ଭୁବନେଶ୍ୱର (ସମୀର ରଞ୍ଜନ ନାୟକ) : ମାର୍ଚ୍ଚ ୮ରେ ମିଳିବ ‘ସୁଭଦ୍ରା’ ଯୋଜନାରେ ୨ୟ କିସ୍ତି ଟଙ୍କା। ବ୍ରହ୍ମପୁରରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଟଙ୍କା ପ୍ରଦାନ କରାଯିବ । ଟଙ୍କା ବଣ୍ଟନ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଶୁକ୍ରବାର ସୂଚନା ଦେଇଛନ୍ତି।ଉପମୁଖ୍ୟମନ୍ତ୍ରୀ କହିଛନ୍ତି,…
Tag: Odia ePaper
ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରି ଭାବବିହ୍ଵଳ ହୋଇଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା
ଭୁବନେଶ୍ୱର (ସମୀର ରଞ୍ଜନ ନାୟକ): ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟର ସମୀକ୍ଷା କଲେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା । ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରି ଭାବବିହ୍ଵଳ ହୋଇଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ…
ପଞ୍ଚଭୂତରେ ଲୀନ ହେଲେ ଉତ୍ତମ ମହାନ୍ତି। କାନ୍ଦୁଛି ଓଡ଼ିଶା ।ମୁଖାଗ୍ନୀ ଦେଲେ ବାବୁସାନ୍ ।
ଭୁବନେଶ୍ୱର (ସମୀର ରଞ୍ଜନ ନାୟକ): ଆଉ ନାହାନ୍ତି ସେ ସହରୀ ବାଘ । ପ୍ରିୟଜନ ଏବଂ ପ୍ରଶଂସକଙ୍କୁ ବିଦାୟ ଦେଇ ଆଜି ଚିରନିଦ୍ରାରେ ସୋଇଯାଇଛନ୍ତି ୯୦ ଦଶକର ସରପଞ୍ଚ ବାବୁ ତଥା ଓଲିଉଡ ଦୁନିଆର ପ୍ରଥମ ସୁପରଷ୍ଟାର ଉତ୍ତମ ମହାନ୍ତି ।…
ବୁଗୁଡ଼ାର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଜାତୀୟ ବିଜ୍ଞାନ ଦିବସ ପାଳିତ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସ୍ବପରିସରରେ ୩୯ତମ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି । ପରିଚାଳନା ସମିତି ସମ୍ପାଦକ ବିଶ୍ବ ମୋହନ ମିଶ୍ରଙ୍କ ପୌରୋହିତ୍ଯରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି…
୧୦୦ବର୍ଷ ପୂର୍ତ୍ତି ଅବସରରେ ବାର୍ଷିକ ଉତ୍ସବ ପାଳନ କରିଲେ ସରକାରି ଏକ୍ସ ବୋର୍ଡ ସ୍କୁଲ।
ରାୟଗଡ଼ (ଗୋପୀନାଥ ଗୌଡ଼): ରାୟଗଡ଼ ସଦର କଂଗ୍ରେସ୍ ଭବନ ନିକଟରେ ଥିବା ଏକ୍ସ୍ ବୋର୍ଡ ୟୁ.ପି. ସ୍କୁଲ ୧୯୨୫ମସିହାରେ ସ୍ଥାପିତ ହୋଇଥିଲା। ୧୯୨୫ମସିହାରୁ ଉକ୍ତ ସ୍କୁଲ ଅନେକ ଛାତ୍ର ଛାତ୍ରୀଙ୍କୁ ଶିକ୍ଷା ବ୍ୟବସ୍ଥା ଅଗ୍ରଗତି ନେଇ ସମୀକ୍ଷା କରନ୍ତି ଛାତ୍ର ଛାତ୍ରୀ।…
ବଡ଼ବିଲ କେନ୍ଦ୍ରରେ ୮୯ ତମ ତ୍ରିମୂର୍ତ୍ତି ଶିବ ଜୟନ୍ତୀ ଉତ୍ସବ ପାଳନ କରାଯାଇଛି।
କେନ୍ଦୁଝର/ଯୋଡ଼ା (ସୀତାରାମ ଦୀକ୍ଷିତ): ଆଜି ପବିତ୍ର ମହାଶିବରାତ୍ରୀ ପର୍ବ ଉପଲକ୍ଷେ ସଂସ୍ଥା ତରଫରୁ , ଏକ ସୁନ୍ଦର ଜ୍ୟୋତିର୍ଲିଙ୍ଗ ମେଢ଼ ସମଗ୍ର ସହରରେ ପରିକ୍ରମା କରାଯାଇଥିଲା ଏବଂ ଶିବ ପତାକା ଉତ୍ତୋଳନ ଆଶ୍ରମ ପରିସର ରେ ହୋଇଥିଲା। ଏଥିରେ ଅନେକ ଭାଇଭଉଣୀ…
ବୁଗୁଡ଼ାରେ ପଞ୍ଚଠାକୁରାଣୀ ଯାତ୍ରା ଉପଲକ୍ଷେ ଶୁଭଖୁଣ୍ଟି ସ୍ଥାପନ
ଗଞ୍ଜାମ/ବୁଗୁଡା(ସୋରେନ କୁମାର ପ୍ରଧାନ): ଏ ବର୍ଷ ଆଗାମୀ ଏପ୍ରିଲ ୨୫ରୁ ମେ ୧୧ ତାରିଖ ପର୍ଯ୍ୟନ୍ତ ହେବାକୁ ଯାଉଥିବା ସପ୍ତଦଶ ଦିବସୀୟ ପଞ୍ଚଠାକୁରାଣୀ ଯାତ୍ରା ଉପଲକ୍ଷେ ବୁଗୁଡା ବଡଦାଣ୍ଡରେ ଶୁଭଖୁଣ୍ଟି ସ୍ଥାପନ କାର୍ଯ୍ଯକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ପବିତ୍ର ମହାଶିବରାତ୍ରୀ ଅବସରରେ…
ଶ୍ରୀରାମେଶ୍ବର ଶୈବପୀଠ ଠାରେ ୩୬ ତମ ସାମୁହିକ ବ୍ରତପୋନୟନ ଉତ୍ସବ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ପବିତ୍ର ମହା ଶିବରାତ୍ରୀ ସୁବର୍ଣ୍ଣପୁର ର ପ୍ରସିଦ୍ଧ ଶ୍ରୀ ରାମେଶ୍ବର ଶୈବପୀଠ ଠାରେ ଆଜି ଏକ ସାମୂହିକ ବ୍ରତପୋନୟନ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଦୀର୍ଘ ୩୬ ବର୍ଷ ଧରି ପାଳିତ ହୋଇ ଆସୁଥିବା…
ମହାଶିବରାତ୍ରି ପାଇଁ ଶ୍ରୀଲିଙ୍ଗରାଜଙ୍କ ପୀଠରେ ପ୍ରବଳ ଭିଡ଼, ୨ ମହିଳା ଭକ୍ତ ଆହତ
ଭୁବନେଶ୍ୱର (ସମୀର ରଞ୍ଜନ ନାୟକ) ବୁଧବାର ପବିତ୍ର ଜାଗର । ଶିବରାତ୍ରି ପାଇଁ ଶ୍ରୀଲିଙ୍ଗରାଜଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି । ମନ୍ଦିରର ମୁଖ୍ୟ ପ୍ରବେଶ ଦ୍ୱାର ଦେଇ ଧାଡ଼ିରେ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । ବାବା ଲିଙ୍ଗରାଜଙ୍କୁ ଦର୍ଶନ…
ମହା ଶିବରାତ୍ରି ଅବସରରେ ଚଳଚଞ୍ଚଳ ପୁରୀର ବାବା ଲୋକନାଥଙ୍କ ପୀଠ
ପୁରୀ (ଜିତେନ୍ଦ୍ର କୁମାର ସାବୁତ) : ମହାଶିବରାତ୍ରି ଅବସରରେ ଚଳଚଞ୍ଚଳ ପୁରୀର ବାବା ଲୋକନାଥଙ୍କ ପୀଠ । ବାବା ଲୋକନାଥଙ୍କୁ ଦର୍ଶନ ଓ ଜଳାଭିଷେକ କରିବା ଲାଗି ବିଭିନ୍ନ ସ୍ଥାନରୁ ଭକ୍ତଙ୍କ ଭିଡ଼ ଜମିଛି । ରାତ୍ର ୧୨ଟା ୩୦ରୁ ପହୁଡ଼…
