ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ପାତାଳୀ କ୍ଷେତ୍ର କୋଟସମଲାଇ ଠାରୁ ଶ୍ରୀକ୍ଷେତ୍ର ପୁରୀ କୁ ଶ୍ରୀ ଜଗନ୍ନାଥଙ୍କ ସୁନାବେଶ ନିମନ୍ତେ ପଦ୍ମ ଓ ଗେଣ୍ଡୁଫୁଲ ସହିତ ତୁଳସୀ ଲାଗି ହେବାପାଇଁ ଲୋକ ମାନଙ୍କ ଦ୍ବାରା ପ୍ରଦତ୍ତ…
Tag: Oriya Newspaper
ବୁଗୁଡ଼ାରେ ଅଁଳା ନବମୀ ଉତ୍ସବ ପାଳିତ
ଗଞ୍ଜାମ/ବୁଗୁଡ଼ା(ସୋରେନ କୁମାର ପ୍ରଧାନ):ବୁଗୁଡ଼ା ଅଞ୍ଚଳର ବିଭିନ୍ନ ମନ୍ଦିରରେ ଅଁଳା ନବମୀ ଉତ୍ସବ ଯଥା ରୀତିନୀତି ପ୍ରକାରେ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ବିରଞ୍ଚି ନାରାୟଣ ମନ୍ଦିର ପରିସରସ୍ଥ ରଘୁନାଥ ମମନ୍ଦିରରେ ଉଚ୍ଚ ଉତ୍ସବ ପାଳନ ଅବସରରେ ଦେବାଦେବୀଙ୍କ ପହଡ ଅବକାଶ, ମଙ୍ଗଳ…
ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ଏନଏସିର ଓ୍ବାର୍ଡ ନଂ-୨ ଅନ୍ତର୍ଗତ ଅରବିନ୍ଦ ନଗର-୩ରୁ କେନାଲ ସାହିକୁ ସଂଯୋଗ କରୁଥିବା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ବହୁ ବର୍ଷ ତଳେ ତିଆରି ହୋଇଥିବା କଂକ୍ରିଟ ରାସ୍ତାଟି ଭାଙ୍ଗିଯାଇ ତାହା ଉପରେ ମାଟି…
ପୋଲିସ ପ୍ରଶାସନ ପକ୍ଷରୁ ସାଇବର ସୁରକ୍ଷା ସଚେତନତା ଅଭିଯାନ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସମ୍ପ୍ରତି ସମାଜରେ ବଢିଚାଲିଥିବା ସାଇବର କ୍ରାଇମକୁ ନିୟନ୍ତ୍ରଣ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲ୍ଲା ପୋଲିସର ସାଇବର ସେଲ ପକ୍ଷରୁ ସ୍ଥାନୀୟ ପିପୁଲ୍ସ କଲେଜରେ ଏକ ସାଇବର ସୁରକ୍ଷା ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି…
ଉତ୍କଳ ଆଲୁମିନା ପକ୍ଷରୁ କିଶୋରୀମାନଙ୍କ ପାଇଁ ୯୦ ଦିନିଆ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଶୁଭାରମ୍ଭ
ରାୟଗଡା (ଗୋପୀନାଥ ଗୌଡ଼) : ରାୟଗଡ଼ା ଜିଲ୍ଲା ଟିକିରି ଅନ୍ତର୍ଗତ ଦୋରାଗୁଡ଼ା ସ୍ଥିତ ଉତ୍କଳ ଆଲୁମିନା, ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଆଦିତ୍ୟ ବିର୍ଲା ଗ୍ରୁପ୍ର ସହଯୋଗୀ କମ୍ପାନୀ ପକ୍ଷରୁ ସରକାରୀ ବିଦ୍ୟାଳୟର କିଶୋରୀମାନଙ୍କ ପାଇଁ ୯୦ ଦିନିଆ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିରର ଶୁଭାରମ୍ଭ…
ସରକାରୀ କାର୍ଯ୍ୟକ୍ରମ ସମ୍ବନ୍ଧୀୟ ସଚେତନତା ଓ ସମ୍ପର୍କ ବୈଠକ
ଅନୁଗୋଳ(ଅଜିତ କୁମାର ଭୋଇ) : ପଞ୍ଚାୟତ କାର୍ଯ୍ୟାଳୟ, ଗଡସନ୍ତ୍ରି ଠାରେ ବିଶ୍ଵ ଯୁବ କେନ୍ଦ୍ର,ବଣିନାଳି ଦ୍ୱାରା ପରିଚାଳିତ ଆକ୍ସେସ ଟୁ ଜଷ୍ଟିସ ପ୍ରକଳ୍ପ ତରଫରୁ ସରକାରୀ କାର୍ଯ୍ୟକ୍ରମ ସମ୍ବନ୍ଧୀୟ ସଚେତନତା ଓ ସମ୍ପର୍କ ବୈଠକ ଅନୁଷ୍ଠିତ ହୋଇଯାଇଅଛି। ଏହି କାର୍ଯକ୍ରମରେ ଅତିଥି…
ବଅଁରପାଳ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଆୟୋଜିତ
ଅନୁଗୁଳ(ଅଜିତ କୁମାର ଭୋଇ): ବଅଁରପାଳ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ମହିଧରପୁର ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି ଏଥିରେ କିଛି କୃତିତ୍ୱ ଲାଭ କରିଥିବା ଛାତ୍ର ଛାତ୍ରୀ ମାନେ ଅତ୍ୟନ୍ତ ଆନନ୍ଦିତ ଓ ମାନନୀୟ ଅନୁଗୋଳ ଓ ଛେଣ୍ଡିପଦା ବିଧାୟକ ଓ ୨୮…
ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ସାଧୁତାର ଶପଥ ପାଠ
ଅନୁଗୋଳ(ଅଜିତ କୁମାର ଭୋଇ): ସମାଜର ବିଭିନ୍ନ କ୍ଷେତ୍ରରୁ ଦୁର୍ନୀତି ହଟାଇ ଶାନ୍ତି ଓ ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣ ସୃଷ୍ଟି କରିବା ସହ ଜନସାଧାରଣଙ୍କୁ ନ୍ୟାୟ ପ୍ରଦାନ ଉଦ୍ଦେଶ୍ୟରେ ସଚେତନତା ସୃଷ୍ଟି କରିବାକୁ ନେଇ ଅକ୍ଟୋବର ୨୭ ତାରିଖରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ…
ବୁଗୁଡ଼ାରେ ମା’ କାଳୀଙ୍କ ଭସାଣି ଉତ୍ସବ ମହାସମାରୋହରେ ଅନୁଷ୍ଠିତ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ମଦନ ମୋହନ ଛକ ପୂଜା ମଣ୍ଡପରେ ଗତ ଦୀପାବଳି ଠାରୁ ପୂଜା ପାଇ ଆସୁଥିବା ମା’ କାଳୀଙ୍କ ଭସାଣି ଉତ୍ସବ ଆଜି ଅଷ୍ଟମ ଦିନରେ ଅତ୍ୟନ୍ତ ଜାକଜମକ ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଅନୁଷ୍ଠିତ…
ମୌଳିକ ସାକ୍ଷରତା ଓ ସଂଖ୍ଯା ଜ୍ଞାନ ଆକଳନ ପରୀକ୍ଷା ଅନୁଷ୍ଠିତ
ଗଞ୍ଜାମ/ବୁଗୁଡ଼ା(ସୋରେନ କୁମାର ପ୍ରଧାନ):ଭାରତ ସରକାରଙ୍କ ଦ୍ବାରା ପ୍ରାୟୋଜିତ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ତଥା ଉଲ୍ଲାସର ଲକ୍ଷ୍ୟ ୧୫ବର୍ଷ ବା ତଦୁର୍ଦ୍ଧ ଅଧିବାସୀଙ୍କୁ ମୌଳିକ ଶିକ୍ଷା, ଜୀବନ ଧାରଣ କୌଶଳ ଏବଂ ବୃତ୍ତିଗତ ଦକ୍ଷତାରେ ପ୍ରତିପୁଷ୍ଟି ପ୍ରଦାନ କରି ବିକଶିତ ଭାରତ…
