ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ବ୍ଲକ ଅନ୍ତର୍ଗତ ତାକରଡା ଗ୍ରାମରେ ଆଜି ବିଜେପି ପକ୍ଷରୁ ସାଙ୍ଗଠନିକ ବୈଠକ ସହିତ ତାକରଡା ଓ ଭଗବାନପୁର ପଞ୍ଚାୟତର ବିଜେଡି କର୍ମୀଙ୍କୁ ନେଇ ମିଶ୍ରଣ ପର୍ବ ତାକରଡା ସରପଞ୍ଚ ଦିଲ୍ଲୀପ କୁମାର ପ୍ରଧାନ ତତ୍ତ୍ଵାବଧାନରେ ଅନୁଷ୍ଠିତ…
Tag: Odia ePaper
ଓଷ୍ଟା ପକ୍ଷରୁ ବୁଗୁଡା ବ୍ଲକ ସ୍ତରୀୟ ଶିଶୁ ଉତ୍ସବ
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ଓଡିଶା ମାଧ୍ଯମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ପକ୍ଷରୁ ବୁଗୁଡ଼ା ବ୍ଲକ ସ୍ତରୀୟ ଶିଶୁ ଉତ୍ସବ ବି.କରଡାବାଡି ଗ୍ରାମର ସର୍ଦ୍ଦାର ଅନୁର୍ଯ୍ୟାମୀ ବିଦ୍ୟାପୀଠ ପରିସରରେ ପ୍ରଧାନ ଶିକ୍ଷକ ପ୍ରକାଶ ଚନ୍ଦ୍ର ନାୟକ ଓ ବୁଗୁଡା ବ୍ଲକ…
ନାଲ୍କୋ ଠିକା ଶ୍ରମିକ ସମନ୍ବୟ ସମିତିର ଅନିର୍ଦ୍ଧିଷ୍ଟ କାଳ ପାଇଁ କାର୍ଯ୍ୟରୋକ୍ ଆନ୍ଦୋଳନ
ଅନୁଗୋଳ(ଅଜିତ୍ କୁମାର ଭୋଇ): ନାଲକୋ ଠିକା ଶ୍ରମିକ ସମନ୍ବୟ ସମିତି ପକ୍ଷରୁ ନାଲକୋ ସିପିପି ପ୍ଲାଣ୍ଟ ଗେଟ ସମୁଖରେ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟରତ ଠିକା ଶ୍ରମିକଙ୍କୁ ବିନା କାରଣରେ ଛଟେଇ ଓ ବିଭିନ୍ନ ସମସ୍ୟାକୁ ନେଇ ବାରମ୍ବାର…
ବଅଁରପାଳ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକ କ୍ରୀଡା ଉଦଘାଟନ ସମାରୋହ
ଅନୁଗୁଳ (ଜିତେନ୍ଦ୍ର କୁମାର ସାବୁତ): ବଅଁରପାଳ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ର ୨୯ତମ ବାର୍ଷିକ ଖେଳକୁଦ ସମାରୋହ ସ୍ଥାନୀୟ ପି. ବି. କେ. ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆରେ ଉଦ୍ ଘlଟିତ ହୋଇଯାଇଅଛି l ଉକ୍ତ କ୍ରୀଡା ସମାରୋହରେ ବିଦ୍ୟାଳୟର ସଭାପତି…
ଗୃହଲକ୍ଷ୍ମୀ ସମବାୟ ସମିତିକୁ ଶ୍ରେଷ୍ଠ ମହିଳା ସମବାୟ ସମିତି ପୁରସ୍କାର
ଅନୁଗୋଳ (ଅଜିତ କୁମାର ଭୋଇ): ଢେଙ୍କାନାଳ ଜିଲ୍ଲା ମେରାମଣ୍ଡଳୀଠାରେ ଟାଟା ଷ୍ଟିଲ ଫାଉଣ୍ଡେସନ (ଟିଏସ୍ଏଫ୍) ସହଯୋଗରେ ପରିଚାଳିତ ଗୃହଲକ୍ଷ୍ମୀ ସମବାୟ ସମିତିକୁ ମହିଳା ବହୁମୁଖୀ ସମବାୟ ସମିତି (ଡବ୍ଲ୍ୟୁଏମପିସିଏସ୍) ବର୍ଗରେ ଶ୍ରେଷ୍ଠ ସମବାୟ ସମିତି ପୁରସ୍କାର ମିଳିଛି।୨୦୨୫ ନଭେମ୍ବର ୧୯ରେ ଭୁବନେଶ୍ୱରଠାରେ…
ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା,୧୩୮ ପ୍ରକଳ୍ପ ପ୍ରଦର୍ଶିତ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଓ ବାଲ ବୈଜ୍ଞାନିକ ପ୍ରଦର୍ଶନୀ କରଚୁଲି ଶକୁନ୍ତଳା ଉଚ୍ଚ ମାଧ୍ୟମିକ ବିଦ୍ୟାପୀଠରେ ଅନୁଷ୍ଠିତ ହୋଇଯାଇଛି।ଉଦ୍ଘାଟନୀ ଉତ୍ସବରେ ବିଇଓ ଚିନ୍ମୟ ମହାପାତ୍ରଙ୍କ ସଭାପତିତ୍ବରେ ମୁଖ୍ୟ ଅତିଥି ଭାବେ ମତ୍ସ୍ୟ ଓ ପଶୁ ସମ୍ପଦ…
ସୁବର୍ଣ୍ଣପୁର ରେ ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଏବଂ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସ୍ଥାନୀୟ ଜିଲ୍ଲାପାଳ ଅଫିସ ସମ୍ମିଳନୀ କକ୍ଷରେ ଜାତୀୟ ପ୍ରେସ୍ ଦିବସ ୨୦୨୫ ପାଳିତ ହୋଇଛି। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ…
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ “ସରଗିଫୁଲ-୨୦୨୫” ଅନୁଷ୍ଠିତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ପକ୍ଷରୁ ତରଭା ବ୍ଲକ ଚାରଭଟା ପି.ଏମ ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ…
ବିଭିନ୍ନ ଶିକ୍ଷାନୁଷ୍ଠାନରେ ଶିଶୁ ଦିବସ ପାଳିତ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଶିଶୁ ଦିବସ ପାଳିତ ହୋଇଯାଇଛି । ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସ୍ବପରିସରରେ ଆଚାର୍ଯ୍ୟ ପ୍ରତିନିଧି ଗୁରୁମା ସୁମତି ମିଶ୍ରଙ୍କ ପୌରହିତ୍ଯରେ ଅନୁଷ୍ଠିତ ଶିଶୁ ଦିବସ ପାଳନ କାର୍ଯ୍ୟକ୍ରମରେ…
ଅନ୍ତର୍ଜାତୀୟ ପାରା-ବ୍ୟାଡମିଣ୍ଟନ ଖେଳାଳିଙ୍କୁ ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ କିଟ୍ ପ୍ରଦାନ
କେନ୍ଦୁଝର/ବଡ଼ବିଲ (ସୀତାରାମ ଦୀକ୍ଷିତ): ଜିନ୍ଦଲ ଷ୍ଟିଲର ସାମାଜିକ ସଂସ୍ଥା ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ପାରା-ବ୍ୟାଡମିଣ୍ଟନ ଖେଳାଳି ଶ୍ରୀ ବିଭାସିନ୍ଧୁ ବାରିକଙ୍କୁ ବ୍ୟାଡମିଣ୍ଟନ କିଟ୍ ପ୍ରଦାନ କରାଯାଇଛି। ଯୋଡ଼ା ଖଣି ମଣ୍ଡଳର ଉପ ନିର୍ଦ୍ଦେଶକ ଶ୍ରୀ ଦୀନେଶ ଅଗ୍ରଓ୍ୱାଲ ଏହି କିଟ୍…
