନୌକାଚାଳନା ପ୍ରତିଯୋଗିତା

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ସହରର ବଡ଼ବଜାର ତେନ୍ତୁଳିଘାଟ ଠାରେ ଭଗବତୀ ପାଠାଗାର ପକ୍ଷରୁ ୬୨ ତମ ବାଳକ ଭୋଜନ ସମାରୋହ ଓ ରାଜ୍ୟ ସ୍ତରୀୟ ନୌକା ଚାଳନା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର…

ସପ୍ତଶକ୍ତି ସଙ୍ଗମ ଆୟୋଜନ

କେନ୍ଦୁଝର/ବଡ଼ବିଲ(ସୀତାରାମ ଦୀକ୍ଷିତ): ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର, ବଡବିଲବଡବିଲ, ତାରିଖ ୮ ନଭେମ୍ବର ୨୦୨୫ : ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର, ବଡବିଲରେ “ସପ୍ତଶକ୍ତି ସଙ୍ଗମ” ନାମକ ଅର୍ଥପୂର୍ଣ୍ଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଦିବା ୨ଘଣ୍ଟାରୁ ୫ଘଣ୍ଟା ପର୍ଯ୍ୟନ୍ତ ଚାଲିଥିବା ଏହି କାର୍ଯ୍ୟକ୍ରମରେ…

ସୋନପୁରର ପ୍ରାକ୍ତନ ବିଧାୟକ ସ୍ଵର୍ଗତ କୁନ୍ଦୁରୁ କୁଶଳଙ୍କ ୧୮ତମ ଶ୍ରାଦ୍ଧବାର୍ଷିକୀ ପାଳନ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୋନପୁର ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ତଥା ସୋନପୁର ର ବାଇମୁଣ୍ଡି କୁହା ଯାଉଥିବା ସ୍ୱର୍ଗତ କୁନ୍ଦୁରୁ କୁଶଳ ଙ୍କ ୧୮ ତମ ଶ୍ରାଦ୍ଧ ବାର୍ଷିକୀ ସ୍ଥାନୀୟ କୁଞ୍ଜ ଛକ ଠାରେ ପାଳିତ ହୋଇ ଯାଇଛି…

କାର୍ତ୍ତିକ ପୂର୍ଣ୍ଣିମାରେ ପାତାଳୀ ଶ୍ରୀକ୍ଷେତ୍ରରେ ଶ୍ରୀଜୀଉଙ୍କ ରାଜରାଜେଶ୍ୱର ବେଶ

ସୁବର୍ଣ୍ଣପୁର(ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ପ୍ରସିଦ୍ଧ ପୀଠ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଦ୍ୟ ଲୀଳାକ୍ଷେତ୍ର ପାତାଳୀ ଶ୍ରୀକ୍ଷେତ୍ର କୋଟସମଲାଇ ଠାରେ ପବିତ୍ର କାର୍ତ୍ତିକ ପଞ୍ଚୁକ ଉତ୍ସବର ରାସ ପୂର୍ଣ୍ଣମୀ ପର୍ବ ପାଳନ ହୋଇଯାଇଛି । ଆଜି ଏହି ଅବସରରେ ଭୋର୍…

ପବିତ୍ର କାର୍ତିକ ପୂର୍ଣ୍ଣିମା ରେ ଦୀପ ଜାଳି ଡ଼ଙ୍ଗା ଭସେଇଲେ ହଜାର ହଜାର ଶ୍ରଦ୍ଧାଳୁ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ସୁବର୍ଣ୍ଣପୁର ଜିଲ୍ଲା ବିନିକା ସ୍ଥିତ ପୁଣ୍ୟପୀଠ ପାପକ୍ଷୟ ଘାଟରେ ଶତାଧିକ ମହିଳା ଓ ପୁରୁଷ ଲୋକ ଡଙ୍ଗା ଭସାଇଛନ୍ତି ।ବୁଡ଼ ପକାଇବା ପରେ ଲୋକେ ନିକଟସ୍ଥ ବଟବୃକ୍ଷ ଅର୍ଗଲିରେ ଗଲି…

ୟୁଏଏସକୁ ବୁଗୁଡା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ବିରୋଧ

ଗଞ୍ଜାମ/ବୁଗୁଡା(ସୋରେନ କୁମାର ପ୍ରଧାନ): ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ବାରା ପ୍ରଚଳିତ ୟୁଏଏସକୁ ବିରୋଧ କରି ଗଞ୍ଜାମ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ବୁଗୁଡା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଏକ ଦାବିପତ୍ର ସ୍ଥାନୀୟ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ ଜରିଆରେ ପ୍ରଦାନ କରାଯାଇଥିବା…

error: Content is protected !!