ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟ ପରିସରରେ ହିତାଧିକାରୀମାନଙ୍କୁ ସାମାଜିକ ସୁରକ୍ଷା ଭତ୍ତା, ନୂତନ ରାସନ କାର୍ଡ ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ମତ୍ସ୍ୟ…
Tag: Odia paper
ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ମୁଷ୍ଟିଯୁଦ୍ଧ ପ୍ରତିଯୋଗିତାରେ ସୁବର୍ଣ୍ଣପୁର ମାଟି ଝିଅଙ୍କ ସଫଳତା
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର ପଞ୍ଚାୟତ ସାନକିରାସିରା ଗ୍ରାମର ଆଦିବାସୀ ଝିଅ ଝରଣା ନାଏକ…
ଥର୍ମାଲ ଡ଼ିଏଭି ପବ୍ଲିକ ସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ
ଅନୁଗୁଳ (ଶ୍ରୀକ୍ଷେତ୍ର ନ୍ୟୁଜ଼ ବ୍ୟୁରୋ): ତାଳଚେର ଥର୍ମାଲ ଡ଼ିଏଭି ପବ୍ଲିକ ସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ ବିନୋଦିନି ଦାଶ ଦୀପ ପ୍ରଜ୍ଵଳନ ପୂର୍ବକ ଗାନ୍ଧୀ ଓ ଶାସ୍ତ୍ରୀଙ୍କର ଫଟୋ ଚିତ୍ରରେ…
ପିଏମ୍ ଶ୍ରୀ ବାଲିପଦର ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ମେଳା
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବାଲିପଦରସ୍ଥିତ ପିଏମ୍ ଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରଶାନ୍ତ କୁମାର ଗୌଡ଼ଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି ମେଳାକୁ ଏବିଓ…
କରସିଂଙ୍ଗିରେ ସେବା ସେତୁ ଅଭିଯାନ
ବୁଗୁଡ଼ା/ଗଞ୍ଜାମ (ସୋରେନ କୁମାର ପ୍ରଧାନ): ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ କରସିଂଙ୍ଗି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ବୁଗୁଡ଼ା ପଞ୍ଚାୟତ ସମିତି ଆନୁକୂଲ୍ୟରେ “ସେବା ସେତୁ ଅଭିଯାନ ୨୦୨୬” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କରଚୁଲି ଓ କରସିଂଙ୍ଗି ଗ୍ରାମ ପଞ୍ଚାୟତକୁ…
ଶ୍ରୀ ବଳଦେବସ୍ବାମୀ ମନ୍ଦିରରେ ବଡ ଏକାଦଶୀ ଉତ୍ସବ ପାଳିତ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ସ୍ଥାନୀୟ ଶ୍ରୀ ବଳଦେବସ୍ବାମୀ ମନ୍ଦିରରେ ଶ୍ରୀବିଷ୍ଣୁ ପାର୍ଶ୍ଵପରିବର୍ତ୍ତନ ଏକାଦଶୀ ତଥା ବଡ ଏକାଦଶୀ ଉତ୍ସବ ଯଥା ରୀତିନୀତି ପ୍ରକାରେ ଶ୍ରଦ୍ଧାଳୁଙ୍କ ଗହଣରେ ପାଳିତ ହୋଇଯାଇଛି। ଏ ଅବସରରେ ପ୍ରାତଃ କାଳରେ ଠାକୁରଙ୍କ ଅବକାଶ ନୀତି ସମ୍ପନ୍ନ ପରେ…
ସୁବର୍ଣ୍ଣପୁରରୁ ‘ବାରଣାସୀ-ଅଯୋଧ୍ୟା’ ଅଭିମୁଖେ ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ଙ୍କ ଯାତ୍ରା ଶୁଭାରମ୍ଭ
ସୁବର୍ଣ୍ଣପୁର ( ଶାନ୍ତନୁ କୁମାର କର୍ଣ୍ଣ ) : ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସୁବର୍ଣ୍ଣପୁର ଜିଲ୍ଲାରୁ ୫୨ ଜଣ ବରିଷ୍ଠ ନାଗରିକଙ୍କୁ ନେଇ ଏକ ତୀର୍ଥଯାତ୍ରୀ ଦଳ ସମ୍ବଲପୁର ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି। ସ୍ଥାନୀୟ…
ସୁନାପଶି ପଞ୍ଚାୟତକୁ ମିଳୁନି ‘ମୋ ବସ୍’ ସେବା, ପ୍ରସାଶନ ର ଦ୍ବାରସ୍ଥ ହେଲେ ପଞ୍ଚାୟତବାସୀ
କେନ୍ଦୁଝର/ଚମ୍ପୁଆ (ପ୍ରଦୀପ କୁମାର ମହନ୍ତ) : ଗ୍ରାମାଞ୍ଚଳବାସୀଙ୍କ ସୁବିଧାଜନକ ଯାତାୟାତ ପାଇଁ ସରକାରଙ୍କ ପକ୍ଷରୁ ‘ମୋ ବସ୍’ ସେବା ଆରମ୍ଭ କରାଯାଇଛି। ପଞ୍ଚାୟତସ୍ତରରେ ଏହି ସେବାକୁ ସମ୍ପ୍ରସାରଣ ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଥିବାବେଳେ, ଚମ୍ପୁଆ ବ୍ଲକ ଅନ୍ତର୍ଗତ ସୁନାପଶି ପଞ୍ଚାୟତବାସୀ ଏଥିରୁ…
ଆସୁଛି ପାର୍ବଣ ଋତୁ;ସବୁଠି କାଶତଣ୍ଡୀର ସମ୍ଭାର
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଅକ୍ଟୋବର ମାସରେ ଦଶହରା। ମା’ ଜଗତଜନନୀ ମହିଷାମର୍ଦ୍ଦିନୀ ଧରାପୃଷ୍ଠକୁ ବିଜେକରି ଅଧର୍ମ ବିନାଶ କରି ଧର୍ମର ସ୍ଥାପନ କରିବେ।ଗଣେଶ ପୂଜା ଓ ନୂଆଁଖାଇ ପରେ ଆରମ୍ଭ ହେବ ପାର୍ବଣର ଋତୁ ଦଶହରା ।ସହରଠୁ ଆରମ୍ଭ କରି ଗ୍ରାମ…
ଜଳଭଣ୍ଡାରରୁ ବନ୍ୟଜନ୍ତୁ ଉଦ୍ଧାର ନେଇ ମକ୍ ଡ୍ରିଲ୍
ଅନୁଗୁଳ (ଅଜିତ କୁମାର ଭୋଇ) : ବନ୍ୟଜନ୍ତୁଙ୍କୁ ଜରୁରୀ ପରିସ୍ଥିତିରେ ତ୍ୱରିତ ଓ ସୁରକ୍ଷିତ ଭାବେ ଉଦ୍ଧାର କରିବା ନେଇ ଅନୁଗୁଳ ବନଖଣ୍ଡର RRT ଏବଂ MVU ଟିମ୍ ପକ୍ଷରୁ ଏକ ମକ୍ ଡ୍ରିଲ୍ ଆୟୋଜନ କରାଯାଇଛି। ଜଳଭଣ୍ଡାରରେ ପଡ଼ିଥିବା ଏକ…
