ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଆନ୍ତର୍ଜାତିକ ମହିଳା ଦିବସ ପାଳନ ଅବସରରେ ବୁଗୁଡ଼ା ଏନଏସି କାର୍ଯ୍ୟାଳୟ ପରିସରରେ ଏକ ସ୍ବାସ୍ଥ୍ୟ ପରୀକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି।ଏନଏସି ନଗରପାଳ ଚିତ୍ରସେନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ବୁଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ତରଫରୁ…
Tag: epaper
ନିଜ ଘରେ ଦୀର୍ଘ ୬ଘଣ୍ଟା ଧରି ଗୃହ ବନ୍ଦୀ ହୋଇ ରହିଲେ ମହିଳା
ଅନୁଗୁଳ (ଅଜିତ କୁମାର ଭୋଇ): ତାଳଚେର ବ୍ଲକ ବ୍ରଜନାଥ ପୁର ଗ୍ରାମପଞ୍ଚାୟତ ର ରାଧାରମଣପୁର ଗାଁ ରେ ଏକ ଅଭାବନିୟ ଘଟଣା ଘଟିଛି, ସୂଚନା ଥାଉକି ସକାଳ ୧୧:୦୦ ଘଟିକା ସମୟରୁ ଆସି ସନ୍ଧ୍ୟା 5ଟା ହେଲାଣି ଘର ଭିତରେ ଗୃହ…
ଜଙ୍ଗଲ ନିଆଁ ନିୟନ୍ତ୍ରଣରେ ଅବହେଳା : ୩ ବନ କର୍ମଚାରୀ ନିଲମ୍ବିତ
କେନ୍ଦୁଝର/ଯୋଡ଼ା (ସୀତାରାମ ଦୀକ୍ଷିତ) : କେନ୍ଦୁଝର ଜିଲ୍ଲାର ଜଙ୍ଗଲ ଅଞ୍ଚଳରେ ଲାଗୁଥିବା ନିଆଁକୁ ନିୟନ୍ତ୍ରଣ କରିବାରେ ଅବହେଳା ଅଭିଯୋଗରେ ୨ ଜଣ ଫରେଷ୍ଟର ଓ ଜଣେ ଫରେଷ୍ଟ ଗାର୍ଡଙ୍କୁ ନିଲମ୍ବନ କରାଯାଇଛି। ଏହି କାର୍ଯ୍ୟାନୁଷ୍ଠାନ କେନ୍ଦୁଝର ଡିଏଫ୍ଓ ଏଚ୍.ଡି. ଧନରାଜଙ୍କ ନିର୍ଦ୍ଦେଶରେ…
ପଞ୍ଚାୟତ ସ୍ତରୀୟ କିଶୋରୀ ମେଳା ଅନୁଷ୍ଠିତ
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ଗଞ୍ଜାମ ଜିଲ୍ଲାର ବୁଗୁଡା ବ୍ଲକ ଅନ୍ତର୍ଗତ ମାଣିତରା ପଞ୍ଚାୟତ ସ୍ତରୀୟ କିଶୋରୀ ମେଳା ୨୦୨୫-୨୬ ପଞ୍ଚାୟତ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଓଡିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ବୁଗୁଡା ସମନ୍ବିତ ଶିଶୁ…
ମୋଟାବାଡିରେ ପଞ୍ଚାୟତ ସ୍ତରୀୟ ମିଳିତ ଜନଶୁଣାଣି
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ):ବୁଗୁଡା ବ୍ଲକ ଅନ୍ତର୍ଗତ ମୋଟାବାଡି ପଞ୍ଚାୟତରେ ମାର୍ଚ୍ଚ ୦୯ ତାରିଖ ଦିନ ପଞ୍ଚାୟତ ସ୍ତରୀୟ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ବୁଗୁଡା ଏବିଡିଓ ଧର୍ମରାଜ ପରିଡା ଓ ଅତିରିକ୍ତ ତହସିଲଦାର ସୁନନ୍ଦ ଶେଖର ସାହାଣୀଙ୍କ…
ବିଶାଳ ବ୍ୟବଧାନରେ ତୃତୀୟଥର ପାଇଁ T20 ବିଶ୍ୱକପ୍ ହାତେଇଲା ଭାରତ
ଅହମ୍ମଦାବାଦ (ଶ୍ରୀକ୍ଷେତ୍ର ନ୍ୟୁ୍ଜ଼ ବ୍ୟୁରୋ): ଦୁଇଟି ଅପମାନଜନକ ବଦନାମ କୁ ଭୁଲ ସାବ୍ୟସ୍ତ କଲେ ଭାରତୀୟ ଦଳଆଇସିସି ବିଶ୍ୱକପ ଟି-୨୦ ଫାଇନାଲ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ୯୬ ରନରେ ହରାଇ ତୃତୀୟ ଥର ପାଇଁ ଟାଇଟଲ ହାତେଇଲା ଭାରତ। ଭାରତର ଘାତକ ବୋଲର…
‘ଅନ୍ତର୍ଜାତୀୟ ମହିଳା ଦିବସ’ରେ ମହିଳାଙ୍କୁ ମିଳିଲା ସୁଭଦ୍ରାର ଚତୁର୍ଥ କିସ୍ତି
ଅନୁଗୋଳ (ଅଜିତ କୁମାର ଭୋଇ) : ଅନ୍ତର୍ଜାତୀୟ ମହିଳା ଦିବସରେ ରାଜ୍ୟ ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ‘ସୁଭଦ୍ରା’ ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କରାଯାଇଛି। ଏହି ଉପଲକ୍ଷେ ଆଜି ପୁରୀ ଜିଲ୍ଲାରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ…
ମହିଳା ବିକାଶ ପରିବର୍ତ୍ତନ ତରଫରୁ ନାବାଳିକାଙ୍କୁ ଶିଘ୍ର ନ୍ୟାୟ ପ୍ରଦାନ ଦାବି
ଅନୁଗୋଳ/ତାଳଚେର(ଅଜିତ କୁମାର ଭୋଇ): ଆନ୍ତର୍ଜାତିକ ମହିଳା ଦିବସ ଅବସରରେ ମହିଳା ବିକାଶମଂଚ (ପରିବର୍ତନ) ଅନୁଗୋଳ ପକ୍ଷରୁ ଆଜି ତାଳଚେର କୋର୍ଟ ପରିସରକୁ ଏକ ପ୍ରତିନିଧି ଦଳ ଆସି ମହିଳା ଓ ପ୍ରାପ୍ତ ବୟସ୍କ କନ୍ୟାମାନଙ୍କ ବିରୁଦ୍ଧରେ ଘଟୁଥିବା ଅପରାଧ ଆଇନ ଅନୁୁଯାୟୀ…
ଚମ୍ପୁଆ ଧରଣିଧର ନଗର ଭବନଠାରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ
କେନ୍ଦୁଝର /ଚମ୍ପୁଆ (ପ୍ରଦୀପ ମହାନ୍ତ) :ଚମ୍ପୁଆ ଧରଣିଧର ନଗର ଭବନଠାରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ଓଡ଼ିଶା ମହିଳା କମିଶନ ସଦସ୍ୟା ଡ.କଳ୍ପନା ମାଲ୍ଲିକ ସମ୍ମାନିତ ଅତିଥିଭାବ ଡ. ସ୍ଵାଧୀନତା ପାତ୍ର, ଝରଣା ମହାନ୍ତ,…
ବିଶ୍ୱମହିଳା ଦିବସ ପାଳିତ
ଅନୁଗୋଳ (ଅଜିତ କୁମାର ଭୋଇ): ଆଗେଇବା ଦୈନିକ ଖବରକାଗଜ ପକ୍ଷରୁ ପଂଚାୟତ ସଭାଗୃହ ଠାରେ ବିଶ୍ୱମହିଳା ଦିବସ ପାଳିତ ହୋଇଛି । ମୁଖ୍ୟ ଅତିଥିଭାବେ ପୂର୍ବତନ ସାଂସଦ ତଥା ଆଗେଇବା କାଗଜର ଯୋଗଦେଇ ନାରୀମାନଙ୍କର ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ଅଭିହିତ କରିଥିଲେ…
