ଭୁବନେଶ୍ୱର :ସବୁ ଅପେକ୍ଷାର ଅନ୍ତ ଘଟାଇ ୨୪ ବର୍ଷ ପରେ ଓଡ଼ିଶାକୁ ମିଳିଲେ ନୂଆ ମୁଖ୍ୟମନ୍ତ୍ରୀ । ଏହା ସହିତ ତାଙ୍କ ସହ ଶପଥ ନେଇଛନ୍ତି ଦୁଇ ଉପମୁଖ୍ୟମନ୍ତ୍ରୀ ନିମାପଡା ବିଧାୟକ ପ୍ରଭାତୀ ପରିଡ଼ା ଓ ପାଟଣାଗଡ ବିଧାୟକ କେଭି ସିଂହଦେଓ…
Tag: Odia paper
ନିମନ୍ତ୍ରଣ ରକ୍ଷା କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର :ଭାବୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିମନ୍ତ୍ରଣ ରକ୍ଷା କରିବେ ବୋଲି ବିଜେଡି ସଭାପତି ନବୀନ ପଟ୍ଟନାୟକ ସୂଚନା ଦେଇଥିଲେ । ଯାହାର ଭିଜୁଆଲ ମଧ୍ୟ ଦେଖିବାକୁ ମିଳିଛି। ନିଜର ସୋସିଆଲ୍ ମିଡିଆ ଏକାଉଣ୍ଟରେ ନବୀନ ପଟ୍ଟନାୟକ ଲେଖିଛନ୍ତି, ରାଜ୍ୟର…
ଓଡିଶା ଶପଥଗ୍ରହଣ ଉତ୍ସବରେ ଯୋଗଦେବାକୁ ରାଜଧାନୀରେ ୯ ରାଜ୍ୟର ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର:ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ମାଝୀ। ସେଥିପାଇଁ ଚଳଞ୍ଚଳ ହୋଇଛି ରାଜଧାନୀ ଭୁବନେଶ୍ୱର। ଶପଥ ଗ୍ରହଣ ଉତ୍ସବରେ ସାମିଲ୍ ହେବା ପାଇଁ ଆସିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ରମନ୍ତ୍ରୀ ଓ ୯ ରାଜ୍ୟର ମୁଖ୍ୟମନ୍ତ୍ରୀ। ଆଜିର ଶପଥ ଗ୍ରହଣ…
ପାକିସ୍ତାନ ସପକ୍ଷବାଦୀ ନାରା ଉପରେ ସ୍ପଷ୍ଟୀକରଣ ଦେଲେ କଟକ ବିଧୟିକା
କଟକ: ଗତ ନିର୍ବାଚନରେ ସମ୍ପୂର୍ଣ ଓଡିଶାରେ ବିଜେପି ଓ ନରେନ୍ଦ୍ର ମୋଦୀଙ୍କ ଝଡ ଥିଲା। କିନ୍ତୁ ଓଡିଶାରେ ଭାଇଚାରର ସହର ଭାବେ ପରିଚିତ ଐତିହାସିକ ସହର କଟକବାସୀ ବାଛିଥିଲେ ଭିନ୍ନ ରାସ୍ତା। କଟକରୁ ଜିତିଥିଲେ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିର୍ଦୋଷ।…
ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ମାଝୀ
ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଆଜି ଅପରାହ୍ନରେ ଶପଥ ନେବ ମୋହନ ସରକାର। ଏନେଇ ରାଜଭବନ ପକ୍ଷରୁ ବିଧିବଦ୍ଧ ସୂଚନା ଦିଆଯାଇଛି। ଭୁବନେଶ୍ୱର ଜନତା ମଇଦାନରେ ୪.୫୫ରେ ଶପଥଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ତେବେ ଏହାପୂର୍ବରୁ ମୋହନ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ ଭାବେ…
ଯୁବ ଓ ଛାତ୍ର କଂଗ୍ରେସ କର୍ମୀଙ୍କ ଦ୍ୱାରା ପିସିସି ସଭାପତି ଓ ରାଜ୍ୟ କଂଗ୍ରେସ ପ୍ରଭାରୀଙ୍କ କୁଶପୁତ୍ତଳିକା ଦାହ
ପୁରୀ:ପୁରୀ ବିଧାନସଭା ଅନ୍ତର୍ଗତ ଯୁବ ଓ ଛାତ୍ର କଂଗ୍ରେସ କର୍ମୀ ଙ୍କ କଂଗ୍ରେସ ପିସିସି ସଭାପତି ଓ ରାଜ୍ୟ କଂଗ୍ରେସ ପ୍ରଭାରୀ ଙ୍କ ବିରୋଧରେ କୁଶପୁତ୍ତଳିକା ପୋଡି ବିରୋଧ ଦର୍ଶାଇଛନ୍ତି | ଏହାର ଅନେକ କାରଣ ମଧ୍ୟ ରୁ ସେମାନେ ଯୁବ…
ଶେଷରେ ମୁଖ୍ୟମନ୍ତ୍ରୀଙ୍କ ନାଁ ଉପରୁ ଉଠିଲା ପରଦା
ଭୁବନେଶ୍ୱର:ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ମୁଖ୍ୟମନ୍ତ୍ରୀଙ୍କ ନାଁ ଉପରୁ ଉଠିଛି ପରଦା। ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ ବରିଷ୍ଠ ବିଜେପି ନେତା ତଥା କେନ୍ଦୁଝରର ବିଧାୟକ ମୋହନ ମାଝୀ ସେ ଆସନ୍ତାକାଲି ଅପରାହ୍ନ ୪.୪୫ଟାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ…
ହତ୍ୟା ମାମଲାରେ ବନ୍ଧା ହେଲେ ଲୋକପ୍ରିୟ କନ୍ନଡ ଅଭିନେତା ଦର୍ଶନ
ବେଙ୍ଗାଲୁରୁ:ଏକ ହତ୍ୟା ମାମଲାରେ କନ୍ନଡ ଅଭିନେତା ଦର୍ଶନଙ୍କୁ ଗିରଫ କଲା ପୁଲିସ। ଜୁନ୍ ୯ରେ କନ୍ନଡ ଅଭିନେତା ଦର୍ଶନଙ୍କ ବିରୋଧରେ ଏକ ହତ୍ୟା ମାମଲା ପଞ୍ଜୀକୃତ ହୋଇଥିବା ବେଳେ ଏବେ ତାଙ୍କୁ ଏହି ମାମଲାରେ ଗିରଫ କରାଯାଇଛି। ତାଙ୍କୁ ତାଙ୍କ ମହୀସୁରର…
ମୁଖ୍ୟମନ୍ତ୍ରୀଙ୍କ ନାମକୁ ନେଇ ଏବେବି ସସ୍ପେନ୍ସ ଜାରି
ଭୁବନେଶ୍ୱର:ଏପର୍ଯ୍ୟନ୍ତ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ଚୟନ କରାଯାଇନାହିଁ । ଏନେଇ ଚର୍ଚ୍ଚା ଜୋର ଧରିଛି । ତେବେ ବୁଧବାର ୧୨ ଜୁନରେ ଜଣାପଡିବ କିଏ ହେବ ଓଡ଼ିଶାର ନୂତନ ମୁଖ୍ୟମନ୍ତ୍ରୀ । ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥପାଠ କରିବାର ସମୟ ସୀମା ବର୍ତ୍ତମାନ ଧାର୍ଯ୍ୟ…
ମୋଦୀ ୩.0 ସରକାରରେ ମିଳିବ କାହାକୁ କେଉଁ ମନ୍ତ୍ରଣାଳୟ
ଶପଥ ନେବାର ପ୍ରାୟ ୨୪ ଘଣ୍ଟା ପରେ ମୋଦି ୩.୦ ସରକାର କାହାକୁ କେଉଁ ମନ୍ତ୍ରଣାଳୟ ଦାୟିତ୍ୱ ମିଳିଛି, ତା’ର ତାଲିକା ଜାରି କରିଛନ୍ତି। ବିଜେପିର ଚାଣକ୍ୟ ଅମିତ ଶାହ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟର ଦାୟିତ୍ୱ ପୁଣି ପାଇଛନ୍ତି। ବରିଷ୍ଠ ନେତା ନୀତୀନ…