ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପଠାରେ ବ୍ଲକ ସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ଶସକ୍ତି କରଣ ବିଭାଗ ପକ୍ଷରୁ…
Tag: Oriya
ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଦ୍ୱାରା ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ଉତ୍ସାହ ଓ ମହକ ଆୟୋଜିତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ ): ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ସୁବର୍ଣ୍ଣପୁର ଦ୍ଵାରା ଆୟୋଜିତ ଶିଶୁ ଯତ୍ନ ଅନୁଷ୍ଠାନ ମାନଙ୍କୁ ନେ଼ଇ ଜିଲ୍ଲା ସ୍ତରୀୟ ମହୋତ୍ସବ ଓ ମହକ କାର୍ଯ୍ୟକ୍ରମ ସ୍ଥାନୀୟ ସଂସ୍କୃତି ଭବନଠାରେ ଆୟୋଜିତ ହୋଇଯାଇଛି l ଏହା…
ଗ୍ରାମସ୍ତରୀୟ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ ଅନୁଷ୍ଠିତ
ସୁବର୍ଣ୍ଣପୁର (ରିପୋର୍ଟ – ଶାନ୍ତନୁ କୁମାର କର୍ଣ୍ଣ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଉଫୁଲା ପଂଚାୟତ ର କମଲପୁର ବୁଣାକାର ସୁବିଧା କେନ୍ଦ୍ର ପ୍ରାଙ୍ଗଣରେ ଓଡିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତୃପକ୍ଷ ଙ୍କ ସହାୟତା ରେ ରେଆର ସୋନପୁର ଦ୍ୱାରା…
ୱାକଫ ଏକ ଟ୍ରିବୁନାଲ,କୋର୍ଟ ନୁହେଁ। କଂଗ୍ରେସ ପ୍ରଣୀତ ଆଇନକୁ କେରଳ ହାଇକୋର୍ଟଙ୍କ ଭର୍ତ୍ସନା
Waqf board issue : କେରଳ ହାଇକୋର୍ଟ ୱାକଫ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି, ଯେଉଁଥିରେ କୋର୍ଟ ସ୍ପଷ୍ଟ କରିଛନ୍ତି ଯେ ୱାକଫ ଟ୍ରିବ୍ୟୁନାଲ ସତ୍ତ୍ୱେ, ପୁରୁଣା ୱାକଫ ବିବାଦ ସମ୍ବନ୍ଧୀୟ ଆଦେଶକୁ କାର୍ଯ୍ୟକାରୀ କରିବାର ଅଧିକାର ଦେୱାନୀ ନ୍ୟାୟାଳୟର…
ଜୟଶଙ୍କରଙ୍କ ସାମ୍ବାଦିକ ସମ୍ମିଳନୀ ପ୍ରସାରଣ କରି କାନାଡାରେ ଅଷ୍ଟ୍ରେଲିଆ ଚ୍ୟାନେଲ ପ୍ରତିବନ୍ଧିତ
Canada India tension :କାନବେରାରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର ଏବଂ ତାଙ୍କ ଅଷ୍ଟ୍ରେଲୀୟ ପ୍ରତିପକ୍ଷ ପେନି ୱଙ୍ଗ୍ଙ୍କ ସାମ୍ବାଦିକ ବାର୍ତ୍ତାଳାପ ସମୟରେ ଏକ ଅଷ୍ଟ୍ରେଲୀୟ ମିଡିଆ ଆଉଟଲେଟକୁ ଅବରୋଧ କରିଥିବାରୁ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଗୁରୁବାର ଦିନ ଜଷ୍ଟିନ…
ସାମ୍ବାଦିକଙ୍କୁ ଆକ୍ରମଣ କରିଥିବା ବିଡ଼ିଓଙ୍କ ଗିରଫ ଦାବି କଲା ରାଜ୍ୟ ସାମ୍ବାଦିକ ସଂଘ
ସୁବର୍ଣ୍ଣପୁର (ରିପୋର୍ଟ- ଶାନ୍ତନୁ କୁମାର କର୍ଣ୍ଣ ):ସାମ୍ବାଦିକଙ୍କୁ ଆକ୍ରମଣ ଯୋଗୁଁ ସାରା ରାଜ୍ୟର ସାମ୍ବାଦିକ ସଂଘ ନିନ୍ଦା କରିବା ସହ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଧାରଣା ଓ ଦାବିପତ୍ର ଦିଆଯାଇଛି।ନ୍ୟୁଜ 7 ର ସୁବର୍ଣ୍ଣପୁର ଜିଲ୍ଲା ପ୍ରତିନିଧି ତଥା ଏସ୍.ୟୁ.ଜେ…
ରାତିରେ ସ୍କୁଟି ପୋଡିଦେଲେ ଅଜଣା ଦୁର୍ବୃତ୍ତ
ବୁଗୁଡା (ସୋରେନ କୁମାର ପ୍ରଧାନ ): ବୁଗୁଡା ଏନ୍ଏସି ଅନ୍ତର୍ଗତ ବଡଦାଣ୍ଡ ସାହି ନିବାସୀ ସାଗର ପଣ୍ଡାଙ୍କ ସ୍କୁଟିକୁ ଅଜଣା ଦୁର୍ବୃତ୍ତ ପୋଡି ଦେଇଥିବା ଜଣାଯାଇଛି। ପ୍ରକାଶ ଯେ , ସବୁଦିନ ଭଳି ଗତକାଲି ରାତିରେ ମଧ୍ୟ ସାଗରଙ୍କ ସ୍କୁଟି ଘର…
ତୃତୀୟ ଓ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା ଅନୁଷ୍ଠିତ
ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ପିପୁଲ୍ସ ହାଇସ୍କୁଲ କେନ୍ଦ୍ରରେ ଆଜି ତୃତୀୟ ଶ୍ରେଣୀ ବୃତ୍ତି ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି । ଏଥରେ ବୁଗୁଡା ଗୋଷ୍ଠୀ ଶିକ୍ଷାଧକାରୀଙ୍କ କାର୍ଯ୍ୟାଳୟ ଅଧୀନସ୍ଥ ବିଭିନ୍ନ ବିଦ୍ୟାଳୟର ୧୩୨ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ…
ଦ୍ଵିତୀୟ ସୁବର୍ଣ୍ଣ ସମ୍ବଲ ଦେଉଳଝରୀ ମହୋତ୍ସବ-୨୦୨୪ ଉଦଯାପିତ
ସୁବର୍ଣ୍ଣପୁର(ଶାନ୍ତନୁ କୁମାର କର୍ଣ୍ଣ ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ନିକଟସ୍ଥ ଦେଉଳଝରି ସିଦ୍ଧେଶ୍ଵର ପିଠ ଠାରେ ସୁବର୍ଣ୍ଣ ସମ୍ବଲ ମହୋତ୍ସବ ଅବସରରେ ରୁମକୁଝୁମନା ତରଫରୁ ପ୍ରବଚନ ଓ ଭଜନ ଅନୁଷ୍ଠିତ ହୋଇଯାଇଛି । ସଂଗୀତ ନିର୍ଦେଶକ ଶାଶ୍ୱତ କୁମାର ତ୍ରିପାଠୀ…
ମଡେଲ ବସଷ୍ଟାଣ୍ଡ ଶୀଘ୍ର ନିର୍ମାଣ ପାଇଁ ଜିଲ୍ଲାପାଳଙ୍କୁ ଦାବୀପତ୍ର ଦେଲା ଘରୋଇ ବସ ମାଲିକ ସଂଘ
ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ଘରୋଇ ବସ୍ ମାଲିକ ସଂଘ ସଭାପତି ଦୀପକ ମହାପାତ୍ରଙ୍କ ନେତୃତ୍ୱରେ ସମସ୍ତ ବସ୍ ମାଲିକ ପୁରୁଣା ବସଷ୍ଟାଣ୍ଡରେ ନୂତନ ବସଷ୍ଟାଣ୍ଡ ନିର୍ମାଣ କାର୍ଯ୍ୟକୁ ତୁରନ୍ତ ଆରମ୍ଭ କରିବାକୁ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କୁ ଏକ ସ୍ମାରକୀ ପତ୍ର ପ୍ରଦାନ…