ପୁରୀ (ସମୀର ରଞ୍ଜନ ନାୟକ) : ଭାରତ ସ୍କାଉଟ ଓ ଗାଇଡ ସଂଗଠନରେ ଦୀର୍ଘଦିନ ଧରି ନିସ୍ୱାର୍ଥପର ଭାବେ ନିରନ୍ତର ସେବା ପ୍ରଦାନ କରୁଥିବାରୁ ଚଳିତ ମାସ ୧୪ ଓ ୧୫ ରିଖ ୨ଦିନ ଧରି ସ୍କାଉଟ ଆଣ୍ଡ ଗାଇଡ ବିଶ୍ଵ…
Tag: kendrapadanews
ଡିସେମ୍ବରରେ ମିଳିବ ନାହିଁ ସୁଭଦ୍ରା ଟଙ୍କା; ଯାଞ୍ଚ ପରେ ପାଇବେ ହିତାଧିକାରୀ
ଭୁବନେଶ୍ୱର (ସମୀର ରଞ୍ଜନ ନାୟକ) :ଡିସେମ୍ବରରେ ମିଳିବ ନାହିଁ ୪ର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା। ୩୦ ତାରିଖ ସୁଦ୍ଧା ସବୁ ପ୍ରକାର ଯାଞ୍ଚ ସରିବା ପରେ ସୁଭଦ୍ରା ଟଙ୍କା ମିଳିବ। ଆଜି ଏହି ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା।ତେବେ…
ଜାତୀୟ ଯୁବ ଉତ୍ସବ ପ୍ରତିଯୋଗିତା ଅନୁଷ୍ଠିତ।
ପୁରୀ (ସମୀର ରଞ୍ଜନ ନାୟକ) : ଜାତୀୟ ଯୁବ ଉତ୍ସବର ପୁରୀ ଜିଲ୍ଲା ସ୍ତରୀୟ ବିବିଧ ପ୍ରତିଯୋଗିତା ଆଜି ପୂର୍ବାହ୍ନରେ ଭୋଳାନାଥ ବିଦ୍ୟାପୀଠ ଠାରେ ଅନୁଷ୍ଠିତ ହୋଇଥିଲା।ଏଥିରେ କୃତିତ୍ବ ହାସଲ କରିଥିବା ପ୍ରତିଯୋଗୀ ମାନଙ୍କୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ…
ଚାଷୀଙ୍କ ନିମନ୍ତେ ସଚେତନତା ରଥ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଶୁଭାରମ୍ଭ କରିଥିଲେ।
ପୁରୀ (ସମୀର ରଞ୍ଜନ ନାୟକ) : ଚଳିତ ଖରିଫ୍ ଧାନ ସଂଗ୍ରହ କାର୍ଯ୍ୟକ୍ରମ ଜିଲ୍ଲାରେ ଆସନ୍ତା ଜାନୁଆରୀ ମାସ ୩ ତାରିଖରୁ ଆରମ୍ଭ ହେବ।କେନ୍ଦ୍ର ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ଧାନର ସର୍ବନିମ୍ନ ସହାୟକ ମୁଲ୍ୟ କୁଇଣ୍ଟାଲ ପିଛା ୨୩୦୦ ଟଙ୍କା ଅଛି।ଏହା…
ରବି ଚାଷ ପାଇଁ ଚାଷୀଙ୍କ ସାଧାରଣ ବୈଠକ,ଜଳ ଯୋଗାଣ କରିବ ନାହିଁ ବାଘୁଆ ଜଳଭଣ୍ଡାର
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ବୁଗୁଡା ସ୍ଥିତ ବାଘୁଆ ଜଳସେଚନ କାର୍ଯ୍ୟାଳୟଠାରେ ଚାଷୀମାନଙ୍କୁ ନେଇ ରବି ଚାଷ ସମ୍ପର୍କିତ ଏକ ସାଧାରଣ ବୈଠକ ବାଘୁଆ ଜଳସେଚନ ପ୍ରକଳ୍ପର ସହକାରୀ ନିର୍ବାହୀ ଯନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାଳଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଥିଲା ।…
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ଶାଖା ଗଠିତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁର ଜିଲ୍ଲାର ଶ୍ରୀ ଗୋପାଳ ଜୀ ଯୋଗାଳୟ ସାଧନା ପୀଠ ରେ ଗରେଖ ନାଥ ସାହୁ ଙ୍କ ଅଧ୍ୟକ୍ଷତାରେ ଏକ ସଭା ଅନୁଷ୍ଟିତ ହୋଇ ଯାଇଛି l ଏଥିରେ ଅଖିଳ ଭାରତୀୟ ସାହିତ୍ୟ ପରିଷଦ…
ଜିଲ୍ଲା ଡ଼ୁମାଲ ପରିଷଦର ସମୀକ୍ଷା ବୈଠକ ଅନୁଷ୍ଠିତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ ) : ସୁବର୍ଣ୍ଣପୁର ଜିଲ୍ଲା ସଦର ବ୍ଳକ ଲଛିପୁର ଗ୍ରାମପଞ୍ଚାୟତ ଅନ୍ତର୍ଗତ ଲୁପୁରୁସିଙ୍ଗା ଗ୍ରାମ ର ମାହେଶ୍ୱରୀ କଲ୍ୟାଣ ମଣ୍ଡପ ଠାରେ ଜିଲ୍ଲା ଡୁମାଳ ପରିଷଦ ସୁବର୍ଣ୍ଣପୁର ଶାଖା ପକ୍ଷରୁ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ…
ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କଇରାଝୁଲି ଠାରେ ବାର୍ଷିକ କ୍ରୀଡା ଅନୁଷ୍ଠିତ
ସୁବର୍ଣ୍ଣପୁର (ଚୈତନ୍ୟ ଭୁକ୍ତା): ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଜାଲୋଏ ଗ୍ରାମପଞ୍ଚାୟତ ଅନ୍ତର୍ଗତ କଇରାଝୁଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଅନୁଷ୍ଠିତ ହୋଇଯାଇଛି। ଏହି ବାର୍ଷିକ କ୍ରୀଡା ଉତ୍ସବରେ ଜାଲୋଏ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଦେବେନ୍ଦ୍ର ବଘାର…
ଶ୍ରୀମନ୍ଦିର ବେହରଣ ଦ୍ୱାର ନିକଟରେ ଦୁଇ ସେବାୟତ ଗୋଷ୍ଠୀ ପିଟାପିଟି
ପୁରୀ (ସମୀର ରଞ୍ଜନ ନାୟକ) : ରାଜ୍ୟ ସରକାରଙ୍କ ତାଗିଦ୍ ସତ୍ତ୍ୱେ ସୁଧୁରୁନାହାନ୍ତି ଶ୍ରୀମନ୍ଦିର ସେବାୟତ। ଆଜି ପୁଣି ଲାଗିଛନ୍ତି ପିଟାପିଟି। ଶ୍ରୀମନ୍ଦିର ବେହରଣ ଦ୍ୱାର ନିକଟରେ ଦୁଇ ସେବାୟତ ଗୋଷ୍ଠୀ ପିଟାପିଟି ହୋଇଛନ୍ତି। ଏଥିରେ ଜଣେ ବରିଷ୍ଠ ସେବାୟତ ଗୁରୁତର…
ମାରୱାଡ଼ି ଯୁବା ମଞ୍ଚ ପକ୍ଷରୁ ରକ୍ତଦାନ ଶିବିର
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ମାରୱାଡି ଯୁବା ମଞ୍ଚ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ ହୋଇଛି । ଅଲ ଓଡିଶା ମାରୱାଡି ଯୁବା ମଞ୍ଚର ଆହ୍ବାନ କ୍ରମେ ୧୫ ଡିସେମ୍ବରରୁ ୨୨ ଡିସେମ୍ବର…