ଶିଶୁ ମନ୍ଦିର ପକ୍ଷରୁ ରକ୍ଷା ବନ୍ଧନ ଉତ୍ସବ ଆଡମ୍ବର ସହ ପାଳିତ

ଗଞ୍ଜାମ/ବୁଗୁଡ଼ା(ସୋରେନ କୁମାର ପ୍ରଧାନ): ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସ୍ବପରିସରରେ ପବିତ୍ର ଶ୍ରାବଣ ପୂର୍ଣ୍ଣିମା ତିଥିରେ”ରକ୍ଷା ବନ୍ଧନ ଉତ୍ସବ”ଉତ୍ସାହର ସହ ପାଳିତ ହୋଇଯାଇଛି।ପ୍ରଧାନାଚାର୍ଯ୍ୟ ଅଟଳ ଲିଙ୍ଗରାଜଙ୍କ ପୌରହିତ୍ୟରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ…

ଅନୁଗୋଳରେ ସୁଭଦ୍ରା ଯୋଜନାର ୩ୟ କିସ୍ତି ପ୍ରଦାନ

ଅନୁଗୋଳ (ଅଜିତ କୁମାର ଭୋଇ) : ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝି କୋରାପୁଟ ଜିଲ୍ଲାର ଜୟପୁର ଠାରେ ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ରାଜ୍ୟର କୋଟିଏରୁ ଊର୍ଦ୍ଧ୍ବ ହିତାକାରୀଙ୍କୁ ସୁଭଦ୍ରା ଯୋଜନାର ୩ୟ କିସ୍ତି ପ୍ରଦାନ କରିଛନ୍ତି…

ବୁଗୁଡ଼ାରେ ଶ୍ରୀବଳଦେବ ସ୍ବାମୀଙ୍କ ଜନ୍ମୋତ୍ସବ ପାଳିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ବଳଦେବ ମନ୍ଦିରରେ ଶ୍ରାବଣ ପୂର୍ଣ୍ଣିମା ଅବସରରେ ବଡ ଠାକୁର ଶ୍ରୀବଳଦେବଙ୍କ ଜନ୍ମୋତ୍ସବ ସ୍ବତନ୍ତ୍ର ବିଧିରେ ଅନୁଷ୍ଠିତ ହୋଇଯାଇଛି । ପ୍ରାତଃ କାଳରେ ଠାକୁରଙ୍କ ଅବକାଶ,ମଙ୍ଗଳ ଆଳତୀ, ବାଳଭୋଗ ଆଦି କାର୍ଯ୍ୟ କରାଯାଇଥିବା ବେଳେ ପୂର୍ବାହ୍ନରେ…

“ଘୁମୁସର ର ସ୍ବର” ପକ୍ଷରୁ ୧୫୨ତମ ପୁର୍ଣ୍ଣିମା ସାହିତ୍ୟ ଆସର ଅନୁଷ୍ଠିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ପବିତ୍ର ଗହ୍ମା ପୁର୍ଣ୍ଣିମା ଅବସରରେ ଓଡ଼ିଆ ଭାଷା, ସାହିତ୍ୟ, କଳା ଓ ସଂସ୍କୃତି ଗବେଷଣା ପ୍ରତିଷ୍ଠାନ “ଘୁମୁସର ର ସ୍ବର” ପକ୍ଷରୁ ୧୫୨ତମ ପୁର୍ଣ୍ଣିମା ସାହିତ୍ୟ ଆଲୋଚନା ଚକ୍ର “ଏସ୍କଲେଣ୍ଟ୍ ଇଣ୍ଟିଗ୍ରେଟେଡ଼ ଇନଷ୍ଟିଚ୍ୟୁଟ୍” ବାଲିପଦର ଠାରେ…

ଜିଲ୍ଲା ସଂସ୍କୃତି ବିଭାଗ ଓ ମହାନଦୀ ସାହିତ୍ୟ ସଂସଦ ପକ୍ଷରୁ ଗଙ୍ଗାଧର ମେହେର ଜୟନ୍ତୀ ପାଳନ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ସଦର ବ୍ଳକ ସଭାଗୃହ ଠାରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ମହା ସମାରୋହରେ ପାଳିତ ହୋଇଯାଇଛି l ସର୍ବ ପ୍ରଥମେ ଗଙ୍ଗାଧର ଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। ପରେ ପରେ…

ସୁବର୍ଣ୍ଣପୁରରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଅଭାସି ଜରିଆରେ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ବିତରଣ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ସଂସ୍କୃତି ଭବନ ଠାରେ ଓଡ଼ିଶାର ମାନ୍ୟବର ମୁଖ୍ୟ ମନ୍ତ୍ରୀଙ୍କ ଦ୍ୱାରା କୋରାପୁଟ ଜିଲ୍ଲାର ଜୟପୁର ଠାରେ ଅନୁଷ୍ଠିତ ହେଉଥିବା ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ଟଙ୍କା ବିତରଣ କାର୍ଯ୍ୟକ୍ରମର ଆଭାସି ମାଧ୍ୟମରେ ସିଧା…

ଓ.ପି ଜିନ୍ଦଲ ଫୁଟବଲ କପ୍ ଉଦଘାଟିତ: ଆଠମଲ୍ଲିକକୁ ହରାଇ ଝାରସୁଗୁଡ଼ା ବିଜୟୀ

ଅନୁଗୁଳ(ଅଜିତ କୁମାର ଭୋଇ) : ଉଦଘାଟନୀ ମୁକାବିଲାରେ ରୋମାଞ୍ଚକର ଲଢ଼େଇ । ଓ.ପି ଜିନ୍ଦଲ ଫୁଟବଲ ଟୁର୍ଣ୍ଣାମେଂଟର ଉଦଘାଟନୀ ମ୍ୟାଚରେ ଆଠମଲ୍ଲିକ ଦଳକୁ ପରାସ୍ତ କରି ଝାରସୁଗୁଡ଼ା ଦଳ ବିଜୟୀ ହୋଇଛି । ନିର୍ଦ୍ଧାରିତ ସମୟ ମଧ୍ୟରେ ଉଭୟ ଦଳ ଗୋଟିଏ…

ସ୍ୱାସ୍ଥ୍ୟସମିତି ତାଲିମ ଗୃହରେ ଫାଇଲେରିଆ ରୋଗ ନିୟନ୍ତ୍ରଣ ପାଇଁ ସଚେତନତା ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ଜିଲ୍ଲା ସ୍ୱାସ୍ଥ୍ୟ ସମିତି ତାଲିମ ଗୃହ ଠାରେ ଫାଇଲେରିଆ ରୋଗ ନିୟନ୍ତ୍ରଣ ପାଇଁ ଜିଲ୍ଲାର ୪ଟି ବ୍ଲକ ର ସ୍ୱୟଂ ସହାୟିକା ଗୋଷ୍ଠୀ ମହାସଂଘ ର ସଭାପତି ଓ ସମ୍ପାଦକ ମାନଙ୍କୁ ନେଇ ଆଗାମୀ ଅଗଷ୍ଟ…

ସୁବର୍ଣ୍ଣପୁର ଜିଲ୍ଲା ଭଏସ ଅଫ ମିଡ଼ିଆ ପକ୍ଷରୁ ନୂତନ ଜିଲ୍ଲାପାଳଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ୟୁନିଟ ଭଏସ ଅଫ ମିଡ଼ିଆ ତରଫରୁ ନୂତନ ଜିଲ୍ଲାପାଳ ଡଃ ନୃପରାଜ ସାହୁ ଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ କରି ସ୍ବାଗତ ସ୍ୱମର୍ଦ୍ଧନା କରା ଯାଇଛି l ଜିଲ୍ଲାପାଳ ଙ୍କୁ ଭେଟି ସୋନପୁର…

ଶିକ୍ଷକ ପଦବୀ ପୂରଣ ଦାବିରେ ଅଭିଭାବକ ଓ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ

ଅନୁଗୋଳ (ଅଜିତ କୁମାର ଭୋଇ): ବ୍ଲକ ଅନ୍ତର୍ଗତ ପୋକତୁଙ୍ଗା ନୋଡ଼ାଲ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ପଦବୀ ପୂରଣ ଦାବିରେ ଆଜି ଶତାଧିକ ଛାତ୍ରଛାତ୍ରୀ ଏବଂ ଅଭିଭାବକଗଣ ବିଦ୍ୟାଳୟ ସମ୍ମୁଖରେ ବସି ଧାରଣା ଦେଇଥିଲେ ।ମୁଖ୍ୟତଃ ବିଦ୍ୟାଳୟରେ ନବମ ଓ ଦଶମ ଶ୍ରେଣୀ…

error: Content is protected !!
Powered by Joinchat