ଦଣ୍ଡକାରଣ୍ୟ ବିକାଶ ମହାମଞ୍ଚର ‘ଆମେବି ଓଡିଶାବାସୀ, ଆମ ପ୍ରତି ନଜର ପଡୁ’ ସତ୍ୟାଗ୍ରହ

ରାୟଗଡ(ଗୋପୀନାଥ ଗୌଡ଼) : ରାଜ୍ୟରେ ଆଞ୍ଚଳିକ ବୈଷମ୍ୟତାକୁ ବିରୋଧ ଏବଂ ବିକାଶର ବିକେନ୍ଦ୍ରୀକରଣ ଦାବିନେଇ ରାୟଗଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଦଣ୍ଡକାରଣ୍ୟ ବିକାଶ ମହାମଞ୍ଚ ପକ୍ଷରୁ ମଞ୍ଚ ଆବାହକ ଗୌରଚନ୍ଦ୍ର ତ୍ରିପାଠୀଙ୍କ ନେତୃତ୍ବରେ ଏକ ଶାନ୍ତିପୂର୍ଣ୍ଣ ଧର୍ମଘଟ ଅନୁଷ୍ଠିତ ହୋଇଯାଇଛି ।…

ସୁବର୍ଣ୍ଣପୁର ଜିଲ୍ଲା କ୍ରୀଡ଼ା ସଂଘର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ

ସୁବର୍ଣ୍ଣପୁର(ଶାନ୍ତନୁ କୁମାର କର୍ଣ୍ଣ):ଗତ କାଲି ଠାରୁ ଆରମ୍ଭ ହୋଇଥିବା ଦୁଇ ଦିନଆ ସୁବର୍ଣ୍ଣପୁର ଜିଲ୍ଲା କ୍ରୀଡ଼ା ସଂଘ ର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଆଜି ଉଦଯାପିତ ହୋଇଯାଇଛି l ଏହି ଉତ୍ସବ ରେ ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ…

ଭାରତୀୟ ଯୋଗ ସଂସ୍ଥାନ ତୁରଙ୍ଗ କେନ୍ଦ୍ରର ବାର୍ଷିକ ଉତ୍ସବ ଅନୁଷ୍ଠିତ

ଅନୁଗୋଳ (ଅଜିତ କୁମାର ଭୋଇ): ଆଜି ଭାରତୀୟ ଯୋଗ ସଂସ୍ଥାନ ଅନୁଗୁଳ ଜିଲ୍ଲାର ତୁରଙ୍ଗ ଯୋଗ କେନ୍ଦ୍ରର ବାର୍ଷିକ ଉତ୍ସବ ସ୍ଥାନୀୟ ଓଡିଶା ବ୍ରିଗେଡ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇ ଯାଇଛି।ଆଜିର ଏହି କାର୍ଯ୍ୟକ୍ରମରେ ସମସ୍ତ ସାଧକ, ସାଧିକା, ସମସ୍ତ ଯୋଗ…

କଂଗ୍ରେସରୁ ବହିଷ୍କୃତ ହେଲେ କଟକ ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ ମୋକିମ

କଟକ (ଶ୍ରୀକ୍ଷେତ୍ର ନ୍ୟୁ୍ଜ଼ ବ୍ୟୁରୋ): ବିରୋଧରେ ମୁହଁ ଖୋଲିବା ମହଙ୍ଗା ପଡ଼ିଲା। କଂଗ୍ରେସରୁ ବହିଷ୍କୃତ ହେଲେ କଟକ ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ ମୋକିମ। ଦଳ ବିରୋଧୀ କାର୍ଯ୍ୟ କରିବା ଅଭିଯୋଗରେ ତାଙ୍କୁ ଦଳର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ କରାଯାଇଛି।…

ଚମ୍ପୁଆରେ ଗଜସାଥି ଦକ୍ଷତା ବୣଦ୍ଧି ତାଲିମ ଶିବିର ଅନୁଷ୍ଠିତ।

କେନ୍ଦୁଝର/ଚମ୍ପୁଆ (ପ୍ରଦୀପ ମହାନ୍ତ):ଚମ୍ପୁଆ ବନାଞ୍ଚଳ ତରଫରୁ ଚମ୍ପୁଆ ଧରଣୀ ଧର ନଗର ଭବନ ଠାରେ ବନାଞ୍ଚଳ ସ୍ତରୀୟ ବନ ସୁରକ୍ଷା ସମିତି ସମନ୍ନୟ ବୈଠକ ଓ ଗଜସାଥି ଦକ୍ଷତା ବୣଦ୍ଧି ତାଲିମ ଶିବିର ଅନୁଷ୍ଠିତ ହେଇଯାଇଛି l ଚମ୍ପୁଆ ରେଞ୍ଜ ଅଧିକାରୀ…

ଚମ୍ପୁଆ କୋର୍ଟ ରେ ୪ର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

କେନ୍ଦୁଝର/ଚମ୍ପୁଆ (ପ୍ରଦୀପ ମହାନ୍ତ) :ଚମ୍ପୁଆ କୋର୍ଟ ପରିସରରେ ତାଲୁକ୍ ଆଇନ୍ ସେବା କମିଟି ପକ୍ଷରୁ ୪ର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଅଛି। ତାଲୁକ୍ ଆଇନ୍ ସେବା କମିଟିର ଅଧ୍ୟକ୍ଷ ତଥା ଅତିରିକ୍ତ ଜିଲ୍ଲା ଦୌରାଜଜ୍ ପ୍ରଣୟ କୁମାର ଦାସଙ୍କ ଅଧ୍ୟକ୍ଷତାରେ…

୨୬ ଗ୍ରାମ ବ୍ରାଉନ ସୁଗାର ସହ ଜଣେ ଅଭିଯୁକ୍ତ ଗିରଫ

ଅନୁଗୋଳ(ଅଜିତ କୁମାର ଭୋଇ): ସଦର ରେଞ୍ଜ ଅବକାରୀ ବିଭାଗ ପକ୍ଷରୁ ବିଶେଷ ସୂତ୍ରରୁ ଖବର ପାଇ ବଅଁରପାଳ ଥାନା ଅନ୍ତର୍ଗତ ଗୋତମରା ଗ୍ରାମରୁ ଜଣେ ବ୍ୟକ୍ତିଙ୍କ ଠାରୁ ୨୬ ଗ୍ରାମର ବ୍ରାଉନ ସୁଗାର ଜବତ ହୋଇଥିଲା। ଉକ୍ତ ବ୍ୟକ୍ତି ଜଣଙ୍କ ବେଆଇନ୍…

ପ୍ରକଳ୍ପ ସ୍ତରୀୟ କିଶୋର ଓ କିଶୋରୀ ବୃନ୍ଦଙ୍କ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ

ଗଞ୍ଜାମ:ବୁଗୁଡା (ସୋରେନ କୁମାର ପ୍ରଧାନ): ଓଡିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ନିର୍ଦ୍ଦେଶ କ୍ରମେ ବୁଗୁଡା ସମନ୍ୱୟ ଶିଶୁ ବିକାଶ ପ୍ରକଳ୍ପ ପକ୍ଷରୁ ବୁଗୁଡ଼ ପଞ୍ଚାୟତ ସମିତି ସଭା ଗୃହରେ ଡିସେମ୍ବର ୧୨ ତାରିଖ ଦିନ ପ୍ରକଳ୍ପ ସ୍ତରୀୟ…

ତାଲୁକା ଆଇନ ସେବା ପ୍ରାଧିକରଣ ପକ୍ଷରୁ ମାନବାଧିକାର ଦିବସ ପାଳନ

ଗଞ୍ଜାମ/ବୁଗୁଡ଼ା(ସୋରେନ କୁମାର ପ୍ରଧାନ):ବୁଗୁଡା ତାଲୁକା ଆଇନ ସେବା ପ୍ରାଧିକରଣ ପକ୍ଷରୁ ମାନବାଧିକାର ଦିବସ ବୁଗୁଡା କୋର୍ଟ ବାର ଏସୋସିଏସନ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ମାନବାଧିକାର ଦିବସ ଉପଲକ୍ଷେ ବିଚାରପତି ତଥା ବୁଗୁଡା ତାଲୁକା ଆଇନ ସେବା ପ୍ରାଧିକରଣ ଚେୟାରମ୍ୟାନ ସୁଧା…

ସୁବର୍ଣ୍ଣପୁର ଜିଲ୍ଲାରେ ଜିଲ୍ଲା ସ୍ତରୀୟ ୨୦୨୫ ଖରିଫ ଧାନ ମଣ୍ଡିର ଶୁଭ ଉଦଘାଟନ

ସୁବର୍ଣ୍ଣପୁର(ଶାନ୍ତନୁ କୁମାର କର୍ଣ୍ଣ):ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସିଲାଟି ପ୍ରାଥମିକ ସେବା ସମବାୟ ସମିତିଠାରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପରାଜ ସାହୁ ଦ୍ୱାରା ଜିଲ୍ଲା ସ୍ତରୀୟ ଧାନମଣ୍ଡିର ଶୁଭ ଉଦଘାଟନ ଓ ୨୦୨୫ ବର୍ଷର ଖରିଫ ଋତୁ ଧାନକ୍ରୟ କାର୍ଯ୍ୟର ଶୁଭାରମ୍ଭ…

error: Content is protected !!
Powered by Joinchat